ମୁଖ୍ୟ ବିଷୟକୁ ଯାଆନ୍ତୁ
ବୁଧବାର, ୨୧ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ବରଗଡ଼ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ବଲାଙ୍ଗୀର କଟକ ସୁବର୍ଣ୍ଣପୁର
କୋମନା ସବ୍‌ରେଜିଷ୍ଟ୍ରାର ଅଫିସରେ ହେଉନି ରେଜିଷ୍ଟ୍ରେସନ ଅଫିସ୍ ଘେରିଲେ ଜମି ବିକ୍ରେତା-କ୍ରେତା, ଓକିଲ – ସମୀକ୍ଷା ଖବର

କୋମନା ସବ୍‌ରେଜିଷ୍ଟ୍ରାର ଅଫିସରେ ହେଉନି ରେଜିଷ୍ଟ୍ରେସନ ଅଫିସ୍ ଘେରିଲେ ଜମି ବିକ୍ରେତା-କ୍ରେତା, ଓକିଲ

ତେଜୁରାମ ନାଏକ/ ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ : କୋମନା : ନୂଆପଡ଼ା ଜିଲ୍ଲା କୋମନା ସବରେଜିଷ୍ଟ୍ରାର ଅଫିସରେ ରେଜିଷ୍ଟ୍ରେସନ ହେଉନଥିବାରୁ କ୍ରେତା ଓ ବିକ୍ରେତାମାନେ ହଇରାଣ ହେଉଥିବା ଅଭିଯୋଗ ହୋଇଛି। ଏହାର ପ୍ରତିବାଦରେ କୋମନା ଅଞ୍ଚଳର ଜମିକ୍ରେତା, ବିକ୍ରେତା ଏବଂ ଓକିଲ ମାନେ ଅଫିସ୍‌ ଘେରାଇ କରି ବିରୋଧ କରିଛନ୍ତି । ଗତ ଅଗଷ୍ଟ ୧୧ରେ କୋମନା ତହସିଲ ଚାନ୍ଦୋପଲା ଗାଁର ସତ୍ୟନାରାୟଣ ପ୍ରଧାନୀ ଓ ଭଉଣୀ କୁମୁଦିନୀ ପ୍ରଧାନୀଙ୍କ ଜମି ଜାଲିଆତି ଘଟଣାରେ…

Read More
ଘଞ୍ଚ ଜଙ୍ଗଲରେ ଚାଲିଥିଲା ଗଞ୍ଜେଇ ପ୍ୟାକିଂ ରାକେଟ୍ଅବକାରୀ ଚଢ଼ାଉ ବେଳେ ମାଫିଆ ଫେରାର, ୨୧୫ କେଜି ଗଞ୍ଜେଇ ଜବତ – ସମୀକ୍ଷା ଖବର

ଘଞ୍ଚ ଜଙ୍ଗଲରେ ଚାଲିଥିଲା ଗଞ୍ଜେଇ ପ୍ୟାକିଂ ରାକେଟ୍ଅବକାରୀ ଚଢ଼ାଉ ବେଳେ ମାଫିଆ ଫେରାର, ୨୧୫ କେଜି ଗଞ୍ଜେଇ ଜବତ

କୀର୍ତ୍ତି ଚନ୍ଦ୍ର ସାହୁ. ରାଜ୍ୟ ପ୍ରତିନିଧି, ସମୀକ୍ଷା ନିଉଜ: ମାଲକାନଗିରି: ଘଞ୍ଚ ଜଙ୍ଗଲକୁ ନିରାପଦ ଆଶ୍ରୟ କରି ଚାଲିଥିଲା ଗଞ୍ଜେଇ ପ୍ୟାକିଂ ଓ ଚୋରାଚାଲାଣର ବଡ଼ ଚକ୍ର। ଜଙ୍ଗଲ ଭିତରେ ଗଞ୍ଜେଇକୁ ଯନ୍ତ୍ର ସାହାଯ୍ୟରେ ଚାପ ଦେଇ ପ୍ୟାକେଟ୍‌ ପ୍ରସ୍ତୁତ କରାଯାଉଥିବା ବେଳେ ଅବକାରୀ ବିଭାଗ ଅଚାନକ ଚଢ଼ାଉ କରିଛି। ଅବକାରୀ ଦଳକୁ ଦେଖି ଘଟଣାସ୍ଥଳରୁ ଅଭିଯୁକ୍ତମାନେ ଜଙ୍ଗଲ ଭିତରକୁ ଚମ୍ପଟ ମାରିଥିବା ବେଳେ ସେଠାରୁ ୨୧୫ କେଜି ଗଞ୍ଜେଇ ଜବତ ହୋଇଛି। ମାଲକାନଗିରି ଜିଲ୍ଲା ଅବକାରୀ…

Read More
ତିନିଟ କୁକୁଡ଼ା ଗିଳି ଦେଇଥିବା ବିଶାଳ ଅଜଗର ଉଦ୍ଧାର ; ସୁରକ୍ଷିତ ସ୍ଥାନରେ ଛାଡ଼ିଲେ ସାପ ଉଦ୍ଧାରକାରୀ – ସମୀକ୍ଷା ଖବର

ତିନିଟ କୁକୁଡ଼ା ଗିଳି ଦେଇଥିବା ବିଶାଳ ଅଜଗର ଉଦ୍ଧାର ; ସୁରକ୍ଷିତ ସ୍ଥାନରେ ଛାଡ଼ିଲେ ସାପ ଉଦ୍ଧାରକାରୀ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ୦୪/୦୯/୨୬ମାଲକାନଗିରି ଜିଲ୍ଲା ସଦର ନିକଟ ପରଜାଗୁଡ଼ା ଅଞ୍ଚଳରୁ ଏକ ବିଶାଳକାୟ ଅଜଗର ସାପ ଉଦ୍ଧାର କରିଛନ୍ତି ସାପ ଧରାଳି। ଖାଦ୍ୟ ସନ୍ଧାନରେ ଅଜଗରଟି ସ୍ଥାନୀୟ ଅଞ୍ଚଳର ଜଣେ ବ୍ୟକ୍ତିଙ୍କ କୁକୁଡ଼ା ଘରେ ପଶି ତିନିଟି ବଡ଼ କୁକୁଡ଼ାକୁ ଗିଳି ଦେଇଥିଲା ଜଣାପଡିଛି। ସାପଟିକୁ ଦେଖି ଘରଲୋକଙ୍କ ସମେତ ସ୍ଥାନୀୟ ଲୋକେ ଭୟଭୀତ ହୋଇ ସ୍ନେକ୍‌ ହେଲ୍ପଲାଇନ୍‌ ସଦସ୍ୟ ସହ ଯୋଗାଯୋଗ କରିଥିଲେ। ଖବର ପାଇ ସ୍ନେକ୍‌ ହେଲ୍ପଲାଇନ୍‌ ସଦସ୍ୟ…

Read More
ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ – ସମୀକ୍ଷା ଖବର

ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ସେପ୍ଟେମ୍ବର ୩, ୨୦୨୬: ଓଡ଼ିଶାରେ ଶିଳ୍ପ ବିକାଶକୁ ଅଧିକ ଗତିଶୀଳ କରିବା ଏବଂ ନିବେଶକଙ୍କ ପାଇଁ ବ୍ୟବସାୟିକ ସୁଗମତା ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍‌କୋ)ର ଜମି ବଣ୍ଟନ କମିଟି ୩୭ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି । ଗତକାଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡକୋ…

Read More
ସାହାରପଡା: ଜୋନସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ – ସମୀକ୍ଷା ଖବର

ସାହାରପଡା: ଜୋନସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର: ସାହାରପଡା :୩/୯, କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅନ୍ତର୍ଗତ ମାଛଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଗୁରୁବାର ଇଷ୍ଟ ଜୋନସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା–୨୦୨୬-୨୭ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ପୂର୍ବାହ୍ନ ୧୦ଟା ସମୟରେ ଆୟୋଜିତ ଏହି କ୍ରୀଡା ଉତ୍ସବରେ ଆଖପାଖ ଅଞ୍ଚଳର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଯୋଗଦେଇ ନିଜ କ୍ରୀଡା ପ୍ରତିଭା ପ୍ରଦର୍ଶନ କରିଥିଲେ। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପରମେଶ୍ୱର ମହାନ୍ତ ଉକ୍ତ ପ୍ରତିଯୋଗିତାକୁ…

Read More
ସାହାରପଡା ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା: ତୁରନ୍ତ କାମ ସାରିବାକୁ ଅଧିକାରୀଙ୍କୁ ବିଡିଓଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ସାହାରପଡା ବ୍ଲକରେ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା: ତୁରନ୍ତ କାମ ସାରିବାକୁ ଅଧିକାରୀଙ୍କୁ ବିଡିଓଙ୍କ ନିର୍ଦ୍ଦେଶ

ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ ସମୀକ୍ଷା ନ୍ୟୁଜ/କେନ୍ଦୁଝର ସାହାରପଡା:୩/୯,କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ବ୍ଲକ ବିଡିଓ ରଣଜିତ କୁମାର ମହାନ୍ତ। ବିଡିଓ ବିଭିନ୍ନ ଗ୍ରାମ ପଞ୍ଚାୟତ ପରିଦର୍ଶନ କରି ଚାଲିଥିବା ବିକାଶମୂଳକ ପ୍ରକଳ୍ପଗୁଡ଼ିକର ସ୍ଥିତି ଅନୁଧ୍ୟାନ କରିବା ସହ କାର୍ଯ୍ୟଗୁଡ଼ିକୁ ଧାର୍ଯ୍ୟ ସମୟ ମଧ୍ୟରେ ସାରିବାକୁ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।ଲଗାଣ ବର୍ଷା ଯୋଗୁଁ ବିଭିନ୍ନ ଅଞ୍ଚଳରେ ମାଟି ରାସ୍ତା ଧୋଇଯିବା ସହ ଗରିବ ପରିବାରଙ୍କ କଚ୍ଚା ଘର କ୍ଷତିଗ୍ରସ୍ତ ହୋଇଥିବା…

Read More
ଟ୍ରାଫିକ୍ ନିୟମ ଉଲ୍ଲଂଘନକୁ ନେଇ ପୁଲିସ-ଆର୍‌ଟିଓର ମିଳିତ ଯାଞ୍ଚ: ୧୨ ଯାନରୁ ₹୯,୫୦୦ ଜରିମାନା ଆଦାୟ, ଗୋଟିଏ ଡିଏଲ୍ ବାତିଲ – ସମୀକ୍ଷା ଖବର

ଟ୍ରାଫିକ୍ ନିୟମ ଉଲ୍ଲଂଘନକୁ ନେଇ ପୁଲିସ-ଆର୍‌ଟିଓର ମିଳିତ ଯାଞ୍ଚ: ୧୨ ଯାନରୁ ₹୯,୫୦୦ ଜରିମାନା ଆଦାୟ, ଗୋଟିଏ ଡିଏଲ୍ ବାତିଲ

ଏମ୍.ଅମରେଶ କୁମାର/ଦକ୍ଷିଣ ଓଡ଼ିଶା ମୁଖ୍ୟ:ମାଲକାନଗିରି : ଜିଲ୍ଲାର କାଲିମେଳାଠାରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ ରୋକିବା ସହ ସଡ଼କ ସୁରକ୍ଷା ନେଇ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପୁଲିସ ଓ ଆର୍‌ଟିଓ କର୍ମଚାରୀଙ୍କ ପକ୍ଷରୁ ମିଳିତ ଯାଞ୍ଚ ଓ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା। ଏଥିରେ ପ୍ରାୟ ୨୦୦ ଜଣ କଲେଜ ଛାତ୍ରଛାତ୍ରୀ ସାମିଲ ହୋଇଥିଲେ। ଏହି ଅବସରରେ ଚାଳକମାନଙ୍କୁ ହେଲମେଟ୍ ବ୍ୟବହାର, ଗାଡ଼ିର ଆର୍‌ସି, ଡ୍ରାଇଭିଂ ଲାଇସେନ୍ସ ଓ ଇନ୍‌ସୁରାନ୍ସ ବୈଧ ରଖିବା ସହ ଗାଡ଼ି ଚଳାଇବା ସମୟରେ…

Read More
କେନ୍ଦ୍ରାପଡ଼ା: ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ନେଇ ରାଜନୈତିକ ଦଳଗୁଡ଼ିକ ସହ ବୈଠକ – ସମୀକ୍ଷା ଖବର

କେନ୍ଦ୍ରାପଡ଼ା: ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ନେଇ ରାଜନୈତିକ ଦଳଗୁଡ଼ିକ ସହ ବୈଠକ

ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା, ୦୩.୦୯.୨୦୨୬: ୦୧.୦୭.୨୦୨୬କୁ ଯୋଗ୍ୟତା ତାରିଖ ଭାବେ ଧାର୍ଯ୍ୟ କରି ଚାଲୁଥିବା ସ୍ୱତନ୍ତ୍ର ସଘନ ସଂଶୋଧନ (SIR)-୨୦୨୬ ପରିପ୍ରେକ୍ଷୀରେ ଆଜି ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ରଘୁରାମ ଆର. ଆୟରଙ୍କ ଅଧ୍ୟକ୍ଷତାରେ ସ୍ୱୀକୃତିପ୍ରାପ୍ତ ରାଜନୈତିକ ଦଳଗୁଡ଼ିକର ପ୍ରତିନିଧିମାନଙ୍କୁ ନେଇ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ଏହି ବୈଠକରେ ଜିଲ୍ଲାର ସମସ୍ତ ୫ଟି ବିଧାନସଭା ନିର୍ବାଚନମଣ୍ଡଳୀ—ପାଟକୁରା, କେନ୍ଦ୍ରାପଡ଼ା, ଆଳି, ରାଜନଗର…

Read More
ମାଲକାନଗିରି:ଟାୟାର ବୋଝେଇ ଟ୍ରକ୍ ଓଲଟିଲା, ଚାଳକ ଗୁରୁତର – ସମୀକ୍ଷା ଖବର

ମାଲକାନଗିରି:ଟାୟାର ବୋଝେଇ ଟ୍ରକ୍ ଓଲଟିଲା, ଚାଳକ ଗୁରୁତର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୨/୦୯/୨୬ ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମଭି-୨୩ ଗ୍ରାମ ନିକଟ ୩୨୬ ନମ୍ବର ଜାତୀୟ ରାଜପଥରେ ବୁଧବାର ଅପରାହ୍ନରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି । ଏକ ଟାୟାର ବୋଝେଇ ଟ୍ରକ୍‌ର ଚକ ହଠାତ୍ ବ୍ଲାଷ୍ଟ ହୋଇ ଭାରସାମ୍ୟ ହରାଇ ରାସ୍ତା ତଳ ବିଲ ଭିତରକୁ ଓଲଟି ପଡ଼ିଛି । ଫଳରେ ଟ୍ରକ୍ ଚାଳକ ଗୁରୁତର ଆହତ ହୋଇଛନ୍ତି । ସ୍ଥାନୀୟ ଲୋକଙ୍କ ସହାୟତାରେ ତାଙ୍କୁ ଉଦ୍ଧାର…

Read More
୧୫୫ କଇଁଛ ଜବତ, ଅଟୋ ଜବତ୧୨୪ ଜୀବନ୍ତ, ୩୧ ମୃତ; ବନ କର୍ମଚାରୀଙ୍କୁ ଦେଖି ଅଭିଯୁକ୍ତ ଫେରାର – ସମୀକ୍ଷା ଖବର

୧୫୫ କଇଁଛ ଜବତ, ଅଟୋ ଜବତ୧୨୪ ଜୀବନ୍ତ, ୩୧ ମୃତ; ବନ କର୍ମଚାରୀଙ୍କୁ ଦେଖି ଅଭିଯୁକ୍ତ ଫେରାର

ଏମ୍. ଅମରେଶ କୁମାର/ଦକ୍ଷିଣ ଓଡିଶା ମୁଖ୍ୟ:ମାଲକାନଗିରି ବନ ବିଭାଗ ପକ୍ଷରୁ ଯାଞ୍ଚ ଓ ପାଟ୍ରୋଲିଂ ସମୟରେ ବେଆଇନ ଭାବେ ପରିବହନ ହେଉଥିବା ୧୫୫ଟି କଇଁଛ ଜବତ କରାଯାଇଛି। ଜବତ କଇଁଛ ମଧ୍ୟରୁ ୧୨୪ଟି ଜୀବନ୍ତ ଥିବା ବେଳେ ୩୧ଟି ମୃତ ଥିବା ଜଣାପଡ଼ିଛି। ଏହା ସହିତ କଇଁଛ ପରିବହନରେ ବ୍ୟବହୃତ ଏକ ବଜାଜ ମ୍ୟାକ୍ସିମା ଅଟୋରିକ୍ସାକୁ ମଧ୍ୟ ବନ ବିଭାଗ ଜବତ କରିଛି। ବନ ବିଭାଗର ସୂଚନା ଅନୁଯାୟୀ, ମାଲକାନଗିରି-୧ ବିଟ୍‌ ଓ ମାଲକାନଗିରି ସେକ୍ସନ ଅଧୀନ…

Read More