୭ ତାରିଖରେ ରାଜ୍ୟ ସ୍ତରୀୟ ସେବା ଜ୍ୟୋତି ପଦଯାତ୍ରା କାର୍ଯ୍ୟକ୍ରମ ପାଇଁ ପ୍ରସ୍ତୁତି ବୈଠକ
ଦୁର୍ଗା ପ୍ରସାଦ ଦାଶ/ଜିଲ୍ଲା ପ୍ରତିନିଧି/ସମୀକ୍ଷା ନିୟୁଜ/ଖୋର୍ଦ୍ଧା: ଖୋର୍ଦ୍ଧା ୫/୧୦/୨୬ , ବାଟ ମଙ୍ଗଳା ଛକ ସନ୍ନିକଟ ଗ୍ରାମ୍ୟ ଉନ୍ନୟନ ଡ଼ାକ ବଙ୍ଗଳାରେ ରାଜ୍ୟସ୍ତରୀୟ ସେବା ଜ୍ୟୋତି କାର୍ଯ୍ୟକ୍ରମ ତଥା ପଦ ଯାତ୍ରା ଉପଲକ୍ଷେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଅଛି l ଉକ୍ତ ବୈଠକରେ ଖୋର୍ଦ୍ଧା ଜିଲ୍ଲା ମାନ୍ୟବର ପ୍ରଭାରୀ ମନ୍ତ୍ରୀ ଓଡ଼ିଶା ସରକାରଙ୍କ ସମବାୟ, ବୟନ ,ହସ୍ତତନ୍ତ ଓ ହସ୍ତଶିଳ୍ପ ମନ୍ତ୍ରୀ ଶ୍ରୀଯୁକ୍ତ ପ୍ରଦୀପ ବଳ ସାମନ୍ତ ଯୋଗ ଦେଇ ସୁଚାରୁ ରୂପେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ସମ୍ବନ୍ଧରେ…