ମାଲକାନଗିରି ସଂସ୍କୃତି ଭବନଠାରେ ୭୨ତମ ଜିଲ୍ଲାସ୍ତରୀୟ ବନ୍ୟପ୍ରାଣୀ ସପ୍ତାହ ମହାସମାରୋହରେ ପାଳିତ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି /ମାଲକାନଗିରି / ସମୀକ୍ଷା ନିୟୁଜ:୩୦/୦୯/୨୬ମାଲକାନଗିରି ବନଖଣ୍ଡ ପକ୍ଷରୁ ସଂସ୍କୃତି ଭବନଠାରେ ୭୨ତମ ବନ୍ୟପ୍ରାଣୀ ସପ୍ତାହ–୨୦୨୬ ଅତି ଆଡ଼ମ୍ବର ଓ ଉତ୍ସାହର ସହିତ ପାଳିତ ହୋଇଯାଇଛି। ବନଖଣ୍ଡ ଅଧିକାରୀ ସାଇ କିରଣ ଡି ଏନ୍ ଙ୍କ ପ୍ରତ୍ୟେକ୍ଷ ତତ୍ତ୍ୱାବଧାନରେ ବନ୍ୟପ୍ରାଣୀ ସଂରକ୍ଷଣ, ଜୈବ ବିବିଧତା ସୁରକ୍ଷା ଏବଂ ମାନବ-ବନ୍ୟପ୍ରାଣୀ ସୁସ୍ଥ ସହାବସ୍ଥାନର ବାର୍ତ୍ତା ନେଇ ଆୟୋଜିତ ଏହି ସମାରୋହରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀ ତାଙ୍ଗୁଲୁ ଯୋଗ ଦେଇଥିବା ବେଳେ…