ଶିଆଳିଲଟି ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି -୨୦୨୬ ମହୋତ୍ସବ ଅନୁଷ୍ଠିତ
ମୋଜେଶ ରଇତ/ ଗଜପତି / ମୋହନା /ସମୀକ୍ଷା ନ୍ୟୁଜ: ଗଜପତି ଜିଲ୍ଲା ମୋହନା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶିଆଳିଲଟି ବିଦ୍ୟାଳୟ ପ୍ରାଙ୍ଗଣ ଠାରେ ଚୂଡ଼ଙ୍ଗପୁର କ୍ଲଷ୍ଟର ସ୍ତରୀୟ ସୁରଭି -୨୦୨୬ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି I ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ପ୍ରଦୀପ ମଣ୍ଡଳଙ୍କ ସଭାପତିତ୍ୱରେ ସହକର୍ମୀ ଶିକ୍ଷକ ନରେନ୍ଦ୍ର କୁମାର ନାୟକଙ୍କ ସଂଯୋଜନାରେ ୭ ଗୋଟି ବିଦ୍ୟାଳୟ ର ଶିକ୍ଷକଙ୍କ ସହଯୋଗରେ ସମସ୍ତ କାର୍ଯ୍ୟ ସୁପରିଚାଳନା କରାଯଇଥିଲା I କ୍ଳଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମରେ…