ମୁରିବାହାଲ ରେଞ୍ଜରେ ପୁଣି ଅଘଟଣ : ଚାଷ କୂଅରୁ ମାଈ ହାତୀ ସୁରକ୍ଷିତ ଉଦ୍ଧାର, ଅଳ୍ପକେ ବର୍ତ୍ତିଲେ ଫରେଷ୍ଟ ଗାର୍ଡ
ଭଗବାନ ମହାନ୍ତି/ ବରିଷ୍ଠ ସାମ୍ବାଦିକ/ ମୁରିବାହାଲ/ ସମୀକ୍ଷା ନ୍ୟୁଜ: ମୁରିବାହାଲ, ତା ୧୪/୧୦/୨୬ ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜରେ ପୁଣି ଏକ ମାଈ ହାତୀ ଚାଷ କୂଅରୁ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛି। ଗତ ଦୁଇ ବର୍ଷରୁ ଅଧିକ ସମୟ ଧରି ହାତୀମାନେ ଖାଦ୍ୟ ଅନ୍ୱେଷଣରେ ଜଙ୍ଗଲ ଛାଡ଼ି ଗାଁ ମୁହାଁ ହେଉଥିବା ବେଳେ କୂଅରେ ପଡ଼ିବା ଘଟଣା ବାରମ୍ବାର ଦେଖିବାକୁ ମିଳୁଛି। ଏହି ଅଞ୍ଚଳରେ ହାତୀ ଉପଦ୍ରବ ଯୋଗୁଁ ଲୋକଙ୍କ ଚାଷ, ଗୃହପାଳିତ ପଶୁ, ଘରଦ୍ୱାର…