ମା’ ଭଗବତୀଙ୍କ ପୀଠରେ ଶାରଦୀୟ ପାର୍ବଣମଧ୍ୟାହ୍ନରେ ଆମିଷ ଘାଣ୍ଟ; ରାତ୍ରରେ ମାଛଗୁଣ୍ଡି ଭଜା ଭୋଗ
ବାସୁଦେବ ହାବାଡସିଂ/ବାଣପୁର / ସମୀକ୍ଷା ନ୍ୟୁଜ : ମା’ ଦୁର୍ଗତା ନାଶିନୀ ଦୁର୍ଗାଙ୍କ ପୂଜା ପାଇଁ ସମସ୍ତ ଶକ୍ତି ପୀଠ ଓ ତନ୍ତ୍ରପୀଠରେ ଷୋଡ଼ଶ ପୂଜାକୁ ନେଇ ଚଳଚଞ୍ଚଳ ହୋଇଉଠିଛି। ରାଜ୍ୟର ଅନନ୍ୟ ଶକ୍ତି ପୀଠ ତଥା ତନ୍ତ୍ରପୀଠ ଖୋର୍ଦ୍ଧା ଜିଲ୍ଲା ଭଗବତୀ କ୍ଷେତ୍ର ବାଣପୁରର ଅଧିଷ୍ଟାତ୍ରୀ ଦେବୀ ମା’ ଭଗବତୀଙ୍କ ପୀଠରେ ମୂଳାଷ୍ଟମୀଠାରୁ ଶାରଦୀୟ ପାର୍ବଣ ଆରମ୍ଭ ହୋଇଛି l ୧୬ ଦିନ ବ୍ୟାପି ଷୋଡଶ ଉପଚାରରେ ପୂଜାର୍ଚ୍ଚନା କରାଯାଉଛି । ମା’ ଭଗବତୀଙ୍କ ପ୍ରିୟ ବ୍ୟଞ୍ଜନ…