ମିଳିତ ଉତ୍ଥାନ ଉତ୍ପାଦକ କମ୍ପାନୀର ଷଷ୍ଠ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ
ଭଗବାନ ମହାନ୍ତି/ମୁରିବାହାଲ/ ସମୀକ୍ଷା ନ୍ୟୁଜ: ବଲାଙ୍ଗୀର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ସ୍ଥିତ କଲ୍ୟାଣ ମଣ୍ଡପ ଠାରେ ଶନିବାର ମିଳିତ ଉତ୍ଥାନ ପ୍ରଡ୍ୟୁସର କମ୍ପାନୀ ଲିମିଟେଡ୍ର ଆର୍ଥିକ ବର୍ଷ ୨୦୨୫-୨୬ର ଷଷ୍ଠ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ହୋଇଯାଇଛି। ବିଓଡି ସଦସ୍ୟା ନମିତା ତାଣ୍ଡିଙ୍କ ସଭାପତିତ୍ୱରେ ଏବଂ ମମତା ଭୋଇ ଓ ପ୍ରମୋଦିନୀ ସାହୁଙ୍କ ଉପସ୍ଥିତିରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଏପିସି ପ୍ରକଳ୍ପ ଅନ୍ତର୍ଗତ ମୁରିବାହାଲ ବ୍ଲକର ୧୦ଟି ଗ୍ରାମ ପଞ୍ଚାୟତରୁ କମ୍ପାନୀର ଅଂଶୀଦାର ଓ ବିଓଡି…