ଖୋର୍ଦ୍ଧାରେ ୪୨ କେଜି ଗଞ୍ଜେଇ ଜବତ, ୩ ଅଭିଯୁକ୍ତ ଗିରଫ
ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/ଖୋରଧା: ଖୋରଧା ୧୬/୧୦/୨୬ ଖୋରଧା ଟାଉନ୍ ନିକଟସୁ ତରତୁଆ ଆଇଟିବିପି କ୍ୟାମ୍ପ ନିକଟରେ ଚଢ଼ାଉ କରି ୪୨ କେଜି ଗଞ୍ଜେଇ ଜବତ କରିଛି ଖୋର୍ଦ୍ଧା ମଡେଲ୍ ଥାନା ପୁଲିସ l ଖୋର୍ଦ୍ଧା ଏସ୍ପିଙ୍କ ନିର୍ଦ୍ଦେଶ ଓ ବରିଷ୍ଠ ଅଧୂକାରୀଙ୍କ ତତ୍ତ୍ବାବଧାନରେ ପୁଲିସ ଟିମ୍ ଏହି ଚଢ଼ାଉ କରିଥିଲା। ଘଟଣାରେ ଫୁଲବାଣୀ, କନ୍ଧମାଳ ଓ ଜଗତସିଂହପୁର ଜିଲ୍ଲାର ୩ ଜଣଙ୍କୁ ଅଟକ ରଖୁବା ସହ ଗିରଫ କରାଯାଇଛି। ପୁଲିସ ୪୨ କେଜି ଗଞ୍ଜେଇ…