ଧଉଳି:ନିଆରା ଗୁରୁ ଦିବସ ପାଳିଲେ ଶିଳ୍ପୀ ଛାତ୍ରଛାତ୍ରୀ,ଗୁରୁଙ୍କୁ ପୂଜିଲେ ଓ ଗୁରୁଙ୍କ ମହିମାକୁ ନେଇ ଆଙ୍କିଲେ ଚିତ୍ର
ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର,୦୫/୦୯/୨୬ – ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଶିଳ୍ପୀ ଛାତ୍ରଛାତ୍ରୀମାନେ ନିଆରା ଢଙ୍ଗରେ ପାଳନ କରୁଛନ୍ତି ଗୁରୁ ଦିବସ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ଓ ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ, ଅଧ୍ୟାପକ ଭୂପତି ଭୂଷଣ ପଣ୍ଡା,ସୁବାସ ଚନ୍ଦ୍ର ମୁଦୁଲି ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଏକ ଚିତ୍ର ଓ ଭାସ୍କର୍ଯ୍ୟ ଶିବିରକୁ ଉଦ୍ଘାଟନ କରିଥିଲେ। ପରେ…