ସେବାସେତୁ କାର୍ଯ୍ୟକ୍ରମ ଅଧିନ ପାଟଣାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ପରୀକ୍ଷା ଓ ରକ୍ତଦାନ ଶିବିର
ବିଜୟ ରତ୍ନ ପତି/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: ପାଟଣା:୯/୧୦,ସରକାର ଙ୍କ ସେବାସେତୁ କାର୍ଯ୍ୟକ୍ରମ ଅନ୍ତର୍ଗତ ଆଜି ପାଟଣା ବ୍ଲକ ମୁଖ୍ୟାଳୟ ଠାରେ ବ୍ଲକ ସ୍ତରୀୟ ସ୍ୱାସ୍ଥ୍ୟ ପରୀକ୍ଷା ଶିବିର ଓ ରକ୍ତଦାନ ଶିବିର ବ୍ଲକ ମୁଖ୍ୟାଳୟ ଗ୍ରନ୍ଥାଗାର ଭବନ ପରିସରରେ ଅନୁଷ୍ଠିତ ହୋଇ ଯାଇଛି।ପାଟଣା ବିଡ଼ିଓ ମାନସ କୁମାର ଦଣ୍ଡପାଟ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି ମେଗା ସ୍ୱାସ୍ଥ୍ୟ ଶିବିର ୧୧୨୦ ଜଣଙ୍କ ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା ଓ ଔଷଧ ପ୍ରଦାନ କରା ଯାଇଥିଲା।ଉଦଘାଟନ ଉତ୍ସବରେ ମୁଖ୍ୟ…