କେନ୍ଦୁଝରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ ହେଲା ଆନ୍ତର୍ଜାତୀୟ ସାକ୍ଷରତା ଦିବସ
ବିଜୟ ରତ୍ନ ପତି /ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନିୟୁଜ୍/କେନ୍ଦୁଝର: କେନ୍ଦୁଝର,୮/୯,ଆନ୍ତର୍ଜାତୀୟ ସାକ୍ଷରତା ଦିବସ ଅବସରରେ କେନ୍ଦୁଝର ଜିଲ୍ଲାରେ ଜିଲ୍ଲାସ୍ତରୀୟ ସାକ୍ଷରତା ସଚେତନତା କାର୍ଯ୍ୟକ୍ରମ ଆଜି ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ, କେନ୍ଦୁଝରଠାରେ ଉତ୍ସାହ ଓ ଉଦ୍ଦୀପନାର ସହ ଅନୁଷ୍ଠିତ ହୋଇଯାଇଛି। ସମାଜର ପ୍ରତ୍ୟେକ ନାଗରିକଙ୍କୁ ସାକ୍ଷର କରିବା ଏବଂ “ସମସ୍ତଙ୍କ ପାଇଁ ଶିକ୍ଷା”ର ମହତ୍ତ୍ୱପୂର୍ଣ୍ଣ ବାର୍ତ୍ତାକୁ ଘରେ ଘରେ ପହଞ୍ଚାଇବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।କାର୍ଯ୍ୟକ୍ରମର ଶୁଭାରମ୍ଭରେ ପିଏମ୍ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରୁ ଏକ…