ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର କନ୍ଧମାଳ ରାୟଗଡ଼ା ମାଲକାନଗିରି ଗଞ୍ଜାମ
କେନ୍ଦୁଝର: ଜାତୀୟ କ୍ରୀଡ଼ା ଦିବସର ପାଳନ ପରିପ୍ରେକ୍ଷୀରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ – ସମୀକ୍ଷା ଖବର

କେନ୍ଦୁଝର: ଜାତୀୟ କ୍ରୀଡ଼ା ଦିବସର ପାଳନ ପରିପ୍ରେକ୍ଷୀରେ ସାଇକେଲ ଶୋଭାଯାତ୍ରା ଅନୁଷ୍ଠିତ

କେନ୍ଦୁଝରରୁ ନିରଞ୍ଜନ ପାଣିଙ୍କ ରିପୋର୍ଟ କେନ୍ଦୁଝର, ୩୦ ଅଗଷ୍ଟ ୨୦୨୬: ସ୍ୱାସ୍ଥ୍ୟ, କ୍ରୀଡ଼ା ମନୋଭାବ ଏବଂ ଏକ ସକ୍ରିୟ ଜୀବନଶୈଳୀର ଗୁରୁତ୍ୱ ବିଷୟରେ ସଚେତନତା ସୃଷ୍ଟି କରିବା ପାଇଁ ଜାତୀୟ କ୍ରୀଡ଼ା ଦିବସ ପାଳନର ତୃତୀୟ ଦିବସରେ କେନ୍ଦୁଝରରେ ଏକ ସାଇକେଲ ଶୋଭାଯାତ୍ରା ଆୟୋଜିତ ହୋଇଯାଇଛି।କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରୁ ଅତିରିକ୍ତ ଜିଲ୍ଲା ମାଜିଷ୍ଟ୍ରେଟ୍ ମନ୍ଦରଧର ମହାଲିକ ଏହି ଶୋଭାଯାତ୍ରାକୁ ସବୁଜ ପତାକା ପ୍ରଦର୍ଶିତ କରି ଶୁଭାରମ୍ଭ କରିଥିଲେ। ତାଙ୍କ ସହ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ…

Read More
କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ପ୍ରସ୍ତାବିତ ଜେଏସଡବ୍ଲ୍ୟୁ ଷ୍ଟିଲ୍‌ର ୫ ଏମଟିପିଏ ସମନ୍ୱିତ ଇସ୍ପାତ ପ୍ରକଳ୍ପ ପାଇଁ ୧୨ଟି ଗ୍ରାମସଭା ସମାପ୍ତ – ସମୀକ୍ଷା ଖବର

କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକ ଅନ୍ତର୍ଗତ ପ୍ରସ୍ତାବିତ ଜେଏସଡବ୍ଲ୍ୟୁ ଷ୍ଟିଲ୍‌ର ୫ ଏମଟିପିଏ ସମନ୍ୱିତ ଇସ୍ପାତ ପ୍ରକଳ୍ପ ପାଇଁ ୧୨ଟି ଗ୍ରାମସଭା ସମାପ୍ତ

ନିରଞ୍ଜନ ପାଣି/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ବ୍ୟୁରୋ/କେନ୍ଦୁଝର:, ୨୧ ଅଗଷ୍ଟ ୨୦୨୬: କେନ୍ଦୁଝର ଜିଲ୍ଲା ପାଟଣା ବ୍ଲକରେ ଜେଏସଡବ୍ଲ୍ୟୁ ଷ୍ଟିଲ୍ ଲିମିଟେଡ୍ ଦ୍ୱାରା ପ୍ରସ୍ତାବିତ ବାର୍ଷିକ ୫ ମିଲିୟନ ଟନ ଉତ୍ପାଦନକ୍ଷମ ସମନ୍ୱିତ ଇସ୍ପାତ କାରଖାନା ପ୍ରତିଷ୍ଠା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ ହୋଇଛି। ଏହି ପ୍ରସ୍ତାବିତ ପ୍ରକଳ୍ପ ପାଇଁ ଚିହ୍ନଟ ହୋଇଥିବା ସମସ୍ତ ୧୨ଟି ଗ୍ରାମରେ ଗ୍ରାମସଭା ପ୍ରକ୍ରିୟା ସଫଳତାର ସହ ଶେଷ ହୋଇଛି।ଆଜି ଯମୁନାପୋଷୀ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଯମୁନାପୋଷୀ ଗ୍ରାମରେ ଆୟୋଜିତ ଗ୍ରାମସଭା ସହିତ…

Read More
ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ – ସମୀକ୍ଷା ଖବର

ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ

ନିରଞ୍ଜନ ପାଣି/ ଜିଲ୍ଲା ପ୍ରତିନିଧି/ସମୀକ୍ଷା ବ୍ୟୁରୋ/କେନ୍ଦୁଝର: ଆଉ କିଛି ଦିନ ପରେ ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେଵ ଉନ୍ନତିକରଣ ଓ ସମ୍ପ୍ରସାରଣ। ଏନେଇ କେନ୍ଦୁଝରବାସୀଙ୍କ ପାଇଁ ଆସିଛି ଏକ ବଡ଼ ଖୁସି ଖବର। କେନ୍ଦୁଝର ସ୍ଥିତ ରାଇସୁଆଁ ଏୟାରଷ୍ଟ୍ରିପ୍‌ର ହେବ ଉନ୍ନତିକରଣ ଓ ସମ୍ପ୍ରସାରଣ ପାଇଁ ହେଵ ଗ୍ରାମ ସଭା। ଏନେଇ ଦୁଇ ଦିନ ଜିଲ୍ଲା ପ୍ରସାଶନ ପକ୍ଷରୁ ଦିନ ଧାର୍ଯ୍ୟ ହୋଇଛି। ରାଇସୁଆଁ ଏଆରଷ୍ଟ୍ରିପ ପାଇଁ ଗୋପୀନାଥପୁର ପଞ୍ଚାୟତର ଦୁଇଟି ଗାଁର ୬୧ ଏକର ୨୩୯ ଡିସିମିଲ…

Read More
କେନ୍ଦୁଝରରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ: ଜିଲ୍ଲାସ୍ତରୀୟ ସାଇକେଲ ରାଲି ଆୟୋଜିତ – ସମୀକ୍ଷା ଖବର

କେନ୍ଦୁଝରରେ ‘ହର ଘର ତ୍ରିରଙ୍ଗା’ ଅଭିଯାନ: ଜିଲ୍ଲାସ୍ତରୀୟ ସାଇକେଲ ରାଲି ଆୟୋଜିତ

ନିରଞ୍ଜନ ପାଣି/ଜିଲ୍ଲା ପ୍ରତିନିଧି/କେନ୍ଦୁଝର : କେନ୍ଦୁଝର,୧୨/୦୮:ଦେଶର ସ୍ୱାଧୀନତା ଦିବସ ପାଳନ ଅବସରରେ କେନ୍ଦୁଝର ଜିଲ୍ଲା ପ୍ରଶାସନ ପକ୍ଷରୁ ‘ହର ଘର ତ୍ରିରଙ୍ଗା’ (ଘରେ ଘରେ ତ୍ରିରଙ୍ଗା) ଅଭିଯାନର ଶୁଭାରମ୍ଭ କରାଯାଇଛି। ପ୍ରତ୍ୟେକ ନାଗରିକଙ୍କ ମନରେ ଦେଶପ୍ରେମ ଓ ଜାତୀୟତାବୋଧ ଜାଗ୍ରତ କରିବା, ଜାତୀୟ ପତାକା ‘ତ୍ରିରଙ୍ଗା’ ପ୍ରତି ଗଭୀର ସମ୍ମାନ ଓ ଆଦର ସୃଷ୍ଟି କରିବା ଏବଂ ସ୍ୱାଧୀନତାର ଅମୃତ ମହୋତ୍ସବର ବାର୍ତ୍ତାକୁ ଜିଲ୍ଲାର କୋଣ-ଅନୁକୋଣରେ ପହଞ୍ଚାଇବା ଏହି ଅଭିଯାନର ମୁଖ୍ୟ ଉଦ୍ଦେଶ୍ୟ।ଏହି ଆଭିମୁଖ୍ୟକୁ ନେଇ ଆଜି…

Read More
ଓଡ଼ିଶା ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କ କେନ୍ଦୁଝର ଜିଲ୍ଲା ଗ୍ରସ୍ତ – ସମୀକ୍ଷା ଖବର

ଓଡ଼ିଶା ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶକଙ୍କ କେନ୍ଦୁଝର ଜିଲ୍ଲା ଗ୍ରସ୍ତ

ନିରଞ୍ଜନ ପାଣି/ଜିଲ୍ଲା ପ୍ରତିନିଧି/କେନ୍ଦୁଝର : ଓଡ଼ିଶା ଅର୍ଥନୀତି ଓ ପରିସଂଖ୍ୟାନ ନିର୍ଦ୍ଦେଶକ ଡା. ବିଜୟ ଭୂଷଣ ନନ୍ଦଙ୍କ ଦୁଇ ଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ପ୍ରଥମ ଦିନ ତା ୧୦.୦୮.୨୦୨୬ ରିଖରେ ଘସିପୁରା ବ୍ଲକ ପରିସଂଖ୍ୟାନ କାର୍ଯ୍ୟାଳୟକୁ ପରିଦର୍ଶନ କରି ବିଭିନ୍ନ ପରିସଂଖ୍ୟାନ ସର୍ଭେ ଓ ଯୋଜନା କାର୍ଯ୍ୟକାରିତାର ସମୀକ୍ଷା କରିବା ସହ ଆନନ୍ଦପୁର ବ୍ଲକର ଜାତୀୟ ନମୁନା ସର୍ବେକ୍ଷଣ(ପିଏଲ୍ଏଫ୍ଏସ୍)କ୍ଷେତ୍ର କାର୍ଯ୍ୟ ବୁଲି ସମୀକ୍ଷା କରିଥିଲେ I ପରେ ଘଟଗାଁ ବ୍ଲକ ପରିସଂଖ୍ୟାନ କାର୍ଯ୍ୟାଳୟ…

Read More
ତିନିଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ; ଉଚ୍ଚସ୍ତରୀୟ ବୈଠକରେ କଲେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା – ସମୀକ୍ଷା ଖବର

ତିନିଦିନିଆ କେନ୍ଦୁଝର ଜିଲ୍ଲା ଗସ୍ତରେ ପ୍ରମୁଖ ଶାସନ ସଚିବ ସୁରେଶ କୁମାର ବଶିଷ୍ଠ; ଉଚ୍ଚସ୍ତରୀୟ ବୈଠକରେ କଲେ ବିକାଶମୂଳକ କାର୍ଯ୍ୟର ସମୀକ୍ଷା

ନିରଞ୍ଜନ ପାଣି/କେନ୍ଦୁଝର ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/କେନ୍ଦୁଝର, ୨୯/୦୭: ଜିଲ୍ଲାଗୁଡ଼ିକରେ କାର୍ଯ୍ୟକାରୀ ହେଉଥିବା ବିଭିନ୍ନ ଜନକଲ୍ୟାଣକାରୀ ଯୋଜନା ଓ ପ୍ରକଳ୍ପଗୁଡ଼ିକର ସଠିକ୍ କାର୍ଯ୍ୟାନ୍ୱୟନ ତଦାରଖ କରିବା ନିମନ୍ତେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରତ୍ୟେକ ଜିଲ୍ଲାକୁ ପ୍ରଭାରୀ ସଚିବମାନଙ୍କୁ ମନୋନୀତ କରାଯାଇଛି। ଏହି ପରିପ୍ରେକ୍ଷୀରେ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସୁରେଶ କୁମାର ବଶିଷ୍ଠ (ଭା.ପ୍ର.ସେ.) ତିନିଦିନିଆ ଗସ୍ତରେ ଆସି ଆଜି କେନ୍ଦୁଝରରେ ପହଞ୍ଚିଛନ୍ତି। ଏହି ଅବସରରେ କେନ୍ଦୁଝର ଜିଲ୍ଲାପାଳଙ୍କ କାର୍ଯ୍ୟାଳୟସ୍ଥିତ…

Read More