ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ
ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୭ା୯: ଦୀର୍ଘଦିନ ଧରି ଜଳ ନିଷ୍କାସନ ସମସ୍ୟାରେ ଜୁଝୁଥିବା ଖୋରଧା ବ୍ଲକ ପୁବୁସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କପିଳେଶ୍ୱରପୁର ଗ୍ରାମବାସୀଙ୍କ ପାଇଁ ଆଶ୍ୱସ୍ତିର ଖବର। ଶନି ମନ୍ଦିର ନିକଟରେ ବହୁଦିନ ଧରି ପ୍ରସ୍ତାବିତ ଥିବା ଡ୍ରେନ୍ ନିର୍ମାଣ କାର୍ଯ୍ୟ ଶେଷରେ ଆଜି ଆରମ୍ଭ ହୋଇଛି। ଡ୍ରେନ୍ ନିର୍ମାଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୀର୍ଘଦିନ ଧରି ରହିଥିବା ବିବାଦ ଯୋଗୁଁ କାର୍ଯ୍ୟ ଆଗେଇ ପାରୁନଥିଲା।…