ନବରଙ୍ଗପୁର ଜିଲ୍ଲାରେ ଜିଲ୍ଲାସ୍ତରୀୟ ମହିଳା କୃଷକ ଦିବସ ପାଳିତ
ବିଭୁତି ପ୍ରସାଦ ପଣ୍ଡା / ଜିଲ୍ଲା ପ୍ରତିନିଧି / ନବରଙ୍ଗପୁର/ ସମୀକ୍ଷା ନ୍ୟୁଜ: ନବରଙ୍ଗପୁର,,ତାରିଖ: ୧୫.୧୦.୨୦୨୬: ଆନ୍ତର୍ଜାତୀୟ ମହିଳା କୃଷକ ଦିବସ ଅବସରରେ ଆଜି ନବରଙ୍ଗପୁରସ୍ଥିତ ମିଶନ ଶକ୍ତି ସମ୍ମିଳନୀ yuକକ୍ଷଠାରେ ଜିଲ୍ଲାସ୍ତରୀୟ ମହିଳା କୃଷକ ଦିବସ ପାଳିତ ହୋଇଯାଇଛି। ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ, ନବରଙ୍ଗପୁର ମହେଶ ପାଢ଼ୀଙ୍କ ତତ୍ତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ କୃଷି ବିଜ୍ଞାନ କେନ୍ଦ୍ରର ମୁଖ୍ୟ ଓ ବୈଜ୍ଞାନିକମାନେ, ପ୍ରକଳ୍ପ ନିର୍ଦ୍ଦେଶକ (ଜଳଛାୟା), ଜିଲ୍ଲା ମତ୍ସ୍ୟ ଅଧିକାରୀ, ଜିଲ୍ଲା ମୁଖ୍ୟ ପ୍ରାଣୀ…