ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ବରଗଡ଼: ସଫଳ ଚାଷୀ ଯୋଗେଶ୍ୱର , ନାବାର୍ଡ ସହାୟତାରେ ପନିପରିବା ଚାଷ କରି ହୋଇଛନ୍ତି ଲାଭବାନ – ସମୀକ୍ଷା ଖବର

ବରଗଡ଼: ସଫଳ ଚାଷୀ ଯୋଗେଶ୍ୱର , ନାବାର୍ଡ ସହାୟତାରେ ପନିପରିବା ଚାଷ କରି ହୋଇଛନ୍ତି ଲାଭବାନ

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ: କଥାରେ ଅଛି “ଚାଷକାମ ଯାହାର କେତେ ସୁଖ ତାହାର ସେହି ସିନା ଯୋଗାଉଛି ଦୂନିଆ କୁ ଆହାର” । ଏହି କଥାର ମହତ୍ୱକୁ ମର୍ମେମର୍ମେ ହୃଦୟଙ୍ଗ କରିଛନ୍ତି ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ତାଲପାଲି ଗ୍ରାମପଞ୍ଚାୟତ ଅନ୍ତର୍ଗତ ସେମେଲମୁଣ୍ଡା ଗ୍ରାମର ଯୋଗେଶ୍ୱର ପଧାନ ।ମେଟ୍ରିକ୍ ପଢୁଥିବା ସମୟରେ ବାପା ରାଜନ ପଧାନ ଙ୍କ ସହିତ ନିଜ ବିଲକୁ ଯାଇ ବାପାଙ୍କ ପରିଶ୍ରମକୁ ଦେଖି ପିଲାଟି…

Read More
ବରଗଡ଼:ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର – ସମୀକ୍ଷା ଖବର

ବରଗଡ଼:ଝାରବନ୍ଧରେ ଅଭିଯୋଗ ଶୁଣାଣି ଶିବିର

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ସମୀକ୍ଷା ନ୍ୟୁଜ ବରଗଡ଼, ତା.୦୭.୦୯.୨୦୨୬,ଝାରବନ୍ଧ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ରବୀନ୍ଦ୍ର ନାଥ ଶତପଥୀଙ୍କ ଅଧ୍ୟକ୍ଷତାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀ ଗୋୟଲ ତଥା ଆରକ୍ଷୀ ଅଧିକ୍ଷକ ଶ୍ରୀ ଶତପଥୀଙ୍କ ବ୍ୟତୀତ ଜିଲ୍ଲାପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ଲଲାଟ କୁମାର ଲୁହା, ପଦ୍ମପୁର ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ…

Read More
ବନ୍ୟା ଜଳରେ ଭାସିଗଲା ନିର୍ମାଣଧୀନ ରୀଙ୍ଗ ରୋଡ଼ – ସମୀକ୍ଷା ଖବର

ବନ୍ୟା ଜଳରେ ଭାସିଗଲା ନିର୍ମାଣଧୀନ ରୀଙ୍ଗ ରୋଡ଼

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ଆଁ କରିଥିବା ବେଳେ ବଡ ବଡ ଗାତ ଦେଖିବାକୁ ମିଳିଛି ଗତ ୨୦୨୩ ମସିହାରୁ ବରଗଡ ଟ୍ରାଫିକ ସମସ୍ୟା ଦୂର କରିବା ଓ ସହର ସୌନ୍ଦର୍ଯ୍ୟ କରଣ ପାଇଁ ସାଈ ମନ୍ଦିର ରୁହୁନିଆ ଗାଁ ପର୍ଯ୍ୟନ୍ତ ୪୫ କୋଟି ଟଙ୍କା ବ୍ୟୟ ଅଟକଳ ରେ ରିଙ୍ଗ ରୋଡ କାମ ଚାଲିଛି ୩ ବର୍ଷ ହେଲାଣି କାମ ସରିନି ଜିରା ନଦୀ ତଟରେ ଏହି ରିଙ୍ଗ ରୋଡ ନିର୍ମାଣ ହେଉଥିବା ବେଳେ…

Read More
ବନ୍ଧୁକ ଦେଖାଇ ଧମକ, ଟଙ୍କା ଓ ଦସ୍ତାବିଜ ଛଡ଼ାଇ ନେଇଥିବା ଅଭିଯୋଗ; ବିଜେପୁର ଥାନାରେ ମାମଲା – ସମୀକ୍ଷା ଖବର

ବନ୍ଧୁକ ଦେଖାଇ ଧମକ, ଟଙ୍କା ଓ ଦସ୍ତାବିଜ ଛଡ଼ାଇ ନେଇଥିବା ଅଭିଯୋଗ; ବିଜେପୁର ଥାନାରେ ମାମଲା

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ:ବରଗଡ,୦୩/୦୮: ଟେଣ୍ଡର କାମ ପ୍ରତ୍ୟାହାର କରିବାକୁ ଧମକ ଦେଇ ଜଣେ ଯୁବକଙ୍କୁ ଅପହରଣ, ମାଡ଼ ମାରିବା ଓ ବନ୍ଧୁକ ଦେଖାଇ ଭୟଭୀତ କରାଯାଇଥିବା ନେଇ ବିଜେପୁର ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗକାରୀ ହେଲେ ପୁଟୁକା ଗ୍ରାମର ରାଜକୁମାର ମେହେର (୨୮)। ଅଭିଯୋଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖ ଅପରାହ୍ନ ପ୍ରାୟ ୧ଟା ୩୦ରେ ରାଜକୁମାର ଟେଣ୍ଡର ସମ୍ପର୍କିତ ସମସ୍ତ କାଗଜପତ୍ର ଧରି ବିଜେପୁର ଏନ୍‌ଏସି କାର୍ଯ୍ୟାଳୟକୁ ଯାଉଥିଲେ। ଏହି ସମୟରେ ମହେଶ…

Read More
ପଶ୍ଚିମ ଓଡ଼ିଶା କ୍ରସର୍ ମାଲିକ ସଂଘ ବୈଠକ – ସମୀକ୍ଷା ଖବର

ପଶ୍ଚିମ ଓଡ଼ିଶା କ୍ରସର୍ ମାଲିକ ସଂଘ ବୈଠକ

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ବରଗଡ ସ୍ଥିତ ସ୍ଵଂୟସିଦ୍ଧା ଭବନଠାରେ ବରଗଡ ଜିଲ୍ଲା କ୍ରସର ମାଲିକ ସଂଘ ଆନୁକୂଲ୍ୟରେ ପଶ୍ଚିମ ଓଡ଼ିଶା କ୍ରସର୍ ମାଲିକ ସଂଘ ରଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଥିଲା ବରଗଡ ଜିଲ୍ଲା କ୍ରାସର୍ ମାଲିକ ସଂଘ ର ଅଧ୍ୟକ୍ଷ ମୁକୁନ୍ଦ ରଥ, ଉପଦେଷ୍ଟା ସୁଧାଂଶ ଗଡତିଆ, ସଭାପତି ତୋସୋବନ୍ତ ସାହୁ ସମ୍ପାଦକ ଅଶ୍ଵିନୀ ତ୍ରିପାଠୀ ମଞ୍ଚାସିନ ଥିଲେ ସଭାପତି ଶ୍ରୀ ସାହୁ ଙ୍କ ସଭାପତିତ୍ବରେ ଇଷ୍ଟ ଦେବୀ ମା ସମଲେଶ୍ଵରୀ ଙ୍କୁ…

Read More
ଗାଇସିଲେଟରେ ବ୍ଲକସ୍ତରୀୟ ‘ବେଟି ବଚାଓ, ବେଟି ପଢ଼ାଓ’ ଯୁବ ସମ୍ମିଳନୀ – ସମୀକ୍ଷା ଖବର

ଗାଇସିଲେଟରେ ବ୍ଲକସ୍ତରୀୟ ‘ବେଟି ବଚାଓ, ବେଟି ପଢ଼ାଓ’ ଯୁବ ସମ୍ମିଳନୀ

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ ଗାଇସିଲେଟ, ୪/୯ ବରଗଡ଼ ଜିଲ୍ଲା ଗାଇସିଲେଟ ପଞ୍ଚାୟତ ସମିତି ମହାବିଦ୍ୟାଳୟ ପରିସରରେ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ବ୍ଲକସ୍ତରୀୟ ‘ବେଟି ବଚାଓ, ବେଟି ପଢ଼ାଓ’ ଅଭିଯାନ ଉପରେ ଯୁବ ସମ୍ମିଳନୀ ଓ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ବାଳିକାଙ୍କ ସୁରକ୍ଷା, ଶିକ୍ଷା ଓ ସଶକ୍ତିକରଣ ସହ ସମାଜରେ ସେମାନଙ୍କୁ ସମାନ ସୁଯୋଗ ପ୍ରଦାନ କରିବା ନେଇ ଏହି ସମ୍ମିଳନୀରେ ବିସ୍ତୃତ ଆଲୋଚନା…

Read More
‘ନନ୍ଦ ଘରେ ଆନନ୍ଦ’ରେ ମୁଖରିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଭକ୍ତିମୟ ପରିବେଶରେ ଜନ୍ମାଷ୍ଟମୀ ପାଳିତ – ସମୀକ୍ଷା ଖବର

‘ନନ୍ଦ ଘରେ ଆନନ୍ଦ’ରେ ମୁଖରିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର, ଭକ୍ତିମୟ ପରିବେଶରେ ଜନ୍ମାଷ୍ଟମୀ ପାଳିତ

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ : ଗାଇସିଲେଟ: ୦୪/୦୯/୨୬ ବରଗଡ଼ ଜିଲ୍ଲା ଗାଇସିଲେଟ ସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଭକ୍ତି, ଶ୍ରଦ୍ଧା ଓ ଆନନ୍ଦମୟ ପରିବେଶ ମଧ୍ୟରେ ପାଳିତ ହୋଇଯାଇଛି। ଏହି ଅବସରରେ ବିଦ୍ୟାଳୟ ପରିସର ଶ୍ରୀକୃଷ୍ଣଙ୍କ ଜନ୍ମଲୀଳା ଓ ବିଭିନ୍ନ ପୌରାଣିକ ଚରିତ୍ରର ଅଭିନୟରେ ଉତ୍ସବମୁଖର ହୋଇଉଠିଥିଲା।କାର୍ଯ୍ୟକ୍ରମରେ ବିଦ୍ୟାଳୟର ପ୍ରଧାନଆଚାର୍ଯ୍ୟ ଧର୍ମାନନ୍ଦ ମହଲା ଉପସ୍ଥିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା…

Read More
ଗାଇସିଲେଟ ଥାନାର ନୂତନ ଥାନାଧିକାରୀ ଭାବେ ସୁଶିଲ କୁମାର ନାୟକଙ୍କ ଯୋଗଦାନ : କହିଲେ ଶାନ୍ତି, ଶୃଙ୍ଖଳା ଓ ନାଗରିକଙ୍କ ସୁରକ୍ଷାକୁ ଦିଆଯିବ ପ୍ରାଥମିକତା – ସମୀକ୍ଷା ଖବର

ଗାଇସିଲେଟ ଥାନାର ନୂତନ ଥାନାଧିକାରୀ ଭାବେ ସୁଶିଲ କୁମାର ନାୟକଙ୍କ ଯୋଗଦାନ : କହିଲେ ଶାନ୍ତି, ଶୃଙ୍ଖଳା ଓ ନାଗରିକଙ୍କ ସୁରକ୍ଷାକୁ ଦିଆଯିବ ପ୍ରାଥମିକତା

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ: ଗାଇସିଲେଟ: ବରଗଡ଼ ଜିଲ୍ଲା ଅନ୍ତର୍ଗତ ଗାଇସିଲେଟ ଥାନାର ନୂତନ ଥାନାଧିକାରୀ (ଆଇଆଇସି) ଭାବେ ଶ୍ରୀଯୁକ୍ତ ସୁଶିଲ କୁମାର ନାୟକ ଆଜି ଦାୟିତ୍ୱ ଗ୍ରହଣ କରିଛନ୍ତି। ଶ୍ରୀ ନାୟକ ଗାଇସିଲେଟ ଥାନାରେ ପହଞ୍ଚିବା ପରେ ଥାନାରେ କାର୍ଯ୍ୟରତ ସମସ୍ତ ପୁଲିସ କର୍ମଚାରୀ ତାଙ୍କୁ ପୁଷ୍ପଗୁଚ୍ଛ ପ୍ରଦାନ କରି ସ୍ୱାଗତ ଜଣାଇବା ସହ ନୂତନ ଦାୟିତ୍ୱ ପାଇଁ ଶୁଭେଚ୍ଛା ଜଣାଇଥିଲେ। ଥାନାରେ ପହଞ୍ଚିବା ପରେ ଶ୍ରୀ ନାୟକ…

Read More
ଜନତାଙ୍କ ଡାକରେ ପହଞ୍ଚିଲେ ପଦ୍ମପୁର ଉପଜିଲ୍ଲାପାଳ, ସମସ୍ୟା ସ୍ଥଳରେ ତୁରନ୍ତ ପଦକ୍ଷେପ । – ସମୀକ୍ଷା ଖବର

ଜନତାଙ୍କ ଡାକରେ ପହଞ୍ଚିଲେ ପଦ୍ମପୁର ଉପଜିଲ୍ଲାପାଳ, ସମସ୍ୟା ସ୍ଥଳରେ ତୁରନ୍ତ ପଦକ୍ଷେପ ।

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ : ଲୋକଙ୍କ ସମସ୍ୟାକୁ ନିକଟରୁ ଶୁଣି ତାହାର ତୁରନ୍ତ ସମାଧାନ ପାଇଁ ପଦକ୍ଷେପ ନେଇ ପ୍ରଶଂସା ସାଉଁଟିଛନ୍ତି ପଦ୍ମପୁର ଉପଜିଲ୍ଲାପାଳ ଶ୍ରୀ ହେମସାଗର ଭୋଇ। ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଜେନକେଡାସ୍ଥିତ ଗୋପବନ୍ଧୁ ସେବାଶ୍ରମକୁ ଆଜି ଏକ ବିଶେଷ କାର୍ଯ୍ୟକ୍ରମରେ ଉପଜିଲ୍ଲାପାଳ ଶ୍ରୀ ଭୋଇ ପହଞ୍ଚିଥିଲେ। ସେଠାରେ ସେବାଶ୍ରମର କର୍ମଚାରୀ ଓ କମିଟି ସଦସ୍ୟମାନଙ୍କ ସହ ଦୀର୍ଘ ସମୟ ଧରି ଆଲୋଚନା କରି ବିଭିନ୍ନ…

Read More
ଓଡ଼ିଶାର ବିସ୍ମୃତ ଖାଦ୍ୟ ଓ ବିଲୁପ୍ତପ୍ରାୟ ଶସ୍ୟକୁ ନେଇ ନେତାଜୀ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ – ସମୀକ୍ଷା ଖବର

ଓଡ଼ିଶାର ବିସ୍ମୃତ ଖାଦ୍ୟ ଓ ବିଲୁପ୍ତପ୍ରାୟ ଶସ୍ୟକୁ ନେଇ ନେତାଜୀ ବିଦ୍ୟାଳୟରେ ସଚେତନତା କାର୍ଯ୍ୟକ୍ରମ

ସାନନ୍ଦ ମହାପାତ୍ର/ସ୍ଵତନ୍ତ୍ର ପ୍ରତିନିଧି /ବରଗଡ/ସମୀକ୍ଷା ନ୍ୟୁଜ: ଗାଇସିଲେଟ, ୧/୯ ଓଡ଼ିଶାର ପାରମ୍ପରିକ ଖାଦ୍ୟ, ଦେଶୀ ଶସ୍ୟ ଓ ପୁରାତନ ଖାଦ୍ୟ ପରମ୍ପରାକୁ ସୁରକ୍ଷିତ ରଖିବା ଉଦ୍ଦେଶ୍ୟରେ ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟରେ ଜିଲ୍ଲା କୃଷି ବିଭାଗ ପକ୍ଷରୁ ଦେବଦତ୍ତ କ୍ଲବର ପରିଚାଳନାରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମରେ ଜିଲ୍ଲା କୃଷି ଅଧିକାରୀ ମମତା ରାଣୀ ତ୍ରିପାଠୀ ମୁଖ୍ୟଅତିଥି ଭାବେ ଯୋଗଦେଇଥିଲେ। ଅନ୍ୟତମ ଅତିଥି ଭାବେ ସହକାରୀ କୃଷି…

Read More