ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟରେ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ୟୁଜି ପିଜି ଖୋଲିଲା
ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର ପାଟଣା :୪/୯,ପାଟଣା ବ୍ଲକ ମୁଖ୍ୟାଳୟ ସ୍ୱାମପାଟଣା ଆଞ୍ଚଳିକ ମହାବିଦ୍ୟାଳୟ ରେ ସମ୍ବଲପୁର ରେ ଥିବା ରାଜ୍ୟ ମୁକ୍ତ ବିଶ୍ୱ ବିଦ୍ୟାଳୟର ୟୁଜି ପିଜି ପାଠ୍ୟକ୍ରମ ପାଇଁ ଅନୁମୋଦନ ମିଳିଛି। ପାଠ୍ୟକ୍ରମ ଖୋଲା ଯିବା ପାଇଁ ପୂର୍ବତନ ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁ ଉଦ୍ୟମ କରି ଥିବାବେଳେ ସେ ନିକଟରେ ଅବସର ଗ୍ରହଣ କରିଛନ୍ତି। ବର୍ତ୍ତମାନର ଅଧ୍ୟକ୍ଷ ଜଗନ୍ନାଥ ମହାନ୍ତ ଏଥିପାଇଁ ମୁକ୍ତ ବିଶ୍ୱ ବିଦ୍ୟାଳୟ ସହ ଚୁକ୍ତିନାମା କରିଥିବା…