ମୁଖ୍ୟ ବିଷୟକୁ ଯାଆନ୍ତୁ
ବୁଧବାର, ୨୧ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ବରଗଡ଼ ମୟୂରଭଞ୍ଜ ଜଗତସିଂହପୁର ନୂଆପଡ଼ା ବଲାଙ୍ଗୀର କଟକ ସୁବର୍ଣ୍ଣପୁର
ମୟୂରଭଞ୍ଜ ଏୟାରଷ୍ଟ୍ରିପ ଓ ଜଡିତ ସହୀଦ ସ୍ମୃତି – ସମୀକ୍ଷା ଖବର

ମୟୂରଭଞ୍ଜ ଏୟାରଷ୍ଟ୍ରିପ ଓ ଜଡିତ ସହୀଦ ସ୍ମୃତି

ଭବାନୀ ଶଙ୍କର ମିଶ୍ର/ବରିଷ୍ଠ ସାମ୍ବାଦିକ /ସମୀକ୍ଷା ନ୍ୟୁଜ/ବଡ଼ସାହି – ୨୮/୭ – ବୃହତ୍ତମ ମୟୂରଭଞ୍ଜ ଜିଲ୍ଲା ତାର ତିନିଟି ଏୟାରଷ୍ଟ୍ରିପର ଦରଦ କାହାଣୀ କହିଥାଏ । ଅମର୍ଦ୍ଦା ବା ରାସଗୋବିନ୍ଦପୁର, ରାଜାବସା ଏବଂ ଦାଣ୍ଡବୋଷ ବା ରାଇରଙ୍ଗପୁର ଏୟାରଷ୍ଟ୍ରିପ ତିନିର ଇତିହାସକୁ ବଖାଣି ଥାଏ । ଦୃଷ୍ଟି ଆଢୁଆଳରେ ରହି ଏମାନେ ଭିନ୍ନକ୍ଷମ ସାଜିଛନ୍ତି । ଗୋଟିଏ ଶଯ୍ୟାଶାୟୀ ତ କେବଳ ମାତ୍ର ଦେଖାଶୁଣାରେ ସୀମିତ ରହିଛନ୍ତି ଅନ୍ୟ ଦୁଇ, ଦାଣ୍ଡବୋଷ ସ୍ୱଳ୍ପ କାର୍ଯ୍ୟକ୍ଷମ । ବିଶେଷ…

Read More
୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି – ସମୀକ୍ଷା ଖବର

୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୧୨ ଅଗଷ୍ଟ ୨୦୨୬: ସମ୍ବେଦନଶୀଳ ତଥା ଗୁରୁତ୍ୱପୂର୍ଣ୍ଣ ଅପରାଧିକ ମାମଲାରେ ସଫଳ ଦଣ୍ଡବିଧାନ ସୁନିଶ୍ଚିତ କରିବା ସହ ତଦନ୍ତ ଓ ଆଇନଗତ ପ୍ରକ୍ରିୟାରେ ଉତ୍କୃଷ୍ଟ ଅବଦାନ ପାଇଁ ଓଡ଼ିଶା ପୋଲିସର ଅଧିକାରୀ ଏବଂ ସରକାରୀ ଆଇନଜୀବୀଙ୍କୁ ଆଜି ସମ୍ମାନିତ କରାଯାଇଛି। ଭୁବନେଶ୍ୱରସ୍ଥିତ ପୋଲିସ ଭବନଠାରେ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି…

Read More
ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ – ସମୀକ୍ଷା ଖବର

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍‌ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ…

Read More
ମୟୂରଭଞ୍ଜ: କପ୍ତିପଦା ଉପଖଣ୍ଡ ଚିକିତ୍ସାଳୟର ଶୋଚନୀୟ ଅବସ୍ଥା; ଦିନ ଦୁଇପ୍ରହରେ ମୋବାଇଲ୍ ଲାଇଟ୍ ଭରସାରେ ରୋଗୀଙ୍କ ଚିକିତ୍ସା – ସମୀକ୍ଷା ଖବର

ମୟୂରଭଞ୍ଜ: କପ୍ତିପଦା ଉପଖଣ୍ଡ ଚିକିତ୍ସାଳୟର ଶୋଚନୀୟ ଅବସ୍ଥା; ଦିନ ଦୁଇପ୍ରହରେ ମୋବାଇଲ୍ ଲାଇଟ୍ ଭରସାରେ ରୋଗୀଙ୍କ ଚିକିତ୍ସା

ଯଶୋବନ୍ତ ପରିଡା/ ​କପ୍ତିପଦା ଉପଖଣ୍ଡ ୧୨/୮/୨୬ (ସମୀକ୍ଷା ନ୍ୟୁଜ): ଜନସାଧାରଣଙ୍କ ସ୍ୱାସ୍ଥ୍ୟସେବା ପାଇଁ ଉଦ୍ଦିଷ୍ଟ ସରକାରୀ ଡାକ୍ତରଖାନାଗୁଡ଼ିକ କିପରି ନିଜେ ରୋଗାଗ୍ରସ୍ତ ହୋଇପଡ଼ିଛି, ତାହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ମୟୂରଭଞ୍ଜ ଜିଲ୍ଲା କପ୍ତିପଦା ଉପଖଣ୍ଡ ଚିକିତ୍ସାଳୟରେ। ଏଠାରେ ସ୍ୱାସ୍ଥ୍ୟସେବାର ଅବସ୍ଥା ଏତେ ଶୋଚନୀୟ ଯେ, ଦିନ ଦୁଇପ୍ରହରେ ବିଦ୍ୟୁତ୍ ସେବା ବିନା ମୋବାଇଲ୍ ଲାଇଟ୍ ମାରି ରୋଗୀଙ୍କ ଚିକିତ୍ସା କରାଯାଉଛି।​ଡାକ୍ତରଖାନାର ବାସ୍ତବ ଚିତ୍ର ଅତ୍ୟନ୍ତ ଭୟାବହ। କେତେବେଳେ ଡାକ୍ତରଖାନା କୋଠାର ଛାତ ଓ ସିଲିଂ…

Read More
ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ସୁନିଶ୍ଚିତ କରିବା – ସମୀକ୍ଷା ଖବର

ମହିଳାଙ୍କ ପାଇଁ ୩୩% ସଂରକ୍ଷଣ ସୁନିଶ୍ଚିତ କରିବା

(ସମୀକ୍ଷା ବ୍ୟୁରୋ ) ଚେନ୍ନାଇ: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଜୋଶେଫ୍ ବିଜୟ ଲୋକସଭା ନିର୍ବାଚନମଣ୍ଡଳୀର ସୀମା ନିର୍ଦ୍ଧାରଣ ବିରୋଧରେ ବୁଧବାର ବିଧାନସଭାରେ ଏକ ପ୍ରସ୍ତାବ ଆଗତ କରିଛନ୍ତି। ସେ ମହିଳା ସଂରକ୍ଷଣକୁ ଦୃଢ଼ ଭାବରେ ସମର୍ଥନ କରିଥିଲେ ମଧ୍ୟ କେନ୍ଦ୍ରକୁ ଲୋକସଭାର ୫୪୩ ଆସନ ବଜାୟ ରଖିବାକୁ ଅନୁରୋଧ କରିଛନ୍ତି। ସେ ଚେତାବନୀ ଦେଇଛନ୍ତି ଯେ, ଜନସଂଖ୍ୟା ଆଧାରରେ ସୀମା ନିର୍ଦ୍ଧାରଣ କରାଗଲେ ତାମିଲନାଡୁ ଭଳି ଦକ୍ଷିଣ ରାଜ୍ୟଗୁଡ଼ିକର ପ୍ରତିନିଧିତ୍ୱ ପ୍ରଭାବିତ ହୋଇପାରେ। ତାମିଲନାଡୁ ଏବଂ ଅନ୍ୟାନ୍ୟ ଦକ୍ଷିଣ ରାଜ୍ୟଗୁଡ଼ିକ ଯୁକ୍ତି ଦେଇଛନ୍ତି ଯେ…

Read More

ରାଉଲକେଲା ୧୭ ଅଗଷ୍ଟରୁ ଆରମ୍ଭ ହେବ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ, ୨୨୮ ଜଣ ଆଶା କର୍ମୀ ଓ ୫୦ ଟି ସୁପରଭାଇସର ଙ୍କର ଟିମ ନିୟୋଜିତ

ଲିପିକା ଦାସ // ସ୍ୱତନ୍ତ୍ର ପ୍ରତିନିଧି // ସୁନ୍ଦରଗଡ : ରାଉଲକେଲା ୧୨/୮/୨୬ : କୁଷ୍ଠ ରୋଗର ଶୀଘ୍ର ଚିହ୍ନଟ, ନିରାକରଣ ଓ ନିୟନ୍ତ୍ରଣ ଉଦ୍ଦେଶ୍ୟରେ ରାଉରକେଲା ସହରରେ କୁଷ୍ଠ ରୋଗ ଚିହ୍ନଟ ଅଭିଯାନ (Leprosy Case Detection Campaign–LCDC)–୨୦୨୬ ଆସନ୍ତା ୧୭ ଅଗଷ୍ଟରୁ ୩୧ ଅଗଷ୍ଟ ୨୦୨୬ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ଅଭିଯାନ ରେ ୨୨୮ଜଣ ଆଶା କର୍ମୀ ଓ ୫୦ ଟି ସୁପରଭାଇଜରଙ୍କର ଟିମ ନିୟୋଜିତ ହୋଇଛନ୍ତି ।ଏହି ଅଭିଯାନ ନିମନ୍ତେ ରାଉରକେଲାରେ…

Read More
ରାଉରକେଲାରେ ନଗର ସ୍ୱାସ୍ଥ୍ୟ ସମନ୍ୱୟ ବୈଠକ ଅନୁଷ୍ଠିତ: ଡେଙ୍ଗୁ ନିୟନ୍ତ୍ରଣ ଓ ଜାତୀୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସ୍ୱାସ୍ଥ୍ୟସେବାର ସମୀକ୍ଷା – ସମୀକ୍ଷା ଖବର

ରାଉରକେଲାରେ ନଗର ସ୍ୱାସ୍ଥ୍ୟ ସମନ୍ୱୟ ବୈଠକ ଅନୁଷ୍ଠିତ: ଡେଙ୍ଗୁ ନିୟନ୍ତ୍ରଣ ଓ ଜାତୀୟ ସ୍ୱାସ୍ଥ୍ୟ କାର୍ଯ୍ୟକ୍ରମ ସ୍ୱାସ୍ଥ୍ୟସେବାର ସମୀକ୍ଷା

ଲିପିକା ଦାସ // ସ୍ୱତନ୍ତ୍ର ପ୍ରତିନିଧି // ସୁନ୍ଦରଗଡ: ରାଉରକେଲା ମହାନଗର ନିଗମ (RMC) ସମ୍ମିଳନୀ କକ୍ଷଠାରେ, ଜାତୀୟ ସହରାଞ୍ଚଳ ସ୍ୱାସ୍ଥ୍ୟ ମିଶନ, ନଗର ସ୍ୱାସ୍ଥ୍ୟ ସମିତି,ରାଉରକେଲା ଆନୁକୂଲ୍ୟରେ ଏକ “ନଗର ସ୍ୱାସ୍ଥ୍ୟ ସମନ୍ୱୟ ବୈଠକ” କମିଶନର ମହାନଗର ନିଗମ ସୁଶ୍ରୀ ଧୀନା ଦସ୍ତାଗୀର ଙ୍କର ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।ଏହି ବୈଠକରେ ମହାନଗର ର ସ୍ୱାସ୍ଥ୍ୟ ସେବାକୁ ଅଧିକ ସୁଦୃଢ଼ କରିବା ପାଇଁ ବିଭିନ୍ନ ବିଷୟଗୁଡ଼ିକ ଉପରେ ଗୁରୁତ୍ୱାରୋପ କରାଯାଇଥିଲା:ଡେଙ୍ଗୁ ପ୍ରତିରୋଧ ପ୍ରସ୍ତୁତି ପାଇଁ ଡ୍ରାଏଡେ…

Read More
ପରଜଙ୍ଗ ନିମ୍ନମାନର ମୂଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା – ସମୀକ୍ଷା ଖବର

ପରଜଙ୍ଗ ନିମ୍ନମାନର ମୂଖ୍ୟ ରାସ୍ତା ପାଲଟିଛି ମରଣଯନ୍ତା

ଶଙ୍କର୍ଷଣ ସାହୁ/ରିପୋର୍ଟର/ ପରଜଙ୍ଗ: ଢେ଼ଙ୍କାନାଳ ଜିଲ୍ଲା ପରଜଙ୍ଗ ବ୍ଲକ ମହା ଦୁର୍ନୀତିର ଗନ୍ତାଘର ପାଲଟିଛି। ବିଭିନ୍ନ ପ୍ରକଳ୍ପ ଏହାର ଏକ ଜଳନ୍ତା ଉଦାହରଣ ପୂର୍ତ୍ତ ବିଭାଗ ରାସ୍ତା ମୁକ୍ତାପଶି ଠାରୁ ବଡ କମର ପ୍ରଶସ୍ଥ ଉନ୍ନତି କରଣ ହୋଇଥିବା ରାସ୍ତା ମାତ୍ର ୮ମାସ ନପୁରୁଣୁ ରସ୍ତା ଖାଲ ଖମଣରେ ପରିଣତ ହୋଇଗଲାଣି। ପାଟରପଦା ବଡ଼ଯୋରା ବାଙ୍କ ବିହାରୀ ଆଶ୍ରମ ଛକ ଠାରୁ ୫୦ ମିଟର ଠାରେ ଏକ ହୋମ ପାଇପ ନିର୍ମାଣ ପୋଲ ଭାଙ୍ଗି ଯାଇ ରାସ୍ତା…

Read More
ଚିକିଟୀ: ଛାତ୍ର ଛାତ୍ରୀଙ୍କ ‘ହର ଘର ତ୍ରିରଙ୍ଗା’, କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଚିକିଟୀ: ଛାତ୍ର ଛାତ୍ରୀଙ୍କ ‘ହର ଘର ତ୍ରିରଙ୍ଗା’, କାର୍ଯ୍ୟକ୍ରମ

ଅକ୍ଷୟ କୁମାର ସାହୁ/ ସମୀକ୍ଷା ପ୍ରତିନିଧି / ଚିକିଟୀ: ଏହି ବ୍ଲକ ଅନ୍ତର୍ଗତ ଡାଳପଲଙ୍କ ସରକାରୀ ପ୍ରାଥମିକ ବିଦ୍ୟାଳୟର ଆଦର୍ଶ ଶିକ୍ଷକ ରଞ୍ଜନ କୁମାର ବ୍ରହ୍ମାଙ୍କ ତତ୍ତ୍ୱାବଧାନରେ ଆସନ୍ତା ଅଗଷ୍ଟ ପନ୍ଦରରେ ସମଗ୍ର ଦେଶ ଗୌରବର ସହ ୮୦ ତମ ସ୍ୱାଧୀନତା ଦିବସ ପାଳନ କରିବା ପୂର୍ବରୁ ଡାଳପଲଙ୍କ ପ୍ରାଥମିକ ବିଦ୍ୟାଳୟ ନିଜ ଛାତ୍ରଛାତ୍ରୀ ମାନଙ୍କୁ ନେଇ ଦେଶ ପ୍ରୀତିଭରା କାର୍ଯ୍ୟକ୍ରମ ‘ହର ଘର ତ୍ରିରଙ୍ଗା’ ପାଳନ କରିଛନ୍ତି। ଛାତ୍ରଛାତ୍ରୀ ମାନେ ହାତରେ ତ୍ରିରଙ୍ଗା ଧରି ଗାଁ…

Read More
ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ – ସମୀକ୍ଷା ଖବର

ମାଲକାନଗିରି ବିମାନବନ୍ଦରରେ ସଫଳ ହେଲା ବହୁ ପ୍ରତୀକ୍ଷିତ ବିମାନ ଟ୍ରାଏଲ୍ ଲ୍ୟାଣ୍ଡିଂ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ମାଲକାନଗିରି ଜିଲ୍ଲାବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନକୁ ସାକାର କରି ଜିଲ୍ଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟର ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆଜି ମାଲକାନଗିରି ଏୟାରଷ୍ଟ୍ରିପ୍‌ଠାରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ବା ଟ୍ରାଏଲ୍ ରନ୍ ସଫଳତାର ସହ ସମ୍ପନ୍ନ ହୋଇଛି। ମେସର୍ସ ଇଣ୍ଡିଆଓନ୍ ଏୟାର୍‌ର ସ୍ୱତନ୍ତ୍ରସେସନା ଗ୍ରାଣ୍ଡ କାରାଭାନ ୨୦୮ବି ଇଏକ୍ସ ବିମାନଟି ନିର୍ଦ୍ଧାରିତ ସମୟସୂଚୀ ଅନୁଯାୟୀ ଜୟପୁରରୁ ବାହାରି ଦିନ ୨:୨୦ ରେ ମାଲକାନଗିରି…

Read More