ବିଧାୟକ ଟଙ୍କଧରଙ୍କ ବାସଭବନରେ ନୂଆଁଖାଇ ଭେଟଘାଟ
“ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟରେ ମହକିଲା ପରିବେଶ” ବିଜୟ ଶଙ୍କର ଦାଶ/ ସ୍ଵତନ୍ତ୍ର ପ୍ରତିନିଧି /ଝାରସୁଗୁଡ଼ା ଝାରସୁଗୁଡା, ୨୩/୯ : ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀଙ୍କ ଭୁବନେଶ୍ୱରସ୍ଥିତ ବାସଭବନରେ ବୁଧବାର ମହାସମାରୋହରେ ନୂଆଁଖାଇ ଭେଟଘାଟ ଅନୁଷ୍ଠିତ ହୋଇଛି l ରଙ୍ଗାରଙ୍ଗ ସାଂସ୍କୃତିକ ପରିବେଷଣ ସାଙ୍ଗକୁ ପଶ୍ଚିମ ଓଡ଼ିଶାର କଳା, ସଂସ୍କୃତି ଓ ପାରମ୍ପରିକ ଖାଦ୍ୟ ଏହି ଆୟୋଜନର ମୁଖ୍ୟ ଆକର୍ଷଣ ପାଲଟିଥିଲା lକଣ୍ଠଶିଳ୍ପୀ ଦିଲୀପ କୁମାର ଦୀପ ଓ ସାଥୀଙ୍କ ସଂଗୀତ ପରିବେଷଣ…