ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ
ପଲ୍ଲୀବିକାଶ ଛକ ଦୁର୍ଗାପୂଜା ପାଇଁ ମହାରାଜ ରାବଣ ବରଣ – ସମୀକ୍ଷା ଖବର

ପଲ୍ଲୀବିକାଶ ଛକ ଦୁର୍ଗାପୂଜା ପାଇଁ ମହାରାଜ ରାବଣ ବରଣ

ସୁଶାନ୍ତ ପଣ୍ଡା / ଜିଲ୍ଲା ପ୍ରତିନିଧି / ବରଗଡ଼/ ସମୀକ୍ଷା ନ୍ୟୁଜ: ଗାଇସିଲେଟ, ୦୩/୧୦: ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ ଅନ୍ତର୍ଗତ ଭାଙ୍ଗମୁଣ୍ଡା,ବେହେରାମୁଣ୍ଡା, ସନ୍ଧିବାହାଲ, କଂସଡୋଲ,ଜାମମାଲ, କୁର୍ଲୁବାହାଲ ଆଦି ୬ ଗୋଟି ଗ୍ରାମକୁ ନେଇ ପଲ୍ଲୀବିକାଶ ଛକରେ ହେବାକୁ ଥିବା ଦୁର୍ଗାପୂଜା ଅବସରରେ ଆୟୋଜିତ ରାବଣ ଦରବାର ପାଇଁ ମହାରାଜ ରାବଣ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ସ୍ଥାନୀୟ ଛକଠାରେ ଆୟୋଜିତ ଏହି ବରଣ କାର୍ଯ୍ୟକ୍ରମରେ ଭାଙ୍ଗମୁଣ୍ଡା ଗ୍ରାମର ତଥା ଗାଇସିଲେଟ ଥାନା କର୍ମଚାରୀ ଏମ୍.ଡି. ସ୍ମାଇଲଙ୍କୁ…

Read More
ବରଗଡ଼ରେ ମହାସମାରୋହରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ – ସମୀକ୍ଷା ଖବର

ବରଗଡ଼ରେ ମହାସମାରୋହରେ ପାଳିତ ହେଲା ଜିଲ୍ଲାସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନ୍ୟୁଜ: ବରଗଡ଼, ୦୨/୧୦/୨୬ ଜାତିର ଜନକ ମହାତ୍ମା ଗାନ୍ଧିଜୀଙ୍କ ୧୫୭ତମ ତଥା ଶାନ୍ତି ଦୂତ ଲାଲ ବାହାଦୂର ଶାସ୍ତ୍ରୀଜୀଙ୍କ ୧୨୨ତମ ଜୟନ୍ତୀ ସମାରୋହ ବରଗଡ଼ ଜିଲ୍ଲା ସଦର ମହକୁମାଠାରେ ମହାସମାରୋହରେ ପାଳିତ ହୋଇଯାଇଛି Iସ୍ଥାନୀୟ ଗାନ୍ଧୀ ଛକଠାରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ସନତ ପାଢ଼ୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉକ୍ତ ସମାରୋହରେ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ I ଅନ୍ୟମାନଙ୍କ…

Read More
ନିଷ୍ଠା ପରିବାରର ରକ୍ତଦାନ ଉତ୍ସବ ୧୦୩ ୟୁନିଟ୍ ରକ୍ତ ସଂଗୃହୀତ – ସମୀକ୍ଷା ଖବର

ନିଷ୍ଠା ପରିବାରର ରକ୍ତଦାନ ଉତ୍ସବ ୧୦୩ ୟୁନିଟ୍ ରକ୍ତ ସଂଗୃହୀତ

ସାନନ୍ଦ ମହାପାତ୍ର / ସ୍ଵତନ୍ତ୍ର ପ୍ରତିନିଧି / ବରଗଡ / ସମୀକ୍ଷା ନ୍ୟୁଜ: ତା. ୦୧-୧୦-୨୦୨୬ (ଗୁରୁବାର)ବରଗଡ଼ ଜିଲ୍ଲାର ଖଣ୍ଡହଥା ଆନ୍ଧ୍ର କ୍ୟାମ୍ପଠାରେ ଦୀର୍ଘ ୧୬ ବର୍ଷ ଧରି ସମାଜସେବା କ୍ଷେତ୍ରରେ ନିରନ୍ତର କାର୍ଯ୍ୟ କରିଆସୁଥିବା ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ନିଷ୍ଠା ପରିବାର ଓ ଓଡିଶା ରକ୍ତ ଦାତା ମହାସଂଘ ର ମିଳିତ ଆନୁକୁଲ୍ୟରେ ଜାତୀୟ ସ୍ୱେଚ୍ଛାକୃତ ରକ୍ତଦାନ ଦିବସ ଅବସରରେ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ସହ ଡିଜିଟାଲ ଇନଫ୍ଲୁଏନ୍ସର ମିଟ୍ ଅନୁଷ୍ଠିତ ହୋଇଯାଇଛି। ଏହି…

Read More
ବରଗଡ଼ରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ – ସମୀକ୍ଷା ଖବର

ବରଗଡ଼ରେ ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଳିତ

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ: ବରଗଡ଼, ୧ ଅକ୍ଟୋବର: ବରଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସାମାଜିକ ସୁରକ୍ଷା ବିଭାଗର ମିଳିତ ଆନୁକୂଲ୍ୟରେ ତଥା ବରିଷ୍ଠ ନାଗରିକ ସଂଘର ସହାୟତାରେ ସ୍ଥାନୀୟ ଯଦୁମଣି ପ୍ରଧାନ ଅଡିଟୋରିୟମଠାରେ “ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ୨୦୨୬” ଆଡ଼ମ୍ବର ସହକାରେ ପାଳିତ ହୋଇଯାଇଛି। ବରଗଡ଼ ଜିଲ୍ଲାପାଳ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଆନୁଷ୍ଠାନିକ ସଭାରେ ଯୋଗଦେଇ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ସମାଜର ବିକାଶ ଓ…

Read More
ବରଗଡ଼: ନିଶା ମୁକ୍ତ କାରବାର ପାଇଁ ସଦୁଢ ପଦକ୍ଷେପ – ସମୀକ୍ଷା ଖବର

ବରଗଡ଼: ନିଶା ମୁକ୍ତ କାରବାର ପାଇଁ ସଦୁଢ ପଦକ୍ଷେପ

ଅବିନାଶ ଗଡତିଆ/ବରଗଡ଼/ସମୀକ୍ଷା ନିୟୁଜ: ବରଗଡ଼/ସମୀକ୍ଷା ନିୟୁଜ ନିଶା ମୁକ୍ତ କାରବାର ପାଇଁ ସଦୁଢ ପଦକ୍ଷେପ ନେଲା ପରେ ମଧ୍ୟ ଠିକ ନିଶା କରବାରରେ କୌଣସି ରୋକ ଠୋକ ଲାଗି ପାରୁ ନାହିଁ। ଆଖ ପାଖ ସୀମାନ୍ତରୁ ଗଞ୍ଜେଇ ଚାଲାଣ ଜୋର ସୋର ରେ ଚାଲୁଛି। ବରଗଡ଼ ଜିଲ୍ଲାର ବରପାଲି ପୋଲିସ ଷ୍ଟେସନ ଅଧୀନରେ ଥିବା ତୁଳଣ୍ଡି ଗ୍ରାମରେ ବିଶେଷ ସୂତ୍ରରୁ ଖବର ପାଇ ଚଢ଼ାଉ କରିଥିଲା। ଏହି ଚଢ଼ାଉରେ ପ୍ରଶାନ୍ତ ସାହୁ ଘରୁ ୩୫କିଗ୍ରା ଗଞ୍ଜେଇ ଜବତ…

Read More
ଅନ୍ତର୍ଲାରେ ଏକଦିବସୀୟ ଛତୁ ଚାଷ ତାଲିମ ଶିବିର । – ସମୀକ୍ଷା ଖବର

ଅନ୍ତର୍ଲାରେ ଏକଦିବସୀୟ ଛତୁ ଚାଷ ତାଲିମ ଶିବିର ।

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ: ପଦ୍ମପୁର: ବରଗଡ଼ ଜିଲ୍ଲା ପଦ୍ମପୁର ବ୍ଲକ ଜମରତଲା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଅନ୍ତର୍ଲା ଗ୍ରାମରେ ନାବାର୍ଡ ସହାୟତାରେ ଦେବଦତ୍ତ କ୍ଲବ ଦ୍ୱାରା ପରିଚାଳିତ ଆଦିବାସୀ ଉନ୍ନୟନ କାର୍ଯ୍ୟକ୍ରମ (WADI) ପ୍ରକଳ୍ପ ଅଧୀନରେ ଏକଦିବସୀୟ ଛତୁ ଚାଷ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି। ଗ୍ରାମୀଣ ମହିଳାମାନଙ୍କୁ ପାରମ୍ପରିକ କୃଷି ସହିତ ଅନ୍ୟାନ୍ୟ ଜୀବିକା ମାଧ୍ୟମ ସହ ଯୋଡ଼ି ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଏହି ତାଲିମ ଶିବିର ଆୟୋଜନ…

Read More
ନେତାଜୀ ଉଚ୍ଚ ବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା – ସମୀକ୍ଷା ଖବର

ନେତାଜୀ ଉଚ୍ଚ ବିଦ୍ୟାଳୟରେ ଅବସର କାଳୀନ ସମ୍ବର୍ଦ୍ଧନା ସଭା

ସୁଶାନ୍ତ ପଣ୍ଡା / ପଶ୍ଚିମ ଓଡ଼ିଶା ମୁଖ୍ୟ / ସମୀକ୍ଷା ନ୍ୟୁଜ: ବରଗଡ଼ ଜିଲ୍ଲା ଗାଇସିଲେଟ ବ୍ଲକ କଟାବାହାଲ ସ୍ଥିତ ନେତାଜୀ ଉଚ୍ଚ ବିଦ୍ୟାଳୟ ରେ ଆଜି ପ୍ରଧାନ ଶିକ୍ଷକ ଶ୍ରୀଯୁକ୍ତ ସୁଦର୍ଶନ ବାରିକଙ୍କ ସଭାପତିତ୍ବ ରେ କ୍ରୀଡା ଶିକ୍ଷକ ଶ୍ରୀଯୁକ୍ତ କଂଗ୍ରେସ ପଧାନଙ୍କ ଉଦ୍ଧେଶ୍ୟରେ ଅବସର କାଳୀନ ବିଦାୟୀ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବେ ସହକାରୀ ଗୋଷ୍ଠୀ ଶିକ୍ଷାଧିକାରୀ ଧବଳେଶ୍ଵର ବରିହା ଯୋଗ ଦେଇଥିବା ବେଳେ ସମ୍ମାନିତ…

Read More
ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ – ସମୀକ୍ଷା ଖବର

ବରଗଡ଼ରେ ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ଆୟୋଜିତ

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ : ବରଗଡ଼: ବିଶ୍ୱ ପର୍ଯ୍ୟଟନ ଦିବସ-୨୦୨୬ ଅବସରରେ ବରଗଡ଼ ଜିଲ୍ଲା ପ୍ରଶାସନ ଓ ପର୍ଯ୍ୟଟନ ବିଭାଗର ମିଳିତ ସହଯୋଗରେ ଏକ ଜିଲ୍ଲାସ୍ତରୀୟ କୁଇଜ୍ ପ୍ରତିଯୋଗିତା ବରଗଡ଼ସ୍ଥିତ ଉଦ୍ୟାନ କୃଷି ଭବନ ସମ୍ମିଳନୀ କକ୍ଷଠାରେ ସଫଳତାର ସହ ଆୟୋଜିତ ହୋଇଯାଇଛି। ଚଳିତ ବର୍ଷର ମୁଖ୍ୟ ବିଷୟବସ୍ତୁ “ଡିଜିଟାଲ୍ ଏଜେଣ୍ଡା ଏଣ୍ଡ୍ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ଟୁ ରିଡିଜାଇନ୍ ଟୁରିଜିମ୍” (Digital Agenda and Artificial Intelligence to Redesign…

Read More
ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ବରଗଡ଼ ଗସ୍ତ – ସମୀକ୍ଷା ଖବର

ସୂଚନା ଓ ଲୋକସମ୍ପର୍କ ବିଭାଗ ଯୁଗ୍ମ ନିର୍ଦ୍ଦେଶିକାଙ୍କ ବରଗଡ଼ ଗସ୍ତ

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ : ବରଗଡ଼: ସୂଚନା ଓ ଲୋକସମ୍ପର୍କ ବିଭାଗ, ଉତ୍ତରାଞ୍ଚଳ, ସମ୍ବଲପୁରର ଅତିରିକ୍ତ ଉପନିର୍ଦ୍ଦେଶିକା ତଥା ଯୁଗ୍ମ ନିର୍ଦ୍ଦେଶିକା ଶ୍ରୀମତୀ କଲ୍ୟାଣୀ ଦାସ ଦିନିକିଆ ବରଗଡ଼ ଗସ୍ତରେ ଆସି ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟ ପରିଦର୍ଶନ କରିବା ସହ ବିଭିନ୍ନ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଏହି ଅବସରରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ (DIPRO) ଶ୍ରୀ ସନତ ପାଢ଼ୀ ଓ କାର୍ଯ୍ୟାଳୟର ସମସ୍ତ କର୍ମଚାରୀ…

Read More
ଅମ୍ବାଭୋନା ବ୍ଲକରେ ବନ୍ୟା ସ୍ଥିତି, ବ୍ୟାପକ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଜାରି – ସମୀକ୍ଷା ଖବର

ଅମ୍ବାଭୋନା ବ୍ଲକରେ ବନ୍ୟା ସ୍ଥିତି, ବ୍ୟାପକ ଉଦ୍ଧାର ଓ ରିଲିଫ୍‌ କାର୍ଯ୍ୟ ଜାରି

ସାନନ୍ଦ ମହାପାତ୍ର/ ସ୍ଵତନ୍ତ୍ର ପ୍ରତିନିଧ/ ବରଗଡ / ସମୀକ୍ଷା ନିଉଜ: ହୀରାକୁଦ ଜଳଭଣ୍ଡାରର ୨୮ଟି ସ୍ଲୁଇସ୍ ଗେଟ୍ ଖୋଲାଯିବା ଫଳରେ ସୃଷ୍ଟି ହୋଇଥିବା ପଛୁଆ ଜଳ (ବ୍ୟାକ୍ ୱାଟର୍) ପ୍ରଭାବରେ ଅମ୍ବାଭୋନା ବ୍ଲକ୍ ଅନ୍ତର୍ଗତ ଚିଖିଲି, ଅନ୍ତରାଡ଼ି, ଘୁଗୁରାପାଲି ଓ ବେନିଆପାଲି ଗ୍ରାମରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଏହି ବିପଦପୂର୍ଣ୍ଣ ସ୍ଥିତିକୁ ଦୃଷ୍ଟିରେ ରଖି ରାଜସ୍ୱ ବିଭାଗ, ପଞ୍ଚାୟତ ସମିତି, ଅଗ୍ନିଶମ ବାହିନୀ ଏବଂ ପୋଲିସ ପ୍ରଶାସନର ଏକ ମିଳିତ ଟିମ୍‌ ଦ୍ୱାରା ତୁରନ୍ତ ବ୍ୟାପକ…

Read More