ସୁନ୍ଦରଗଡ଼ ଜିଲ୍ଲାର ଚାରୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମର ଡିଜିଟାଇଜେସନ୍ ସମ୍ପୂର୍ଣ୍ଣ
ସୁନ୍ଦରଗଡ଼, ୨୨/୦୬/୨୬: ରାଜ୍ୟରେ ଚାଲିଥିବା ସ୍ୱତନ୍ତ୍ର ସଘନ ସଂଶୋଧନ ବା ଏସ ଆଇ ଆର୍ ଅନ୍ତର୍ଗତ ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଚଳିତ ଜୁନ୍ ମାସ ୨୮ ତାରିଖରେ ସମାପ୍ତ ହେବ ଏହି ପରିଗଣନା ଫର୍ମ ବଣ୍ଟନ ପ୍ରକ୍ରିୟା। ଏହି ପରିପ୍ରେକ୍ଷୀରେ ସୁନ୍ଦରଗଡ଼ ଜିଲ୍ଲାର ଚାରି ଗୋଟି ନିର୍ବାଚନ ମଣ୍ଡଳୀର ପରିଗଣନା ଫର୍ମ ର ଡିଜିଟାଇଜେସନ୍ ପ୍ରକ୍ରିୟା ଶତ ପ୍ରତିଶତ ସମ୍ପୂର୍ଣ୍ଣ ହୋଇଯାଇଛି। ଏହି ତିନି ଗୋଟି ନିର୍ବାଚନ ମଣ୍ଡଳୀ ହେଉଛି ୮-ତଲସରା,…