ବାଙ୍ଗିରିପୋଷି: ପୁଣି ରାଜରାସ୍ତାରେ ଛାତ୍ରଛାତ୍ରୀ
ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ମୟୂରଭଞ୍ଜ /ସମୀକ୍ଷା ନ୍ୟୁଜ: ବାଙ୍ଗିରିପୋଷି, ୧୦/୧୦/୨୬ – ଶିକ୍ଷା ବ୍ୟବସ୍ଥାରେ ପ୍ରାୟ ସମୟରେ ବିଶୃଙ୍ଖଳା ଭଳି ବିଭିନ୍ନ ଅଭିଯୋଗ ସାମ୍ନାକୁ ଆସୁଥିବା ସମୟରେ ପୁଣି ଅବ୍ୟବସ୍ଥାକୁ ନେଇ ଶନିବାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଥିବା ଦେଖାଯାଇଛି । ବିଦ୍ୟାଳୟର ବିଭିନ୍ନ ସମସ୍ୟା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ବାରମ୍ବାର ଅବଗତ କରାଯାଇଥିଲେ ମଧ୍ୟ କୌଣସି ସୁଫଳ ନମିଳିବାରୁ ଶେଷରେ ପ୍ରାୟ ୫୦୦ ଛାତ୍ରୀଛାତ୍ର ହାତରେ ପ୍ଲାକାର୍ଡ ଧରି ଶନିବାର ରାଜରାସ୍ତାକୁ…