ଭୁବନେଶ୍ବର ନୟାପଲ୍ଲୀ ଦୁଷ୍କର୍ମ ମାମଲା:ଚନ୍ଦକାରେ ପୋଲିସ ଏନକାଉଣ୍ଟର; ଦୁର୍ଦ୍ଦାନ୍ତ ଅଭିଯୁକ୍ତ ଶ୍ରୀଧର ପଣ୍ଡାଗୋଡ଼ରେ ବାଜିଲା ଗୁଳି
ସମୀକ୍ଷା ବ୍ୟୁରୋ ନ୍ୟୁଜ / ଭୁବନେଶ୍ୱର: ରାଜଧାନୀରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ନୟାପଲ୍ଲୀ ବେହେରା ସାହି ବନ୍ଧୁକ ମୁନରେ ଦୁଷ୍କର୍ମ ମାମଲାରେ ପୋଲିସକୁ ମିଳିଛି ବଡ଼ ସଫଳତା । କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍ୱାଡ୍ ଏବଂ ନୟାପଲ୍ଲୀ ପୋଲିସର ମିଳିତ ଚଢ଼ାଉ ବେଳେ ଚନ୍ଦକା ଅଞ୍ଚଳରେ ଏନକାଉଣ୍ଟର ହୋଇଛି । ପୋଲିସ ଗୁଳିରେ ମୁଖ୍ୟ ଅଭିଯୁକ୍ତ ସନ୍ତୋଷ ଓରଫ ଶ୍ରୀଧର ପଣ୍ଡା (୨୪) ଗୁରୁତର ଆହତ ହୋଇଛି । ତାର ଡାହାଣ ଗୋଡ଼ରେ ଦୁଇଟି ଗୁଳି ବାଜିଥିବା…