ଦୁଇ ମାସ ମଧ୍ୟରେ ସାମ୍ବାଦିକ ଅଧିସ୍ୱୀକୃତି କମିଟି ଗଠନ କାରିବାକୁ ରାଜ୍ୟ ସରକାରଙ୍କୁ ପ୍ରେସ କାଉନସିଲଙ୍କ ନିର୍ଦ୍ଦେଶ
ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଖୋର୍ଦ୍ଧା: ନୂଆଦିଲ୍ଲୀ,୧୪/୧୦/୨୬ ସାମ୍ବାଦିକଙ୍କୁ ଅଧିସ୍ୱୀକୃତି ପ୍ରଦାନ ପାଇଁ ଉଦ୍ଦିଷ୍ଟ କମିଟି ଦୀର୍ଘ ୧୯ ବର୍ଷ ଧରି ଓଡ଼ିଶାରେ ନଥିବା ବେଳେ ଏହାକୁ ଦୁଇ ମାସ ମଧ୍ୟରେ ଗଠନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ପ୍ରେସ କାଉନସିଲ ଅଫ ଇଣ୍ଡିଆ lମଙ୍ଗଳବାର ଦିନ ନୂଆଦିଲ୍ଲୀରେ ଅନୁଷ୍ଠିତ ପ୍ରେସ କାଉନସିଲ ବୈଠକରେ ଏହି ପ୍ରସଙ୍ଗ ଉଠାଇ ପି ସି ଆଇ ସଦସ୍ୟ ପ୍ରସନ୍ନ ମହାନ୍ତି ରାଜ୍ୟରେ ଶତାଧିକ ଆବେଦନ ପଡି ରହିଥିବା ବେଳେ…