କୋରୁକୋଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ: ୩୩ଟି ଅଭିଯୋଗ ପତ୍ର ଗ୍ରହଣ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଙ୍କ ନିର୍ଦ୍ଦେଶ କ୍ରମେ ଆଜି କୋରୁକୋଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ୱ ବେଦବର ପ୍ରଧାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ କୋରୁକୋଣ୍ଡା ପଞ୍ଚାୟତ ସମିତି ଅଧ୍ୟକ୍ଷ ଜିତୁ ବୁରୁଡି, ମାଲକାନଗିରି ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, କୋରୁକୋଣ୍ଡା ବିଡିଓ ଅମୂଲ୍ୟ ମହାପାତ୍ର ଏବଂ ସହକାରୀ…