ନୟାଗଡ଼ରେ ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟର ନୂତନ କାର୍ଯ୍ୟାଳୟ ଉଦ୍ଘାଟିତ
ଅଜିତ କୁମାର ପ୍ରଧାନ / ସାମ୍ବାଦିକ / ନୟାଗଡ଼ / ସମୀକ୍ଷା ନ୍ୟୁଜ ନୟାଗଡ଼, ତା.୨୪.୦୯. ୨୦୨୬ – ଆଜି ନୟାଗଡ଼ ଜିଲ୍ଲାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ନବସ୍ଥାପିତ ଜିଲ୍ଲା ଅଭିଯୋଜନ ନିର୍ଦ୍ଦେଶାଳୟ (District Directorate of Prosecution)ର ନୂତନ କାର୍ଯ୍ୟାଳୟ ଅପରାହ୍ନ ଘ.୦୩. ୩୦ମି. ସମୟରେ ମାନନୀୟା ଜିଲ୍ଲାପାଳ, ନୟାଗଡ଼ ଶ୍ରୀମତୀ ମଧୁମିତା ରଥଙ୍କ ଦ୍ୱାରା ଶୁଭ ଉଦ୍ଘାଟନ ହୋଇଯାଇଛି । ଏହି ଅବସରରେ ଆରକ୍ଷୀ ଅଧୀକ୍ଷକ ନୟାଗଡ଼ ଶ୍ରୀ ଶୁଭେନ୍ଦୁ କୁମାର ପାତ୍ର, ଆରକ୍ଷୀ…