ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ବଲାଙ୍ଗୀର ମାଲକାନଗିରି ନୂଆପଡ଼ା ଗଞ୍ଜାମ
ଚାଷୀଙ୍କ ସ୍ବପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ; ଉପମୁଖ୍ୟମନ୍ତ୍ରୀ: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ – ସମୀକ୍ଷା ଖବର

ଚାଷୀଙ୍କ ସ୍ବପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ; ଉପମୁଖ୍ୟମନ୍ତ୍ରୀ: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୨୪ ଅଗଷ୍ଟ ୨୦୨୬: ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି)ର ୬୫ତମ ପ୍ରତିଷ୍ଠା ଦିବସ ବିଶ୍ୱବିଦ୍ୟାଳୟ ପରିସରସ୍ଥିତ କୃଷି ଶିକ୍ଷା ସଦନଠାରେ ଆଜି ଅନୁଷ୍ଠିତ ହୋଇଛି। ଉଦଘାଟନୀ ଅବସରରେ ଓଡ଼ିଶାର ମାନ୍ୟବର ଉପମୁଖ୍ୟମନ୍ତ୍ରୀ ତଥା ଓୟୁଏଟିର ଉପ-କୁଳାଧିପତି ଶ୍ରୀ କନକ ବର୍ଦ୍ଧନ ସିଂହଦେଓ ଯୋଗଦେଇ ନିଜ ଉଦବୋଧନରେ କହିଛନ୍ତି, ଚାଷୀଙ୍କ ସ୍ବପ୍ନ ପୁରା କରିବା ପାଇଁ ସରକାର ସଂକଳ୍ପବଦ୍ଧ I ବର୍ତ୍ତମାନ ସମୟରେ ଚାଷୀଙ୍କ ଅଭାବ…

Read More
ଧଉଳି ଚାରୁକଳା ମହାବିଦ୍ୟାଳୟ : ଚିତ୍ରରେ ପ୍ରଦର୍ଶିତ ସ୍ୱାଧୀନତାର ମାହାତ୍ମ୍ୟ ନିଆରା ଢଙ୍ଗରେ ୮୦ ତମ ସ୍ୱାଧୀନତା ଦିବସ ପାଳନ – ସମୀକ୍ଷା ଖବର

ଧଉଳି ଚାରୁକଳା ମହାବିଦ୍ୟାଳୟ : ଚିତ୍ରରେ ପ୍ରଦର୍ଶିତ ସ୍ୱାଧୀନତାର ମାହାତ୍ମ୍ୟ ନିଆରା ଢଙ୍ଗରେ ୮୦ ତମ ସ୍ୱାଧୀନତା ଦିବସ ପାଳନ

ଭୁବନେଶ୍ୱର/(ସମୀକ୍ଷା ନ୍ୟୁଜ)୧୫/୮/୨୦୨୬: ଶାନ୍ତିସ୍ତୂପ ନିକଟସ୍ଥ ଧଉଳି ଚାରୁକଳା ମହାବିଦ୍ୟାଳୟରେ ଭାରତର ୮୦ ତମ ସ୍ୱାଧୀନତା ଦିବସକୁ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ନିଆରା ଢଙ୍ଗରେ ପାଳନ କରାଯାଇଛି।ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ଚିତ୍ରଶିଳ୍ପୀ ତଥା ମହାବିଦ୍ୟାଳୟର ଅଧକ୍ଷ ଡ. ପଞ୍ଚାନନ ସାମଲଙ୍କ ତତ୍ତ୍ୱାବଧାନରେ ଅତିଥି ଅଧ୍ୟାପକ ସର୍ଫୁଦ୍ଦିନ୍ ଏହେମ୍ମଦଙ୍କ ଦ୍ଵାରା କାନଭାସରେ ଅଙ୍କନ କରାଯାଇଛି ୮୦ ବର୍ଷର ସ୍ୱାଧୀନତାର ମାହାତ୍ମ୍ୟ ଯାହା ସମସ୍ତଙ୍କ ମଧ୍ୟରେ ଦେଶପ୍ରେମକୁ ଜାଗ୍ରତ କରିଥିଲା।ପ୍ରାରମ୍ଭରେ ମହାବିଦ୍ୟାଳୟର କାର୍ଯ୍ୟକାରୀ ସଭାପତି ପ୍ରଫେସର ଡ. ହୃଷିକେଶ ମିଶ୍ରଙ୍କ ଦ୍ୱାରା ଜାତୀୟ ପତାକା…

Read More
ଧଉଳି ଚାରୁକଳା ମହାବିଦ୍ୟାଳୟର ସ୍ୱାଗତିକା ଉତ୍ସବ – ସମୀକ୍ଷା ଖବର

ଧଉଳି ଚାରୁକଳା ମହାବିଦ୍ୟାଳୟର ସ୍ୱାଗତିକା ଉତ୍ସବ

ସମୀକ୍ଷା ବ୍ୟୁରୋ /ଭୁବନେଶ୍ୱର, ତା.୧୩/୦୮/୨୬ ରିଖ- ଧଉଳି ପାଦଦେଶରେ ଅବସ୍ଥିତ ଧଉଳି ଚାରୁକଳା ମହାବିଦ୍ୟାଳୟରେ ନୂତନ ବର୍ଷର ଛାତ୍ରଛାତ୍ରୀମାନଙ୍କର ସ୍ୱାଗତିକା ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ରୂପେ ରାଷ୍ଟ୍ରୀୟ ଲଳିତ କଳା ଏକାଡେମୀର କ୍ଷେତ୍ରୀୟ ସଚିବ ରାମକୃଷ୍ଣ ବେଦାଲା,ମହାବିଦ୍ୟାଳୟର ବରିଷ୍ଠ ସଦସ୍ୟ କମଳିନୀ ରଥ,ସୁଶାନ୍ତ କୁମାର ସାହୁ, ମହାବିଦ୍ୟାଳୟର ଅଧ୍ୟକ୍ଷ ଚିତ୍ରଶିଳ୍ପୀ ଡ. ପଞ୍ଚାନନ ସାମଲ ,ଉପାଧ୍ୟକ୍ଷ ଚନ୍ଦନ କୁମାର ସାମଲ ଏବଂ ଅଧ୍ୟାପକ ଭୂପତି ଭୂଷଣ ପଣ୍ଡା ଯୋଗଦେଇ କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ…

Read More
ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକସଭା – ସମୀକ୍ଷା ଖବର

ଧଉଳି ଚାରୁକଳା ମହାବିଦ୍ୟାଳୟରେ ବିଶିଷ୍ଟ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ଶୋକସଭା

ସମୀକ୍ଷା ବ୍ୟୁରୋ / ଭୁବନେଶ୍ଵର, ୧୪.୦୮.୨୦୨୬ – ଧଉଳି ଚାରୁକଳା ମହାବିଦ୍ୟାଳୟର ବରିଷ୍ଠ କାର୍ଯ୍ୟକାରୀ ସଦସ୍ୟ ତଥା ଓଡ଼ିଶା ଲଳିତ କଳା ଏକାଡ଼େମୀର ପୂର୍ବତନ ସଚିବ ଓ ସଭାପତି ଏବଂ ବରିଷ୍ଠ ଚିତ୍ରଶିଳ୍ପୀ ଜଗଦୀଶ ଚନ୍ଦ୍ର କାନୁନଗୋଙ୍କ ବିୟୋଗରେ ମହାବିଦ୍ୟାଳୟର ପ୍ରଦର୍ଶନୀ କକ୍ଷରେ ଏକ ଶୋକ ସଭା ଆୟୋଜିତ ହୋଇଯାଇଛି।ପ୍ରାରମ୍ଭରେ ମହାବିଦ୍ୟାଳୟର ଅଧ୍ୟାପକ,ଅଧ୍ୟାପିକା ତଥା ଛାତ୍ରଛାତ୍ରୀମାନେ ଶିଳ୍ପୀଙ୍କ ଫଟୋ ଚିତ୍ରରେ ପୁଷ୍ପ ଅର୍ଘ୍ୟ ପୂର୍ବକ ତାଙ୍କ ଅମର ଆତ୍ମାର ସଦଗତି ପାଇଁ ଏକ ମିନିଟ୍ ନୀରବ ପ୍ରାର୍ଥନା…

Read More
ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ଶ୍ରୀ କରଣ ଆଦାନୀ: ଅକ୍ଷୟ ଶକ୍ତି କ୍ଷେତ୍ରରେ ଥିବା ସମ୍ଭାବନା ବିଷୟରେ ଆଲୋଚନା – ସମୀକ୍ଷା ଖବର

ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କଲେ ଶ୍ରୀ କରଣ ଆଦାନୀ: ଅକ୍ଷୟ ଶକ୍ତି କ୍ଷେତ୍ରରେ ଥିବା ସମ୍ଭାବନା ବିଷୟରେ ଆଲୋଚନା

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୧୩ ଅଗଷ୍ଟ, ୨୦୨୬ : ଶ୍ରୀ କରଣ ଆଦାନୀ ଓ ତାଙ୍କ ଟିମ୍‌ ଆଜି ଖାରବେଳ ଭବନଠାରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ଶ୍ରୀ କନକ ବର୍ଦ୍ଧନ ସିଂହଦେଓଙ୍କୁ ସାକ୍ଷାତ କରିଛନ୍ତି। ଶକ୍ତି କ୍ଷେତ୍ରର ବିକାଶ ପାଇଁ ରାଜ୍ୟ ଶକ୍ତି ବିଭାଗର ବରିଷ୍ଠ ନେତୃବୃନ୍ଦ ଏବଂ ଆଦାନୀ ଗ୍ରୁପର କାର୍ଯ୍ୟନିର୍ବାହୀ ଟିମ୍‌ ସହ ଶ୍ରୀ କରଣ ଆଦାନୀଙ୍କ ମଧ୍ୟରେ ଏକ ଦ୍ୱିପାକ୍ଷିକ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଶକ୍ତି…

Read More
୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି – ସମୀକ୍ଷା ଖବର

୬୬ ଜଣ ପୋଲିସ ଅଧିକାରୀ ଓ ସରକାରୀ ଆଇନଜୀବୀଙ୍କୁ ସମ୍ମାନିତ କଲେ ଡିଜିପି

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର, ୧୨ ଅଗଷ୍ଟ ୨୦୨୬: ସମ୍ବେଦନଶୀଳ ତଥା ଗୁରୁତ୍ୱପୂର୍ଣ୍ଣ ଅପରାଧିକ ମାମଲାରେ ସଫଳ ଦଣ୍ଡବିଧାନ ସୁନିଶ୍ଚିତ କରିବା ସହ ତଦନ୍ତ ଓ ଆଇନଗତ ପ୍ରକ୍ରିୟାରେ ଉତ୍କୃଷ୍ଟ ଅବଦାନ ପାଇଁ ଓଡ଼ିଶା ପୋଲିସର ଅଧିକାରୀ ଏବଂ ସରକାରୀ ଆଇନଜୀବୀଙ୍କୁ ଆଜି ସମ୍ମାନିତ କରାଯାଇଛି। ଭୁବନେଶ୍ୱରସ୍ଥିତ ପୋଲିସ ଭବନଠାରେ ଓଡ଼ିଶା ପୋଲିସ କ୍ରାଇମବ୍ରାଞ୍ଚ ପକ୍ଷରୁ ଆୟୋଜିତ ସମ୍ବର୍ଦ୍ଧନା ସମାରୋହରେ ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଶ୍ରୀ ଯୋଗେଶ ବାହାଦୁର ଖୁରାନିଆ ମୁଖ୍ୟ ଅତିଥି…

Read More
ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ – ସମୀକ୍ଷା ଖବର

ଓଡ଼ିଶାରେ ପ୍ରଯୁକ୍ତି ବିପ୍ଳବକୁ ନୂଆ ଦିଗ — AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସ ଉଦ୍‌ଘାଟିତ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ / ଭୁବନେଶ୍ୱର: ଭୁବନେଶ୍ୱରସ୍ଥିତ NITKAL ଏଣ୍ଟରପ୍ରାଇଜ୍ ସର୍ଭିସେସ୍‌ର କ୍ୟାମ୍ପସରେ ଜାପାନୀଜ୍ SAP ସଫ୍ଟୱେର ଗ୍ଲୋବାଲ୍ କ୍ୟାପାବିଲିଟି ସେଣ୍ଟର (GCC) ସହିତ AI, ରୋବୋଟିକ୍ସ ଓ ଜାପାନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଉଦ୍‌ଘାଟନ ହୋଇଛି। ଏହି ଅବସର ଓଡ଼ିଶାରେ ଆଧୁନିକ ପ୍ରଯୁକ୍ତି, ନବସୃଜନ ଓ ଶିଳ୍ପଭିତ୍ତିକ ଦକ୍ଷତା ବିକାଶ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟର ଶୁଭାରମ୍ଭ କରିଛି। ଏହି ନୂତନ ପଦକ୍ଷେପ ଓଡ଼ିଶାର ବଢ଼ୁଥିବା ପ୍ରଯୁକ୍ତିଗତ ସାମର୍ଥ୍ୟ ଓ ନିବେଶ ପାଇଁ…

Read More