ବରଗଡ଼: କଟାବାହାଲରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳିତ
ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼ / ସମୀକ୍ଷା ନ୍ୟୁଜ:ବରଗଡ଼ ୫/୧୦: ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ କଟାବାହାଲ ନେତାଜୀ ଉଚ୍ଚ ବିଦ୍ୟାଳୟ ପରିସରରେ ବନ ବିଭାଗ ପକ୍ଷରୁ ୭୨ତମ ବନ୍ୟପ୍ରାଣୀ ସୁରକ୍ଷା ସପ୍ତାହ ପାଳିତ ହୋଇଯାଇଛି। ବନ୍ୟପ୍ରାଣୀ ସୁରକ୍ଷା, ଜଙ୍ଗଲ ସଂରକ୍ଷଣ ଓ ପରିବେଶ ସୁରକ୍ଷା ନେଇ ଛାତ୍ରଛାତ୍ରୀ ଓ ସ୍ଥାନୀୟ ଲୋକଙ୍କ ମଧ୍ୟରେ ସଚେତନତା ସୃଷ୍ଟି ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା। କାର୍ଯ୍ୟକ୍ରମରେ ପଦ୍ମପୁର ବନାଞ୍ଚଳ ଅଧିକାରୀ ରମେଶ…