ମାଲକାନଗିରି: ବିଚାରାଧୀନ କଏଦୀଙ୍କ ମୃତ୍ୟୁ,ମେଡିକାଲ ସମ୍ମୁଖରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୯/୦୯/୨୬ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଗିରଫ ହୋଇ ଜେଲ୍ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତ କଏଦୀଙ୍କ ପରିବାର ଲୋକେ ଚିକିତ୍ସାରେ ଅବହେଳାର ଅଭିଯୋଗ ଆଣି ମୃତଦେହ ସହ ମେଡିକାଲ ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା…