ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ
୭୧ଟି ନୂତନ ଭାବେ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ନିମନ୍ତେ ଏକ ଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ – ସମୀକ୍ଷା ଖବର

୭୧ଟି ନୂତନ ଭାବେ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷଙ୍କ ନିମନ୍ତେ ଏକ ଦିବସୀୟ ଦିଗଦର୍ଶନ କାର୍ଯ୍ୟକ୍ରମ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର:ଉଚ୍ଚ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ ଦ୍ୱାରା ୭୧ଟି ନୂତନ ଭାବେ ଉନ୍ନୀତ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରଧାନଶିକ୍ଷକ-ତଥା-ଅଧ୍ୟକ୍ଷମାନଙ୍କ ପାଇଁ ଭୁବନେଶ୍ୱରସ୍ଥିତ ବି.ଜେ.ବି. ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ସମ୍ମିଳନୀ କକ୍ଷରେ ଗୋଟିଏ ଦିନିଆ ଦିଗଦର୍ଶନ କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଅନଲାଇନ୍ ନାମଲେଖା ପ୍ରକ୍ରିୟା, ଅତିଥି ଅଧ୍ୟାପକ ଚୟନ ଏବଂ ଅନ୍ୟାନ୍ୟ ଶୈକ୍ଷିକ ଓ ପ୍ରଶାସନିକ କାର୍ଯ୍ୟାବଳୀ ସହିତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିଚାଳନାର ଗୁରୁତ୍ୱପୂର୍ଣ୍ଣ ଦିଗ ବିଷୟରେ ଅବଗତ…

Read More
ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ – ସମୀକ୍ଷା ଖବର

ବିପଦପୂର୍ଣ୍ଣ କୋଠା ବିରୋଧରେ ସରକାରଙ୍କ କଡାକାର୍ଯ୍ୟାନୁଷ୍ଠାନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଅସୁରକ୍ଷିତ କୋଠା ଚିହ୍ନଟ କରିବ ୧୫ ଦିନିଆ ତଦନ୍ତକାରୀ ଦଳ:ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ ମହାପାତ୍ର। ଭୁବନେଶ୍ୱର, ୮ ସେପ୍ଟେମ୍ବର, ୨୦୨୬:ସହରାଞ୍ଚଳରେ ନାଗରିକଙ୍କ ଜୀବନ ଓ ସମ୍ପତ୍ତିର ସୁରକ୍ଷାକୁ ସର୍ବୋଚ୍ଚ ପ୍ରାଥମିକତା ଦେଇ ବିପଦପୂର୍ଣ୍ଣ ଓ ଅସୁରକ୍ଷିତ କୋଠାଗୁଡ଼ିକ ବିରୋଧରେ କଡ଼ା ପଦକ୍ଷେପ ନେବାକୁ ଗୃହନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ପ୍ରକ୍ରିୟା ତ୍ୱରାନ୍ୱିତ କରାଯାଇଛି । ରାଜ୍ୟର ବିଭିନ୍ନ ସହରାଞ୍ଚଳରେ ଧନଜୀବନ ପ୍ରତି…

Read More
ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ଦୀର୍ଘ ଦିନର ଅପେକ୍ଷାରେ ଅନ୍ତ, ଆରମ୍ଭ ହେଲା ଡ୍ରେନ ନିର୍ମାଣ, ଦୁଇ ମାସରେ କାମ ସାରିବାକୁ ଅଦାଲତଙ୍କ ନିର୍ଦ୍ଦେଶ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୭ା୯: ଦୀର୍ଘଦିନ ଧରି ଜଳ ନିଷ୍କାସନ ସମସ୍ୟାରେ ଜୁଝୁଥିବା ଖୋରଧା ବ୍ଲକ ପୁବୁସାହି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ କପିଳେଶ୍ୱରପୁର ଗ୍ରାମବାସୀଙ୍କ ପାଇଁ ଆଶ୍ୱସ୍ତିର ଖବର। ଶନି ମନ୍ଦିର ନିକଟରେ ବହୁଦିନ ଧରି ପ୍ରସ୍ତାବିତ ଥିବା ଡ୍ରେନ୍ ନିର୍ମାଣ କାର୍ଯ୍ୟ ଶେଷରେ ଆଜି ଆରମ୍ଭ ହୋଇଛି। ଡ୍ରେନ୍ ନିର୍ମାଣକୁ ନେଇ ସ୍ଥାନୀୟ ଅଞ୍ଚଳରେ ଦୀର୍ଘଦିନ ଧରି ରହିଥିବା ବିବାଦ ଯୋଗୁଁ କାର୍ଯ୍ୟ ଆଗେଇ ପାରୁନଥିଲା।…

Read More
ଧଉଳି:ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ବୁଲିଲେ ଚାରୁକଳା ମହାବିଦ୍ୟାଳୟ – ସମୀକ୍ଷା ଖବର

ଧଉଳି:ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟର ଛାତ୍ରଛାତ୍ରୀ ବୁଲିଲେ ଚାରୁକଳା ମହାବିଦ୍ୟାଳୟ

ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ପାରମ୍ପରିକଠାରୁ ଆଧୁନିକ ଚିତ୍ର ଓ ଭାସ୍କର୍ଯ୍ୟ ବିଷୟରେ ପଚାରି ବୁଝିଲେ ଛାତ୍ରଛାତ୍ରୀ । ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟର ବିଭିନ୍ନ ବିଭାଗର କଳାକୃତିକୁ ପରିଭ୍ରମଣ କରିଥିଲେ ପି ଏମ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ନୋ.- ୫ ର ଛାତ୍ରଛାତ୍ରୀମାନେ।ଏହି ଅବସରରେ ଭାସ୍କର୍ଯ୍ୟ ବିଭାଗରେ ଟେରାକୋଟା,ପଥର ଖୋଦେଇ, ସେରାମିକ୍ସ ଓ ଆଧୁନିକ ଭାସ୍କର୍ଯ୍ୟ ବୁଲି ଦେଖିବସହ ଚିତ୍ରକଳା ବିଭାଗର ସମସାମୟିକ ଚିତ୍ର ତଥା ପାରମ୍ପରିକ ପଟ୍ଟଚିତ୍ର,ଜଳରଙ୍ଗ ଚିତ୍ର ଓ ତୈଳଚିତ୍ର ବୁଲି ଦେଖିବାସହ ସେ ସମ୍ପର୍କରେ…

Read More
ଧଉଳି:ନିଆରା ଗୁରୁ ଦିବସ ପାଳିଲେ ଶିଳ୍ପୀ ଛାତ୍ରଛାତ୍ରୀ,ଗୁରୁଙ୍କୁ ପୂଜିଲେ ଓ ଗୁରୁଙ୍କ ମହିମାକୁ ନେଇ ଆଙ୍କିଲେ ଚିତ୍ର – ସମୀକ୍ଷା ଖବର

ଧଉଳି:ନିଆରା ଗୁରୁ ଦିବସ ପାଳିଲେ ଶିଳ୍ପୀ ଛାତ୍ରଛାତ୍ରୀ,ଗୁରୁଙ୍କୁ ପୂଜିଲେ ଓ ଗୁରୁଙ୍କ ମହିମାକୁ ନେଇ ଆଙ୍କିଲେ ଚିତ୍ର

ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର,୦୫/୦୯/୨୬ – ଶାନ୍ତିସ୍ତୁପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟ ପରିସରରେ ଶିଳ୍ପୀ ଛାତ୍ରଛାତ୍ରୀମାନେ ନିଆରା ଢଙ୍ଗରେ ପାଳନ କରୁଛନ୍ତି ଗୁରୁ ଦିବସ।ଏହି ଅବସରରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ଅଧ୍ୟକ୍ଷ ତଥା ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ଓ ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ, ଅଧ୍ୟାପକ ଭୂପତି ଭୂଷଣ ପଣ୍ଡା,ସୁବାସ ଚନ୍ଦ୍ର ମୁଦୁଲି ପ୍ରମୁଖ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ଆୟୋଜିତ ଏକ ଚିତ୍ର ଓ ଭାସ୍କର୍ଯ୍ୟ ଶିବିରକୁ ଉଦ୍ଘାଟନ କରିଥିଲେ। ପରେ…

Read More
ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ପକ୍ଷରୁ ବନ୍ଧୁ ମିଳନ ଅନୁଷ୍ଠିତ – ସମୀକ୍ଷା ଖବର

ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ପକ୍ଷରୁ ବନ୍ଧୁ ମିଳନ ଅନୁଷ୍ଠିତ

ଟାଙ୍ଗୀ ୬/୯/୨୬ ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ /ଖୋର୍ଦ୍ଧା ଖୋରଧା ଜିଲ୍ଲା ଟାଙ୍ଗୀ ବ୍ଲକ ସାମ୍ବାଦିକ ସଙ୍ଘ ପକ୍ଷରୁ ଟାଙ୍ଗୀ ଡାକ ବଙ୍ଗଳାଠାରେ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି l ସାମ୍ବାଦିକ ସଙ୍ଘର ସଭାପତି ରାମଚନ୍ଦ୍ର ପରିଡାଙ୍କ ସଭାପତି ତ୍ବରେ ଅନୁଷ୍ଠିତ ବନ୍ଧୁମିଳନ କାର୍ଯ୍ୟ କ୍ରମରେ ଟାଙ୍ଗୀ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରର ଅଧିକ୍ଷକ ଡା ସତ୍ୟ ରଂଜନ ନନ୍ଦ,ଖୋର୍ଦ୍ଧା ବିଧାୟକଙ୍କ ପ୍ରତିନିଧି ଭାଗିରଥି ସାମନ୍ତରାୟ,ଭୁବନେଶ୍ୱର ସାଂସଦଙ୍କ ପ୍ରତିନିଧି ଚିନ୍ମୟ କୁମାର ପୃଷ୍ଟି, ବରିଷ୍ଠ…

Read More
ଜାତୀୟ ପୁରସ୍କାର ପାଇଲେ ଓଡ଼ିଶାର ୭ ଜଣ ଶିକ୍ଷା ଅଧିକାରୀ:ମୌଳିକ ସାକ୍ଷରତା, ଶିକ୍ଷଣ ଫଳାଫଳ, ବିଦ୍ୟାଳୟ ସୁରକ୍ଷା, ପଠନ ଅଭ୍ୟାସର ଓ ଡ୍ରପଆଉଟ୍ ରୋକିବା କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ସମ୍ମାନିତ – ସମୀକ୍ଷା ଖବର

ଜାତୀୟ ପୁରସ୍କାର ପାଇଲେ ଓଡ଼ିଶାର ୭ ଜଣ ଶିକ୍ଷା ଅଧିକାରୀ:ମୌଳିକ ସାକ୍ଷରତା, ଶିକ୍ଷଣ ଫଳାଫଳ, ବିଦ୍ୟାଳୟ ସୁରକ୍ଷା, ପଠନ ଅଭ୍ୟାସର ଓ ଡ୍ରପଆଉଟ୍ ରୋକିବା କ୍ଷେତ୍ରରେ ଅଭିନବ ପ୍ରୟାସ ପାଇଁ ସମ୍ମାନିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର ଭୁବନେଶ୍ୱର, ୫ ସେପ୍ଟେମ୍ବର ୨୦୨୬: ଶିକ୍ଷା ପ୍ରଶାସନକୁ ସୁଦୃଢ଼ କରିବା ଏବଂ ବିଦ୍ୟାଳୟ ଶିକ୍ଷାର ଗୁଣବତ୍ତା ଉନ୍ନତ କରିବାରେ ଅଭିନବ ପଦକ୍ଷେପ ଏବଂ ଗୁରୁତ୍ୱପୂର୍ଣ୍ଣ ଅବଦାନକୁ ସ୍ୱୀକୃତି ଦେବା ଉଦ୍ଦେଶ୍ୟରେ ନୂଆଦିଲ୍ଲୀସ୍ଥିତ ନ୍ୟାସନାଲ ଇନଷ୍ଟିଚ୍ୟୁଟ୍ ଅଫ୍ ଏଜୁକେସନାଲ ପ୍ଲାନିଂ ଆଣ୍ଡ ଆଡମିନିଷ୍ଟ୍ରେସନ୍’ (NIEPA) ଦ୍ୱାରା ଓଡ଼ିଶାର ସାତ ଜଣ ଶିକ୍ଷା ଅଧିକାରୀଙ୍କୁ ପୁରସ୍କୃତ କରାଯାଇଛି । ଶିକ୍ଷା ପ୍ରଶାସନରେ ନବସୃଜନ ଏବଂ ଉତ୍ତମ ଅଭ୍ୟାସ ପାଇଁ ଜାତୀୟ ପୁରସ୍କାରରେ ସମ୍ମାନିତ…

Read More
ଜାତୀୟ ରାଜପଥ ପାଲଟିଛି ଗାଈ ଗୁହାଳ, ୧୬ ନମ୍ବର ଜାତୀୟ ରାଜପଥ ଓ ସର୍ଭିସ ରୋଡ଼ରେ ଗାଈଗୋରୁଙ୍କ ଅବାଧ ବିଚରଣ – ସମୀକ୍ଷା ଖବର

ଜାତୀୟ ରାଜପଥ ପାଲଟିଛି ଗାଈ ଗୁହାଳ, ୧୬ ନମ୍ବର ଜାତୀୟ ରାଜପଥ ଓ ସର୍ଭିସ ରୋଡ଼ରେ ଗାଈଗୋରୁଙ୍କ ଅବାଧ ବିଚରଣ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୬/୯ -: ଦ୍ରୁତ ଗତିରେ ଆଗେଇ ଚାଲିଥିବା ଯାନବାହନ, ଚାରିଆଡ଼େ ଭିଡ଼, ହର୍ଣ୍ଣର ଶବ୍ଦ ଓ ଯାତାୟାତର ଚାପ। ଏହା ହେଉଛି ୧୬ ନଂ ଜାତୀୟ ରାଜପଥର ଦୈନିକ ଚିତ୍ର। ହେଲେ ଏହି ଚିତ୍ର ମଧ୍ୟରେ ଏବେ ଆଉ ଏକ ସମସ୍ୟା ସାଧାରଣ ଲୋକଙ୍କ ଚିନ୍ତା ବଢ଼ାଇଛି। ଜାତୀୟ ରାଜପଥ ଉପରେ ଓ ଏହାର କଡ଼ରେ ଥିବା ସର୍ଭିସ୍‌ ରୋଡ୍‌ରେ ଅବାଧରେ ବୁଲୁଛନ୍ତି…

Read More
ନଗର ଉନ୍ନୟନ ମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଜନ୍ମାଷ୍ଟମୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ – ସମୀକ୍ଷା ଖବର

ନଗର ଉନ୍ନୟନ ମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଜନ୍ମାଷ୍ଟମୀ ଉତ୍ସବରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱରଭୁବନେଶ୍ୱର, ୫ ସେପ୍ଟେମ୍ବର ୨୦୨୬: ପବିତ୍ର ଜନ୍ମାଷ୍ଟମୀ ଅବସରରେ ଗତକାଲି ରାତିରେ ଓଡ଼ିଶା ସରକାରଙ୍କ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ସାଧାରଣ ଉଦ୍ୟୋଗ ମନ୍ତ୍ରୀ ଡଃ କୃଷ୍ଣଚନ୍ଦ୍ର ମହାପାତ୍ରଙ୍କ ସରକାରୀ ବାସଭବନରେ ଜନ୍ମାଷ୍ଟମୀ ପୂଜାଉତ୍ସବ ଭକ୍ତି ଓ ଶ୍ରଦ୍ଧାର ସହ ପାଳିତ ହୋଇଥିଲା । ଏହି ଅବସରରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଓ ତାଙ୍କ ସହଧର୍ମିଣୀ ଯୋଗଦେଇ ପ୍ରଭୁ ଶ୍ରୀକୃଷ୍ଣଙ୍କ ପୂଜାର୍ଚ୍ଚନା କରିଥିଲେ ।ଏହା…

Read More