ଗତ ‘ଗଭୀର ଅବପାତ’ (Deep Depression) ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇ ବ୍ୟାପକ କ୍ଷତିର ଆକଳନ
ନବରଙ୍ଗପୁର : ତା ୦୫-୧୦-୨୦୨୬ଗତ ୨୪-୦୯-୨୦୨୬ ଠାରୁ ୨୬-୦୯-୨୦୨୬ ବଙ୍ଗୋପସାଗର ସୃଷ୍ଟି ହୋଇଥିବା ‘ଗଭୀର ଅବପାତ’ (Deep Depression) ଯୋଗୁଁ ନବରଙ୍ଗପୁର ଜିଲ୍ଲାରେ ଲଘୁଚାପ ଜନିତ ପ୍ରବଳ ବର୍ଷା ହୋଇ ବ୍ୟାପକ କ୍ଷତି ରଚିଥିଲା | ନବରଙ୍ଗପୁର ଜିଲ୍ଲା ପ୍ରଶାସନର ପ୍ରାରମ୍ଭିକ ଆକଳନ ଅନୁସାରେ କୋଡିଙ୍ଗା ତହସିଲରେ ସର୍ବାଧିକ ୧୦୪୪ ଜଣଙ୍କ ଘର ଆଂଶିକ ଭାବରେ ଭାଙ୍ଗିବାର ଆକଳନ କରାଯାଇଛି, ଗୋଟିଏ ଘର ପିଛା ୪୦୦୦ ଟଙ୍କା ହିସାବରେ ମୋଟ ୪୧,୮୨,୫୦୦ ଟଙ୍କା ବର୍ତ୍ତମାନ ଯାଏଁ ହିତାଧିକାରୀଙ୍କ…