ତୃତୀୟ ଥର ବନ୍ୟାରେ ମୟୂରଭଞ୍ଜରେ ବ୍ୟାପକ କ୍ଷତି,ଚାଷୀ ହତାଶ
ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି, ୧/୯ – ରବିବାର ସନ୍ଧ୍ୟା ଓ ସୋମବାରର ଲଗାତାର ବର୍ଷା ଯୋଗୁଁ ମୟୂରଭଞ୍ଜ ଜିଲ୍ଲାରେ ପରିସ୍ଥିତି ଗୁରୁତର ହୋଇପଡ଼ିଛି। ଜିଲ୍ଲାର ଅଧିକାଂଶ ଅଞ୍ଚଳରେ ତଥା ଉପରମୁଣ୍ଡରେ ଅତ୍ୟଧିକ ବର୍ଷା ପାଇଁ ବିଭିନ୍ନ ନଦୀରେ ବନ୍ୟା ଦେଖାଦେଇଛି । ବିଭିନ୍ନ ସ୍ଥାନରେ ଯୋଗାଯୋଗ ବିଛିନ୍ନ ହୋଇଥିବା ବେଳେ ପ୍ରଭାବିତ ବ୍ଲକ ଯଥା ସରସକଣା, ବାଙ୍ଗିରିପୋଷି, ବିଶୋଇ, କୁଳିଅଣା, ବଡ଼ସାହି ଏବଂ ବେତନଟି ବ୍ଲକ୍ ର ସବୁ ସ୍କୁଲ୍ ବନ୍ଦ ରହିବା…