ମାଲକାନଗିରିରେ ଜୋଶ୍ ଦଳର ଜିଲ୍ଲାସ୍ତରୀୟ ଶୁଭାରମ୍ଭ; ଯକ୍ଷ୍ମା ମୁକ୍ତ ପଞ୍ଚାୟତର ସରପଞ୍ଚମାନେ ସମ୍ମାନିତ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୦୯/୧୦/୨୬ଜିଲ୍ଲାରେ ଜନସ୍ୱାସ୍ଥ୍ୟ ସଚେତନତା ଓ ରୋଗ ନିରାକରଣକୁ ତ୍ଵରାନିତ କରିବା ଉଦ୍ଦେଶ୍ୟରେ ଆଜି ଜିଲ୍ଲାସ୍ତରୀୟ ଜୋଶ୍ ଦଳର ଶୁଭାରମ୍ଭ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନିଜ ନିଜ ଅଞ୍ଚଳକୁ ଯକ୍ଷ୍ମା ମୁକ୍ତ କରିବାରେ ସଫଳତା ହାସଲ କରିଥିବା ସ୍ଥାନୀୟ ଜନପ୍ରତିନିଧିମାନଙ୍କ ପାଇଁ ଏକ ସମ୍ବର୍ଦ୍ଧନା ସଭାର ମଧ୍ୟ ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ସିଡିଏମ ଓ ପିଏଚଓ ଡାକ୍ତର ମାନସ ରଞ୍ଜନ ପଣ୍ଡା ସଭାପତିତ୍ୱ…