ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ
ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ” ଗୁରୁ ଦିବସ” ପାଳିତ – ସମୀକ୍ଷା ଖବର

ବରିଷ୍ଠ ନାଗରିକ ମଞ୍ଚ ପକ୍ଷରୁ ” ଗୁରୁ ଦିବସ” ପାଳିତ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ସେପ୍ଟେମ୍ବର ୫ : ବରିଷ୍ଠ ନାଗରିକ ମଞ୍ଚର ସଭାଗୃହରେ “ଗୁରୁ ଦିବସ” ମହାସମାରୋହରେ ପାଳିତ ହୋଇଯାଇଛି। ଦେଶର ସର୍ବୋଚ୍ଚ ବେସାମରିକ ସମ୍ମାନ “ଭାରତ ରତ୍ନ” ରେ ସମ୍ମାନିତ ଭୂତପୂର୍ବ ରାଷ୍ଟ୍ରପତି, ଶିକ୍ଷାବିତ ଡ଼. ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମ ଜୟନ୍ତୀ ଅବସରରେ ମଞ୍ଚ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ଏହି ଅବସରରେ ଅବସର ପ୍ରାପ୍ତ ଶିକ୍ଷକ ସର୍ବଶ୍ରୀ ଅଞ୍ଜନ କୁମାର ରାୟ, ଉତ୍ତର କୁମାର…

Read More
“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ – ସମୀକ୍ଷା ଖବର

“ବିଦ୍ୟାଳୟ ରୂପାନ୍ତରଣରେ ‘ପଞ୍ଚସଖା ଶିକ୍ଷା ସେତୁ’ର ଗୁରୁତ୍ୱପୂର୍ଣ୍ଣ ଭୂମିକାକୁ ମୁଖ୍ୟମନ୍ତ୍ରୀଙ୍କ ପ୍ରଶଂସା”: ଶିକ୍ଷା କେବଳ ଜ୍ଞାନ ନୁହେଁ, ମଣିଷ ଗଢ଼ିବାର ଏକ ମହାନ ପ୍ରକ୍ରିୟା”- ମୁଖ୍ୟମନ୍ତ୍ରୀ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର ୫ ସେପ୍ଟେମ୍ବର ୨୦୨୬ ସୋସିଆଲ ମିଡିଆରେ ଅଧିକ ସମୟ ନଷ୍ଟ ନକରିବାକୁ, ଅପପ୍ରଚାରର ବଶବର୍ତ୍ତୀ ନହୋଇ ଏକମନ ଓ ଏକପ୍ରାଣ ହୋଇ ପାଠ ପଢ଼ିବାକୁ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗୁରୁ ଦିବସ ଅବସରରେ ଛାତ୍ରଛାତ୍ରୀଙ୍କୁ ବୁଝାଇ ପରାମର୍ଶ ଦେଇଛନ୍ତି। କଟକସ୍ଥିତ ସେକେଣ୍ଡାରୀ ବୋର୍ଡ ହାଇସ୍କୁଲଠାରେ ଆୟୋଜିତ ଗୁରୁ ଦିବସ ସମାରୋହରେ ଯୋଗଦେଇ ପିଲାମାନଙ୍କ ସହିତ ବାର୍ତ୍ତାଳାପ କରିବା ଅବସରରେ ମୁଖ୍ୟମନ୍ତ୍ରୀ ଛାତ୍ରଛାତ୍ରୀମାନଙ୍କୁ ନିଜର କ୍ୟାରିୟର ଗଢିବା…

Read More
ଭୁବନେଶ୍ୱରରୁ ଗୟା ମଧ୍ୟରେ ସପ୍ତାହରେ ୪ ଦିନ ଚାଲିବ ନୂଆ ଟ୍ରେନ୍, ସମ୍ଭାବ୍ୟ ସମୟସୂଚୀ ଜାରି – ସମୀକ୍ଷା ଖବର

ଭୁବନେଶ୍ୱରରୁ ଗୟା ମଧ୍ୟରେ ସପ୍ତାହରେ ୪ ଦିନ ଚାଲିବ ନୂଆ ଟ୍ରେନ୍, ସମ୍ଭାବ୍ୟ ସମୟସୂଚୀ ଜାରି

ଦୁର୍ଗେଶ ନନ୍ଦନ ମହାପାତ୍ର /ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଗୟାରୁ ଭୁବନେଶ୍ୱର ଏବଂ ସାନ୍ତରାଗାଛି ପାଇଁ ଚାଲିବ ନୂଆ ଟ୍ରେନ୍। ସପ୍ତାହରେ ୪ ଦିନ ଓ ୩ ଦିନ ଚାଲିବ ଏହି ଦୁଇଟି ଟ୍ରେନ୍। ରେଲୱେ ବୋର୍ଡର ଅନୁମୋଦନ ପରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ଚଳାଚଳ। ଜନ୍ମାଷ୍ଟମୀ ଅବସରରେ ଯାତ୍ରୀମାନଙ୍କ ପାଇଁ ଆସିଛି ଏକ ଖୁସି ଖବର। ଗୟାରୁ ଭୁବନେଶ୍ୱର ଏବଂ ଗୟାରୁ ସାନ୍ତରାଗାଛି ମଧ୍ୟରେ ଖୁବ୍‌ଶୀଘ୍ର ଦୁଇଟି ନୂଆ ଟ୍ରେନ୍ ଚଳାଚଳ କରିବ। ଗୟା–ଭୁବନେଶ୍ୱର ଏକ୍ସପ୍ରେସ୍ ସପ୍ତାହରେ ୪…

Read More
ଯୁବ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର- ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖନ୍ତୁ ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କ ପ୍ରତି କଠୋର ହୁଅନ୍ତୁ – ସମୀକ୍ଷା ଖବର

ଯୁବ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁମନ୍ତ୍ର- ଦୁର୍ନୀତିରୁ ସମ୍ପୂର୍ଣ୍ଣ ଦୂରେଇ ରୁହନ୍ତୁ, ୟୁନିଫର୍ମ ସର୍ଭିସରେ ସର୍ବୋଚ୍ଚ ଶୃଙ୍ଖଳା ବଜାୟ ରଖନ୍ତୁ ଏବଂ କ୍ଷମତାର ଅପବ୍ୟବହାର ନକରି ନିର୍ଦ୍ଦୋଷଙ୍କୁ ସୁରକ୍ଷା ଓ ଅପରାଧୀଙ୍କ ପ୍ରତି କଠୋର ହୁଅନ୍ତୁ

୨୦୨୯ ସୁଦ୍ଧା ଓଡ଼ିଶାକୁ ନିଶାମୁକ୍ତ କରିବା ପାଇଁ ସରକାର ସଂକଳ୍ପବଦ୍ଧ- ମୁଖ୍ୟମନ୍ତ୍ରୀ ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର ଭୁବନେଶ୍ୱର/ ୦୪ ସେପ୍ଟେମ୍ବର ୨୦୨୬ ଭୁବନେଶ୍ୱରସ୍ଥିତ ବିଜୁ ପଟ୍ଟନାୟକ ରାଜ୍ୟ ପୋଲିସ ଏକାଡେମୀ ଠାରେ ୧୩ତମ ବ୍ୟାଚ୍ କ୍ୟାଡେଟ୍ ସବ୍-ଇନ୍ସପେକ୍ଟରମାନଙ୍କ ଦୀକ୍ଷାନ୍ତ ସମାରୋହ ଆଜି ଅନୁଷ୍ଠିତ ହୋଇଯାଇଛି । ଏହି ସମାରୋହରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଦୁଇ ବର୍ଷର କଠୋର ଇନ୍‌ଡୋର ଓ ଆଉଟ୍‌ଡୋର ପ୍ରଶିକ୍ଷଣ ସଫଳତାର ସହ…

Read More
ଶିଶୁମାନେ ନିଆରା ଢଙ୍ଗରେ ପାଳିଲେ ଜନ୍ମାଷ୍ଟମୀ – ସମୀକ୍ଷା ଖବର

ଶିଶୁମାନେ ନିଆରା ଢଙ୍ଗରେ ପାଳିଲେ ଜନ୍ମାଷ୍ଟମୀ

ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି /ସମୀକ୍ଷା ନିୟୁଜ/ଖୋର୍ଦ୍ଧା : ଟାଙ୍ଗୀ ୪/୯/୨୬: ସାରା ଦେଶରେ ଆଜି ଆନନ୍ଦ ଉଲ୍ଲାସର ସହ ପାଳିତ ହେଉଛି ପ୍ରଭୂ ଶ୍ରୀକୃଷ୍ଣଙ୍କ ଜନ୍ମ ଦିବସ। ଏହି ଅବସରରେ ଆଜି ନୟାଗଡ଼ ଜିଲ୍ଲା ରଣପୁର ବ୍ଲକ ବୃନ୍ଦାବନ ବିହାରୀପୁର ଗ୍ରାମରେ ନିଆରା ଢଙ୍ଗରେ ପାଳିତ ହୋଇଛି ପ୍ରଭୂ ଶ୍ରୀକୃଷ୍ଣଙ୍କର ଜନ୍ମ ଦିବସ। ଚାନ୍ଦପୁର ସ୍ଥିତ ସରସ୍ବତୀ ବିଦ୍ୟାମନ୍ଦିରର କୁନି କୁନି ପିଲାମାନେ ଶ୍ରୀ କୃଷ୍ଣଙ୍କ ବିଭିନ୍ନ ଲୀଳାଖେଳା ସମ୍ପର୍କିତ ବେଶରେ ସଜ୍ଜିତ ହୋଇ ଗ୍ରାମ…

Read More
ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ଓଡ଼ିଆ ସ୍ୱଳ୍ପଦୈର୍ଘ୍ୟ/ଲଘୁ ଚଳଚ୍ଚିତ୍ର (short film) ‘ଅନୁଭବ’ ଏବେ ୟୁଟ୍ୟୁବ୍‌ରେ ଉପଲବ୍ଧ – ସମୀକ୍ଷା ଖବର

ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରପ୍ରାପ୍ତ ଓଡ଼ିଆ ସ୍ୱଳ୍ପଦୈର୍ଘ୍ୟ/ଲଘୁ ଚଳଚ୍ଚିତ୍ର (short film) ‘ଅନୁଭବ’ ଏବେ ୟୁଟ୍ୟୁବ୍‌ରେ ଉପଲବ୍ଧ

ଦୁର୍ଗେଶ ନନ୍ଦନ ମହାପାତ୍ର /ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଭୁବନେଶ୍ୱର: ଓଡ଼ିଆ ସ୍ୱଳ୍ପଦୈର୍ଘ୍ୟ ଚଳଚ୍ଚିତ୍ର ଜଗତରେ ଏକ ଉଲ୍ଲେଖନୀୟ ସୃଷ୍ଟି ହେଉଛି ‘ଅନୁଭବ’। ୧୮ ମିନିଟର ଏହି ଚଳଚ୍ଚିତ୍ରଟି ୨୦୨୪ ମସିହାର ରାଜ୍ୟ ଚଳଚ୍ଚିତ୍ର ପୁରସ୍କାରରେ ଶ୍ରେଷ୍ଠ ଶିଶୁ ଚଳଚ୍ଚିତ୍ର ଭାବେ ସମ୍ମାନିତ ହୋଇଛି।ଜୀବନର ବିଭିନ୍ନ ଅନୁଭବ ଓ ସମ୍ବେଦନଶୀଳତାକୁ କେନ୍ଦ୍ର କରି ନିର୍ମିତ ଏହି ପାରିବାରିକ ଚଳଚ୍ଚିତ୍ରଟି ଏକ ମନଛୁଆଁ ପ୍ରୟାସ। ଜିନୁ ଜି ଡାନିଏଲ ଏବଂ ପିଙ୍କି ପ୍ରଧାନଙ୍କ ନିର୍ଦ୍ଦେଶନାରେ ନିର୍ମିତ ‘ଅନୁଭବ’ର କାହାଣୀ ରଚନା କରିଛନ୍ତି…

Read More
ଦାନବୀର ତାପଙ୍ଗ ଦଳବେହେରା ମାଧବ ଚନ୍ଦ୍ର ରାଉତରାୟଙ୍କ 256 ତମ ଜୟନ୍ତୀ, ମାତୃଭୂମି ଓ ସ୍ୱାଭିମାନ ପ୍ରତି ସଂକଳ୍ପବଦ୍ଧ ହେବାପାଇଁ ଆହ୍ୱାନ – ସମୀକ୍ଷା ଖବର

ଦାନବୀର ତାପଙ୍ଗ ଦଳବେହେରା ମାଧବ ଚନ୍ଦ୍ର ରାଉତରାୟଙ୍କ 256 ତମ ଜୟନ୍ତୀ, ମାତୃଭୂମି ଓ ସ୍ୱାଭିମାନ ପ୍ରତି ସଂକଳ୍ପବଦ୍ଧ ହେବାପାଇଁ ଆହ୍ୱାନ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା ,୦୨/୦୯ : ଦୁର୍ଗମାଳିନୀ ଓଡ଼ିଶାର ଦୁର୍ଗମାନଙ୍କ ମଧ୍ୟରେ ତାପଙ୍ଗ ଦୁର୍ଗ ଅନ୍ୟତମ । ଏହି ଦୁର୍ଗ ଅଧୀନରେ ଛତ୍ରମାଗଡ଼, ରଥିପୁର, କାଞ୍ଜିଆଗଡ଼, ନରସିଂହପ୍ରସାଦ, ନରଣଗଡ଼ ଓ ମଳିପଡ଼ା ଗଡ଼ ଥିଲା । ଏହି ଗଡ଼ର ଦଳବେହେରା ମାଧବ ଚନ୍ଦ୍ର ରାଉତରାୟ ପାଇକ ବିଦ୍ରୋହ ପରେ ୧୮୨୭ରେ ଇଂରେଜମାନଙ୍କ ଅଧିନତା ସ୍ୱୀକାର ନ କରି ଖଜଣା ନ ଦେବାରୁ ମିଥୁନ ମାସରେ ଯୁଦ୍ଧ ହୋଇଥିଲା…

Read More
ଓଡ଼ିଶାର ନବୀକରଣ ଯୋଗ୍ୟ ଶକ୍ତି ଗବେଷଣା ଏବଂ ଅଧ୍ୟୟନ କେନ୍ଦ୍ର ପ୍ରତିଷ୍ଠା ପାଇଁ ଆଇଆଇଟି ଓ ଗ୍ରୀଡ଼କୋ ମଧ୍ୟରେ ସହବନ୍ଧନ – ସମୀକ୍ଷା ଖବର

ଓଡ଼ିଶାର ନବୀକରଣ ଯୋଗ୍ୟ ଶକ୍ତି ଗବେଷଣା ଏବଂ ଅଧ୍ୟୟନ କେନ୍ଦ୍ର ପ୍ରତିଷ୍ଠା ପାଇଁ ଆଇଆଇଟି ଓ ଗ୍ରୀଡ଼କୋ ମଧ୍ୟରେ ସହବନ୍ଧନ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, : ଓଡ଼ିଶାର ନବୀକରଣଯୋଗ୍ୟ ଶକ୍ତି ଗବେଷଣା ଏବଂ ନବସୃଜନ ଇକୋସିଷ୍ଟମକୁ ସୁଦୃଢ଼ କରିବା ଦିଗରେ ଏକ ପ୍ରମୁଖ ପଦକ୍ଷେପ ସ୍ୱରୂପ, ଭାରତୀୟ ପ୍ରଯୁକ୍ତି ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର ଏବଂ ଗ୍ରୀଡ଼କୋ ଲିମିଟେଡ୍ ମଧ୍ୟରେ ଆଇଆଇଟି ଭୁବନେଶ୍ୱର କ୍ୟାମ୍ପସ ପରିସରରେ ନବୀକରଣଯୋଗ୍ୟ ଶକ୍ତି ଗବେଷଣା ଏବଂ ଅଧ୍ୟୟନ କେନ୍ଦ୍ର, ଓଡ଼ିଶାର ପ୍ରତିଷ୍ଠା ପାଇଁ ଏକ କାର୍ଯ୍ୟାନ୍ୱୟନ ଚୁକ୍ତିନାମା ସ୍ୱାକ୍ଷରିତ ହୋଇଛି। ୨ ସେପ୍ଟେମ୍ବର ୨୦୨୬ରେ…

Read More
ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ – ସମୀକ୍ଷା ଖବର

ଶିଳ୍ପ ବିକାଶକୁ ତ୍ୱରାନ୍ୱିତ କରିବ ଇଡ୍‌କୋ:୩୭ଟି ପ୍ରକଳ୍ପକୁ ଜମି ବଣ୍ଟନ କମିଟିର ଅନୁମୋଦନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ସେପ୍ଟେମ୍ବର ୩, ୨୦୨୬: ଓଡ଼ିଶାରେ ଶିଳ୍ପ ବିକାଶକୁ ଅଧିକ ଗତିଶୀଳ କରିବା ଏବଂ ନିବେଶକଙ୍କ ପାଇଁ ବ୍ୟବସାୟିକ ସୁଗମତା ସୁଦୃଢ଼ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଓଡ଼ିଶା ଶିଳ୍ପ ଭିତ୍ତିଭୂମି ବିକାଶ ନିଗମ (ଇଡ୍‌କୋ)ର ଜମି ବଣ୍ଟନ କମିଟି ୩୭ଟି ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛି । ଗତକାଲି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ତଥା ଇଡକୋ…

Read More
ଦେଶର ପ୍ରଥମ ଆଇଜିବିସି ପ୍ଲାଟିନମ୍-ସାର୍ଟିଫାଏଡ ସବୁଜ କ୍ୟାମ୍ପସ୍ ହେଲା ଓଡ଼ିଶା ଲୋକଭବନ – ସମୀକ୍ଷା ଖବର

ଦେଶର ପ୍ରଥମ ଆଇଜିବିସି ପ୍ଲାଟିନମ୍-ସାର୍ଟିଫାଏଡ ସବୁଜ କ୍ୟାମ୍ପସ୍ ହେଲା ଓଡ଼ିଶା ଲୋକଭବନ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ସେପ୍ଟେମ୍ବର ୧: ଭୁବନେଶ୍ୱରସ୍ଥିତ ଓଡ଼ିଶା ଲୋକ ଭବନ ଭାରତୀୟ ଗ୍ରୀନ୍ ବିଲ୍ଡିଂ କାଉନସିଲ୍ (ଆଇଜିବିସି)ର ଗ୍ରୀନ୍ କ୍ୟାମ୍ପସ ରେଟିଂ ସିଷ୍ଟମ୍ ଅଧୀନରେ ପ୍ଲାଟିନମ୍ ପ୍ରମାଣପତ୍ର ହାସଲ କରି ଦେଶର ପ୍ରଥମ ପ୍ଲାଟିନମ୍ ପ୍ରମାଣପତ୍ରପ୍ରାପ୍ତ ଲୋକ ଭବନ ହୋଇଛି। ଏହା ସ୍ଥାୟୀ ଓ ପରିବେଶ ଅନୁକୂଳ ଭିତ୍ତିଭୂମି ଦିଗରେ ଏକ ଉଲ୍ଲେଖନୀୟ ପଦକ୍ଷେପ। ମଙ୍ଗଳବାର ଦିନ ଲୋକ ଭବନର ନ୍ୟୁ ଅଭିଷେକ ହଲ୍‌ରେ ଆୟୋଜିତ କାର୍ଯ୍ୟକ୍ରମରେ ଆଇଜିବିସିର ଜାତୀୟ ଅଧ୍ୟକ୍ଷ…

Read More