କଳିଙ୍ଗ ମହିଳା ଶକ୍ତି ତରଫରୁ ଗାନ୍ଧୀ ଜୟନ୍ତୀ ଠାରୁ ସପ୍ତାହ ଧରି ସ୍ଵଛତା କାର୍ଯ୍ୟକ୍ରମ
ହିମାଂଶୁ ଭୂଷଣ ନାୟକ/ବରିଷ୍ଟ ସାମ୍ବାଦିକ /ପାରାଦୀପ/ ସମୀକ୍ଷା ନ୍ୟୁଜ: ପାରାଦୀପ ପାରାଦୀପ ର ଏକ ଅଗ୍ରଣୀ ଅନୁଷ୍ଠାନ କଳିଙ୍ଗ ମହିଳା ଶକ୍ତି ତରଫରୁ ଗାନ୍ଧୀ ଜୟନ୍ତୀ ଅବସରରେ ଏକ ସପ୍ତାହ ଧରି ସ୍ଵଛତା ଉପରେ କାର୍ଯ୍ୟ କ୍ରମ କରାଯାଇ ଥିବା ବେଳେ ପାରାଦୀପ ଅତିରିକ୍ତ ଜିଲ୍ଲାପାଳ ଙ୍କ ଅଫିସ ସମୁଖରେ ଥିବା ମହାତ୍ମା ଗାନ୍ଧି ଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପ ମାଲ୍ୟ ଅର୍ପଣ କରାଯାଇ ଥିବା ଦେଖିବାକୁ ମିଳିଥିଲା l ଏଥି ସହ୍ ପାରାଦୀପ ନେହେରୁ ବଙ୍ଗଳା ବସ୍ତି…