କେନ୍ଦ୍ରାପଡ଼ା:ୱାରସ ସଂଶୋଧନ
ନମିତା ନାୟକ/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ତହସିଲ ଅଧୀନରେ ୱାରସ ସଂଶୋଧନ (କଲମ-୨) ସମ୍ବନ୍ଧୀୟ ପଟ୍ଟାର ସାମୂହିକ ବିତରଣ କାର୍ଯ୍ୟକ୍ରମ ଆଜି କେନ୍ଦ୍ରାପଡ଼ା ତହସିଲ କାର୍ଯ୍ୟାଳୟ ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ କେନ୍ଦ୍ରାପଡ଼ା ଜିଲ୍ଲାପାଳ ଶ୍ରୀ ରଘୁରାମ ଆର. ଆୟର ମୁଖ୍ୟ ଅତିଥି ଭାବେ ଯୋଗଦେଇ ହିତାଧିକାରୀମାନଙ୍କୁ ପଟ୍ଟା ବଣ୍ଟନ କରିଥିଲେ। ୱାରସ ସଂଶୋଧନ ପ୍ରକ୍ରିୟା ମାଧ୍ୟମରେ ଜମିଜମା ସମ୍ବନ୍ଧୀୟ ଅଧିକାରକୁ ସୁନିଶ୍ଚିତ କରିବା ସହ ହିତାଧିକାରୀମାନଙ୍କୁ ସରକାରୀ ରେକର୍ଡରେ ସଠିକ୍ ଭାବେ…