ଗୁଣପୁରରେ ଜିଲ୍ଲାପାଳ ରାୟଗଡ଼ଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ
ଗୌରୀ ଶଙ୍କର ପଟ୍ଟନାୟକ / ବରିଷ୍ଠ ସାମ୍ବାଦିକ/ ରାୟଗଡା/ ସମୀକ୍ଷା ନ୍ୟୁଜ: ରାୟଗଡ:- ତା.୧୨-୧୦-୨୦୨୬ରିଖ ଦିନ ଗୁଣପୁର ଉପ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ରେ ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର ଅନୁଷ୍ଠିତ ହୋଇ ଯାଇଛି । ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଶିବିରରେ ଉପ ଜିଲ୍ଲାପାଳ ଗୁଣପୁର ଦୁଧାଲ ଅଭିଷେକ ଦିଲୀପ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ, ରାୟଗଡ଼ ଅକ୍ଷୟ କୁମାର ଖେମୁଣ୍ଡୁ, ଅତିରିକ୍ତ ଆରକ୍ଷୀ ଅଧିକାରୀ, ଅତିରିକ୍ତ…