ଡିଜିଟାଲ ପୋଲିସିଂରେ ଓଡ଼ିଶା ପୋଲିସର ନୂଆ ପଦକ୍ଷେପ,ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ରେ ମିଳିବ ୧୪ଟି ପୋଲିସ ସେବା
ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର: ପୋଲିସ ତରଫରୁ ପ୍ରଦାନ କରାଯାଉଥିବା ବିଭିନ୍ନ ଜରୁରୀ ସେବା ପ୍ରାପ୍ତି ନିମନ୍ତେ ପୋଲିସ ଥାନା କିମ୍ବା ସମ୍ପୃକ୍ତ କାର୍ଯ୍ୟାଳୟକୁ ଯିବାର ଆବଶ୍ୟକତା ପଡିବ ନାହିଁ । ପୋଲିସ ସେବା ବ୍ୟବସ୍ଥାକୁ ଅଧିକ ସରଳ, ଦ୍ରୁତ, ସ୍ୱଚ୍ଛ, ନାଗରିକ-କେନ୍ଦ୍ରିକ ଓ ତ୍ଵରିତ ସେବା ଯୋଗାଇ ଦେବାକୁ ଓଡିଶା ପୋଲିସ ଏକ ଅଭିନଵ ପଦକ୍ଷେପ ଗ୍ରହଣ କରିଛି। ଏଣିକି ଘରେ ବସି ‘ଆମ ସାଥୀ’ ହ୍ୱାଟ୍ସଆପ୍ ବଟ୍ ମାଧ୍ୟମରେ ସାଧାରଣ ଲୋକମାନେ…