ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍ଘାଟିତ
ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ…