ମୁଖ୍ୟ ବିଷୟକୁ ଯାଆନ୍ତୁ
ରବିବାର, ୨୨ ନଭେମ୍ବର ୨୦୨୬
News Update
୪ ଘଣ୍ଟା ପୂର୍ବେSecurity to High-Profile Leaders: ହାଇପ୍ରୋଫାଇଲ୍ ନେତାଙ୍କୁ ସୁରକ୍ଷା ଯୋଗାନ୍ତି କେଉଁ ଆର୍ମି ୪ ଘଣ୍ଟା ପୂର୍ବେPublic movement justice for Raju Bag: କଳାହାଣ୍ଡି: ରାଜୁ ବାଗଙ୍କୁ ନ୍ୟାୟ ଦାବିରେ କୋକସରାରେ ଜନଆନ୍ଦୋଳନ ଡାକରା ୪ ଘଣ୍ଟା ପୂର୍ବେSOA UNIVERSITY Sreeja Pattnaik LLM Gold Medal: ଏଲ୍.ଏଲ୍ଏମ୍ ରେ ଶ୍ରୀଜା ପଟ୍ଟନାୟକଙ୍କ ସ୍ଵର୍ଣ୍ଣ ପଦକ ଲାଭ ୪ ଘଣ୍ଟା ପୂର୍ବେPrime Minister Narendra Modi’s mega roadshow in Bihar: ବିହାରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମେଗା ରୋଡ୍ ଶୋ ୪ ଘଣ୍ଟା ପୂର୍ବେCyclone wreaks havoc in Puri district: ପୁରୀ ଜିଲ୍ଲାରେ ବାତ୍ୟାର ତାଣ୍ଡବ, ଉଜାଡ଼ିଦେଲା ଚାଷୀଙ୍କ ସୁନାର ଫସଲ ୪ ଘଣ୍ଟା ପୂର୍ବେIllegal sale of foreign liquor, Rayagada District Excise Department sealed: ବିଅର ପାର୍ଲର ନାଁ ରେ ଚାଲିଥିଲା ଅବୈଧ୍ୟ ବିଦେଶୀ ମଦ ବିକ୍ରିବଟା ; ଅଭିଯୋଗ ପରେ ସିଲ କରିଲା ଜିଲ୍ଲା ଅବକାରୀ ବିଭାଗ ୪ ଘଣ୍ଟା ପୂର୍ବେMajor setback for the Excise Department over allegations of spurious liquor: ନକଲି ମଦ ଅଭିଯୋଗରେ ଅବକାରୀ ବିଭାଗକୁ ଶକ୍ତ ଝଟକା ୪ ଘଣ୍ଟା ପୂର୍ବେReligious Festivals: ମସ୍କାବାରୀରେ ଶ୍ରୀ ଶନିଶ୍ଚର ଦେବଙ୍କ ଷଷ୍ଠ ବାର୍ଷିକ ଉତ୍ସବ ପାଳିତ ୫ ଘଣ୍ଟା ପୂର୍ବେSuccession certificate deadline: ସମୟସୀମା ଅତିକ୍ରମ ପରେ ମିଳିଲା ଉତ୍ତରାଧିକାରୀ ପ୍ରମାଣପତ୍ର ୫ ଘଣ୍ଟା ପୂର୍ବେDemand to Kandhamal free from migrant laborers: କନ୍ଧମାଳକୁ ଦାଦନ ଶ୍ରମିକ ମୁକ୍ତ ଜିଲ୍ଲା ଘୋଷଣା କରିବାକୁ ଦାବି: ନିଶାମୁକ୍ତ ଅଭିଯାନ ଭଳି ଚାଲୁ ହେଉ ଦାଦନମୁକ୍ତ ଅଭିଯାନ
ଚର୍ଚ୍ଚାରେ ମୟୂରଭଞ୍ଜ ନୟାଗଡ଼ ଜଗତସିଂହପୁର ନୂଆପଡ଼ା ମାଲକାନଗିରି କେନ୍ଦୁଝର ବରଗଡ଼

ପାରଦୀପ: ତୈଳ ବିଶୋଧନାଗାରରେ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ ପ୍ରଶମନ

ପାରଦୀପ: ତୈଳ ବିଶୋଧନାଗାରରେ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ ପ୍ରଶମନ – ସମୀକ୍ଷା ଖବର

ହିମାଂଶୁ ଭୂଷଣ ନାୟକ/ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ:

ଇଣ୍ଡିଆନ୍ଅଏଲ୍ ପାରାଦୀପ ତୈଳ ବିଶୋଧନାଗାରରେ ଅକ୍ଟୋବର ୨୨ ତାରିଖ ଗୁରୁବାର ମଧ୍ୟରାତ୍ରରେ ଏକ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ କାଳୀନ ଅଭ୍ୟାସ କୌଶଳ ଆୟୋଜିତ ହୋଇଯାଇଛି l ଯେଉଁଥିରେ ବିଶୋଧନାଗାର ତାହାର ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ପ୍ରସ୍ତୁତିର ପ୍ରଭାବ ଯାଞ୍ଚ କରିଥିଲା। ପାରାଦୀପ ବିଶୋଧନାଗାର ର ଅନୁମୋଦିତ ଇମରର୍ଜେନ୍ସି ରେସପନସ୍ ଆଣ୍ଡ୍ ଡିଜାଷ୍ଟର୍ ମ୍ୟାନେଜରମେଣ୍ଟ୍ ପ୍ଲାନ୍ ଅନୁଯାୟୀ ଏହି ଡ୍ରିଲ୍ କାର୍ଯ୍ୟକାରୀ କରାଯାଇଥିଲା । ମ୍ୟୁଚୁଆଲ୍ ଏଡ୍ ସଂସ୍ଥାର ପ୍ରତିନିଧିମାନେ ମଧ୍ୟ ଏହି ଅଭ୍ୟାସରେ ଅଂଶଗ୍ରହଣ କରିଥିଲେ । ଏହି ଅଭ୍ୟାସ କୌଶଳରେ ପାରାଦୀପ ରିଫାଇନରୀର ଡିସିୟୁ ଫ୍ରାକ୍ସନେଟର ରିଫ୍ଲକ୍ସ ପମ୍ପରୁ ସିଲ୍ ଲିକ୍ ହୋଇ ଯଦି ନିଆଁ ଲାଗେ, ତାହାକୁ ସଫଳତାର ସହିତ କିପରି ମୁକାବିଲା କରାଯିବ ସେହି ବିଷୟବସ୍ତୁ ଉପରେ ମକଡ୍ରିଲ୍ ଟି ଆଧାରିତ ଥିଲା । ଏଥିରେ ଜରୁରୀକାଳୀନ ପ୍ରତିକ୍ରିୟା ଏବଂ ବିପର୍ଯ୍ୟୟ ପରିଚାଳନା ଯୋଜନାର ପ୍ରୋଟୋକଲ୍ ଅନୁଯାୟୀ ନିଆଯାଇଥିବା ପ୍ରତିକ୍ରିୟା ଏବଂ ନିୟନ୍ତ୍ରଣ ପଦକ୍ଷେପ ଗୁଡିକ ସଠିକ୍ ଭାବରେ ସମନ୍ଵିତ ହୋଇଥିଲା ଏବଂ ଏହାକୁ ସମସ୍ତ କର୍ତ୍ତୃପକ୍ଷ ପ୍ରଶଂସା କରିଥିଲେ । ଏହି ଡ୍ରିଲ୍ ପରେ ପାରାଦୀପ ରିଫାଇନରୀର କାର୍ଯ୍ୟକାରୀ ନିର୍ଦ୍ଦେଶକ ଏବଂ ରିଫାଇନରୀ ପ୍ରମୁଖ ଶ୍ରୀ କୌଶିକ ବସୁଙ୍କ ଅଧ୍ୟକ୍ଷତାରେ ଏକ ଆଲୋଚନା ସଭାର ଆୟୋଜନ କରାଯାଇଥିଲା ।

ପାରଦୀପ: ତୈଳ ବିଶୋଧନାଗାରରେ ଲେବୁଲ-୨ ଅନ୍ ସାଇଟ୍ ବିପର୍ଯ୍ୟୟ ପ୍ରଶମନ – ସମୀକ୍ଷା
ସମୀକ୍ଷା ନ୍ୟୁଜଲେଟର ଏହିପରି ଖବର ପ୍ରତି ଶନିବାର ଇମେଲରେ ପାଆନ୍ତୁ ସପ୍ତାହର ମୁଖ୍ୟ ଖବର ଓ ଇ-ପେପର · ମାଗଣା · ଯେକୌଣସି ସମୟରେ ବନ୍ଦ କରିପାରିବେ
▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ.. – ସମୀକ୍ଷା ଭିଡିଓ ଖବର ସମୀକ୍ଷା ଭିଡିଓ▶️ବାତ୍ୟା ପ୍ରଭାବରେ ଉଜୁଡ଼ିଲା ଧାନ ଫସଲ, ଚିନ୍ତାରେ ଚାଷୀ..YouTube · SAMIKSHA NEWS LIVE ପରବର୍ତ୍ତୀ ଖବର ଭାରତର ରାସାୟନିକ ଏବଂ ପେଟ୍ରୋରାସାୟନିକ ଶିଳ୍ପର ଅଗ୍ରଗତି