ସୁବର୍ଣ୍ଣପୁରରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳନ ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ
ରଞ୍ଜନ ହୋତା /ସ୍ୱତନ୍ତ୍ର ପ୍ରତିନିଧି /ସୁବର୍ଣ୍ଣପୁର:ସୁବର୍ଣ୍ଣପୁର, ୨୧ ସେପ୍ଟେମ୍ବର ୨୦୨୬:-ଆସନ୍ତା ଅକ୍ଟୋବର ୦୧ ତାରିଖରେ ପାଳନ ହେବାକୁ ଥିବା ‘ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ’ର ସଫଳ ସମ୍ପାଦନ ନିମନ୍ତେ ଆଜି ସୁବର୍ଣ୍ଣପୁର ଜିଲ୍ଲାପାଳଙ୍କ ମିନି ସମ୍ମିଳନୀ କକ୍ଷଠାରେ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଜିଲ୍ଲାପାଳ ଶ୍ରୀ ରାଜେନ୍ଦ୍ର ମାଝୀ ଅଧ୍ୟକ୍ଷତା କରିଥିଲେ।ଏହି ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞ୍ଜଳୀନା ପ୍ରଧାନ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନ ସ୍ୱାସ୍ଥ୍ୟ ଅଧିକାରୀ, ଜିଲ୍ଲା…