ଚିକିଟି – ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ନୂତନ କେନ୍ଦ୍ରୀୟ ପରିଷଦ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଅନୁଷ୍ଠିତ
ଅକ୍ଷୟ କୁମାର ସାହୁ / ସମୀକ୍ଷା ପ୍ରତିନିଧି/ ଚିକିଟି : ଚିକିଟି-ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ ପକ୍ଷରୁ ମୁଖ୍ୟ ନିର୍ବାଚନ ଅଧିକାରୀ ଶ୍ରୀ ଧର୍ମା ସାହୁଙ୍କ ଅଧ୍ୟକ୍ଷତାରେ ନୂତନ କେନ୍ଦ୍ରୀୟ କର୍ମକର୍ତ୍ତା ଚୟନ କାର୍ଯ୍ୟକ୍ରମ ଦୌଉଳିଆପଡା ସମାଜ କୋଠଘର ଠାରେ ରବିବାର ଦିନ ଅତି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଯାଇଛି। ପୂର୍ବ ପ୍ରକିୟା ଅନୁଯାୟୀ ବିଗତ ଦିନରେ ପ୍ରଥମ, ଦ୍ୱିତୀୟ, ତୃତୀୟ ଓ ଚତୁର୍ଥ ପର୍ଯ୍ୟାୟରେ ତା ୦୫.୦୭.୨୦୨୬ ରିଖ ଠାରୁ ଆରମ୍ଭ କରି ତା…