ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ

samikshanews

ଧଉଳି ଚାରୁକଳା ମହାବିଦ୍ୟାଳୟର ସ୍ୱାଗତିକା ଉତ୍ସବ – ସମୀକ୍ଷା ଖବର

ଧଉଳି ଚାରୁକଳା ମହାବିଦ୍ୟାଳୟର ସ୍ୱାଗତିକା ଉତ୍ସବ

ସମୀକ୍ଷା ବ୍ୟୁରୋ /ଭୁବନେଶ୍ୱର, ତା.୧୩/୦୮/୨୬ ରିଖ- ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟରେ ନୂତନ ବର୍ଷର ଛାତ୍ରଛାତ୍ରୀମାନଙ୍କର ସ୍ୱାଗତିକା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର କ୍ଷେତ୍ରୀୟ ସଚିବ ରାମକୃଷ୍ଣ ବେଦାଲା,ମହାବିଦ୍ୟାଳୟର ବରିଷ୍ଠ ସଦସ୍ୟ କମଳିନୀ ରଥ,ସୁଶାନ୍ତ କୁମାର ସାହୁ, ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ,ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ ଏବଂ ଅଧ୍ୟାପକ ଭୂପତି ଭୂଷଣ ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ…

Read More
ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକସଭା – ସମୀକ୍ଷା ଖବର

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକସଭା

ସମୀକ୍ଷା ବ୍ୟୁରୋ / ଭୁବନେଶ୍ଵର, ୧୪.୦୮.୨୦୨୬ – ଧଉଳି ଚାରୁକଳା ମହାବିଦ୍ୟାଳୟର ବରିଷ୍ଠ କାର୍ଯ୍ୟକାରୀ ସଦସ୍ୟ ତଥା ଓଡ଼ିଶା ଲଳିତ କଳା ଏକାଡ଼େମୀର ପୂର୍ବତନ ସଚିବ ଓ ସଭାପତି ଏବଂ ବରିଷ୍ଠ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ମହାବିଦ୍ୟାଳୟର ପ୍ରଦର୍ଶନୀ କକ୍ଷରେ ଏକ ଶୋକ ସଭା ଆୟୋଜିତ ହୋଇଯାଇଛି।ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟାପକ,ଅଧ୍ୟାପିକା ତଥା ଛାତ୍ରଛାତ୍ରୀମାନେ ଶିଳ୍ପୀଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ଘ୍ୟ ପୂର୍ବକ ତାଙ୍କ ଅମର ଆତ୍ମାର ସଦଗତି ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନା…

Read More
ଚିକିଟୀ: ଅଟୋ ଅଟକାଇ ଦମ୍ପତିଙ୍କୁ ଆକ୍ରମଣ ଘଟଣାରେ ତିନି ଯୁବକ ଗିରଫ – ସମୀକ୍ଷା ଖବର

ଚିକିଟୀ: ଅଟୋ ଅଟକାଇ ଦମ୍ପତିଙ୍କୁ ଆକ୍ରମଣ ଘଟଣାରେ ତିନି ଯୁବକ ଗିରଫ

ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି / ଚିକିଟୀ: ଗଞ୍ଜାମ ଜିଲ୍ଲା କେ. ନୂଆଗାଁ ଥାନା ଅନ୍ତର୍ଗତ କୁକୁଟବନ୍ଧ ନିକଟ ମୁଖ୍ୟ ରାସ୍ତା ରେ ଯାଉଥିବା ଏକ ଅଟୋ କୁ ଅଟକାଇ ସେଥିରେ ବସିଥିବା ଲୋକଙ୍କୁ ମାଡ଼ ମାରିବା ସହ ଜୀବନରୁ ମାରିଦେବା ଧମକ ଦେଇ ସେମାନଙ୍କ ପାଖରୁ ୨୨୦୦ ଟଙ୍କା ଜୋର ଜବରଦସ୍ତ କରି ଛଡ଼ାଇ ନେଇଥିବା ଅଭିଯୋଗ ହୋଇଛି। ସୂଚନା ଅନୁସାରେ ବୁଧବାର ସନ୍ଧ୍ୟାରେ ବମୋକେଇ ଗ୍ରାମର କାମନା ସେଠୀ ଓ ତାଙ୍କ…

Read More
ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ଶ୍ରୀ କରଣ ଆଦାନୀ: ଅକ୍ଷୟ ଶକ୍ତି କ୍ଷେତ୍ରରେ ଥିବା ସମ୍ଭାବନା ବିଷୟରେ ଆଲୋଚନା – ସମୀକ୍ଷା ଖବର

ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ଶ୍ରୀ କରଣ ଆଦାନୀ: ଅକ୍ଷୟ ଶକ୍ତି କ୍ଷେତ୍ରରେ ଥିବା ସମ୍ଭାବନା ବିଷୟରେ ଆଲୋଚନା

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୧୩ ଅଗଷ୍ଟ, ୨୦୨୬ : ଶ୍ରୀ କରଣ ଆଦାନୀ ଓ ତାଙ୍କ ଟିମ୍‌ ଆଜି ଖାରବେଳ ଭବନଠାରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି। ଶକ୍ତି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଶକ୍ତି ବିଭାଗର ବରିଷ୍ଠ ନେତୃବୃନ୍ଦ ଏବଂ ଆଦାନୀ ଗ୍ରୁପର କାର୍ଯ୍ୟନିର୍ବାହୀ ଟିମ୍‌ ସହ ଶ୍ରୀ କରଣ ଆଦାନୀଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଶକ୍ତି…

Read More
ହର୍ ଘର୍ ତ୍ରିରଙ୍ଗା : ଜନସାଧାରଣଙ୍କୁ ବାଲିଗୁଡ଼ା NAC ର ଆହ୍ବାନ – ସମୀକ୍ଷା ଖବର

ହର୍ ଘର୍ ତ୍ରିରଙ୍ଗା : ଜନସାଧାରଣଙ୍କୁ ବାଲିଗୁଡ଼ା NAC ର ଆହ୍ବାନ

ମହେଶ୍ୱର ଦିଗାଳ / ଡିଭିଜନାଲ ସାମ୍ବାଦିକ / ସମୀକ୍ଷା ନିୟୁଜ /ବାଲିଗୁଡ଼ା ତା – ୧୩/୦୮/୨୦୨୬ : ଯଶସ୍ୱୀ ପ୍ରଧାନ ମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ଵାନ ଶ୍ରମ ଦେଶରେ ୮୦ ତମ ସ୍ଵାଧୀନତା ଦିବସର ଅବ୍ୟବହିତ ପୂର୍ବରୁ – ରାଷ୍ଟ୍ରୀୟ ସଙ୍ଗୀତ ବନ୍ଦେ ମାତାରାମର ୧୫୦ ବର୍ଷ ପୂର୍ତ୍ତି ଅବସରରେ ସାରାଦେଶ ବ୍ୟାପି ହର୍ ଘର୍ ତ୍ରିରଙ୍ଗା ତ୍ରିରଙ୍ଗା ସଭା ଯାତ୍ରା ବାଲିଗୁଡ଼ା NAC ଠାରୁ କଲେଜ ରୋଡ୍ ଶେଷ ମୁଣ୍ଡ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା…

Read More
ମାଲକାନଗିରି ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ବୈଷୟିକ ଶିକ୍ଷା ମନ୍ତ୍ରୀ  ସମ୍ପଦ ଚନ୍ଦ୍ର ସ୍ବାଇଁ – ସମୀକ୍ଷା ଖବର

ମାଲକାନଗିରି ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୪/୦୮/୨୬: ମାଲକାନଗିରି ଜିଲ୍ଲାର ମାଥିଲି ସରକାରୀ ଆଇ.ଟି.ଆଇ.ରେ ୪.୮ କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ହେବାକୁ ଥିବା ‘ଇଲେକ୍ଟ୍ରିକ୍ ଭେହିକିଲ୍ ଟେକ୍ନୋଲୋଜି’ ର ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ। ଏହାସହ ଅନୁଷ୍ଠାନର ଶିକ୍ଷାଦାନ ଓ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ମାନ୍ୟବର ମନ୍ତ୍ରୀ ସେଠାରେ ଏକ ଇଞ୍ଜିନିୟରିଂ ଡ୍ରଇଂ…

Read More
ପ୍ରବଳ ବର୍ଷାରେ ଜଳବନ୍ଦୀ ଜୀବନ ସହ ଯୋଗାଯୋଗ ବିଚ୍ଛିନ୍ନ, ମାଛ ଧରିବାକୁ ଯାଇ ଯୁବକ ମୃତ – ସମୀକ୍ଷା ଖବର

ପ୍ରବଳ ବର୍ଷାରେ ଜଳବନ୍ଦୀ ଜୀବନ ସହ ଯୋଗାଯୋଗ ବିଚ୍ଛିନ୍ନ, ମାଛ ଧରିବାକୁ ଯାଇ ଯୁବକ ମୃତ

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି ୧୩/୮: କିଛି ଦିନ ପୂର୍ବରୁ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ଓ ବନ୍ୟା ଜନିତ କ୍ଷୟକ୍ଷତିରେ ନଦୀକଡ଼ ବାସୀଙ୍କ ଅବସ୍ଥା ସୁଧୁରି ନଥିବା ସମୟରେ ପୁଣି ଦୁଃଖ ଆଣିଛି ପ୍ରବଳ ବର୍ଷା ଓ ବନ୍ୟା । ଗତ ବୁଧବାର ସନ୍ଧ୍ୟାରୁ ଗୁରୁବାର ସକାଳ ପର୍ଯ୍ୟନ୍ତ ଜିଲ୍ଲାରେ ପ୍ରବଳ ବର୍ଷା ଲାଗି ରହିଥିବା ସମୟରେ ଜିଲ୍ଲା ଦେଇ ପ୍ରବାହିତ ସମସ୍ତ ନଦୀ, ନାଳ ଗୁଡିକ ବିପଦ ସଙ୍କେତ ଉପରେ ପ୍ରବାହିତ…

Read More
ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ – ସମୀକ୍ଷା ଖବର

ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ

ନିରଞ୍ଜନ ପାଣି/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ବ୍ୟୁରୋ/କେନ୍ଦୁଝର: ଆଉ କିଛି ଦିନ ପରେ ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ। ଏନେଇ କେନ୍ଦୁଝରବାସୀଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର। କେନ୍ଦୁଝର ସ୍ଥିତ ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେବ ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ହେଵ ଗ୍ରାମ ସଭା। ଏନେଇ ଦୁଇ ଦିନ ଜିଲ୍ଲା ପ୍ରସାଶନ ପକ୍ଷରୁ ଦିନ ଧାର୍ଯ୍ୟ ହୋଇଛି। ରାଇସୁଆଁ ଏଆରଷ୍ଟ୍ରିପ ପାଇଁ ଗୋପୀନାଥପୁର ପଞ୍ଚାୟତର ଦୁଇଟି ଗାଁର ୬୧ ଏକର ୨୩୯ ଡିସିମିଲ…

Read More
ଜୁଆ ଆଡ୍ଡା ଚଢାଉ ରେ ୬୩,୧୭୦ ଟଙ୍କା ସହ ତିନି ଗିରଫ ଏବଂ ଦୁଇ ବାଇକ୍‌ ଜବତ – ସମୀକ୍ଷା ଖବର

ଜୁଆ ଆଡ୍ଡା ଚଢାଉ ରେ ୬୩,୧୭୦ ଟଙ୍କା ସହ ତିନି ଗିରଫ ଏବଂ ଦୁଇ ବାଇକ୍‌ ଜବତ

ଅକ୍ଷୟ କୁମାର ସାହୁ /ସମୀକ୍ଷା ପ୍ରତିନିଧି /ଚିକିଟୀ : ଗଞ୍ଜାମ ଜିଲ୍ଲା କେ.ନୂଆଗାଁ ଥାନା ଅନ୍ତର୍ଗତ ବିଜୟଲକ୍ଷ୍ମୀ ନାରାୟଣପୁର ଅଞ୍ଚଳ ନିକଟସ୍ତ କାଜୁ ବଗିଚାରେ ଚାଲିଥିବା ଜୁଆ ଆଡ୍ଡା ଉପରେ ପୋଲିସ ଚଢାଉ କରିଛି। ଏହି ଘଟଣାରେ ତିନି ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜୁଆ ଆଡ୍ଡା ରୁ ନଗଦ ୬୩,୧୭୦ ଟଙ୍କା, ଦୁଇ ପ୍ୟାକେଟ ତାସ୍‌, ଗୋଟିଏ ତାରପାଲିନ୍‌, ୪ଟି ମୋବାଇଲ୍‌ ଫୋନ୍‌ ଓ ଦୁଇଟି ମୋଟରସାଇକେଲ୍‌ ଜବତ ହୋଇଛି।ପୋଲିସ ସୂଚନା ଅନୁସାରେ, ୧୧ ତାରିଖ…

Read More
ସ୍ତ୍ରୀଙ୍କ ମୃତ୍ୟୁପରେ ଅସହାୟ ଉପେନ୍ଦ୍ର, ଚିକିତ୍ସା ଓ ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଁ ବାଧା ସାଜିଛି ଆର୍ଥିକ – ସମୀକ୍ଷା ଖବର

ସ୍ତ୍ରୀଙ୍କ ମୃତ୍ୟୁପରେ ଅସହାୟ ଉପେନ୍ଦ୍ର, ଚିକିତ୍ସା ଓ ଦିବ୍ୟାଙ୍ଗ ପ୍ରମାଣପତ୍ର ପାଇଁ ବାଧା ସାଜିଛି ଆର୍ଥିକ

ମହେଶ୍ୱର ଦିଗାଳ/ ଡିଭିଜନାଲ ସାମ୍ବାଦିକ/ସମୀକ୍ଷା ନିୟୁଜ/ କନ୍ଧମାଳ : କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ର ତଳଦଣ୍ଡିକିଆ ଗ୍ରାମ ପଞ୍ଚାୟତ ର ଡାଲିବାଡି ଗ୍ରାମର ଉପେନ୍ଦ୍ର ଦିଗାଳ ଆର୍ଥିକ ଅଭାବ ଓ ଶାରୀରିକ ଅସୁସ୍ଥତା ଯୋଗୁଁ ଅତ୍ୟନ୍ତ ଦୁର୍ଦ୍ଦିନରେ ଜୀବନ କାଟୁଥିବା ଅଭିଯୋଗ ହୋଇଛି, ଉପେନ୍ଦ୍ର ସ୍ତ୍ରୀଙ୍କ ପ୍ରାୟ 2 ବର୍ଷ ମୃତ୍ୟୁ ହୋଇସାରିଛି, ଏପଟେ ସ୍ତ୍ରୀଙ୍କ ମୃତ୍ୟୁ ପରେ ମାନସିକ ଚାପରେ ରହି ଉପେନ୍ଦ୍ର ପାରାଲେସିସ ପୀଡିତ ହୋଇ ଚଲାବୁଲା କରିବାରେ ଅସମର୍ଥ ଅଛନ୍ତି, ରୋଜଗାର…

Read More