ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ନୂଆପଡ଼ା ଗଞ୍ଜାମ
ବର୍ଷାଜଳରେ ବୁଡ଼ିଲା ହୀରିମୂଳକୁ ସଂଯୋଗ କରୁଥିବା ରାସ୍ତା ; ଯାତାୟାତ ପାଇଁ ବୋଟ ଭରସା , ବିଡ଼ିଓ ଓ ଏବିଡ଼ିଓଙ୍କ ସ୍ଥିତି ଅନୁଧ୍ୟାନ – ସମୀକ୍ଷା ଖବର

ବର୍ଷାଜଳରେ ବୁଡ଼ିଲା ହୀରିମୂଳକୁ ସଂଯୋଗ କରୁଥିବା ରାସ୍ତା ; ଯାତାୟାତ ପାଇଁ ବୋଟ ଭରସା , ବିଡ଼ିଓ ଓ ଏବିଡ଼ିଓଙ୍କ ସ୍ଥିତି ଅନୁଧ୍ୟାନ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ସେପ୍ଟେମ୍ବର ୩୦ : ବନ୍ୟାଜଳରେ ବୁଡ଼ିଯାଇଛି ଓରବରସିଂହରୁ ହିରୁମୂଳ ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା। ଫଳରେ ଗ୍ରାମକୁ ଯାତାୟାତର ସ୍ୱାଭାବିକ ବ୍ୟବସ୍ଥା ବାଧାପ୍ରାପ୍ତ ହୋଇଥିବାବେଳେ ଲୋକଙ୍କ ଯାତାୟାତ ପାଇଁ ଏବେ ବୋଟ ଏକମାତ୍ର ଭରସା ପାଲଟିଛି। ରାସ୍ତା ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବାରୁ ଗ୍ରାମବାସୀଙ୍କୁ ଯିବାଆସିବା କରିବା ପାଇଁ ବୋଟ ର ସାହାଯ୍ୟ ନେବାକୁ ପଡ଼ୁଛି। ତେବେ ରାସ୍ତା ଜଳମଗ୍ନ ହୋଇଥିଲେ ମଧ୍ୟ…

Read More
ପୋଖରୀରେ ବୁଡ଼ି ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ; କ୍ରୀଡ଼ା ଶିକ୍ଷକ ନିଲମ୍ବିତ – ସମୀକ୍ଷା ଖବର

ପୋଖରୀରେ ବୁଡ଼ି ଦଶମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ ; କ୍ରୀଡ଼ା ଶିକ୍ଷକ ନିଲମ୍ବିତ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୨୯ ସେପ୍ଟେମ୍ବର: ଖୋରଧା ଜିଲ୍ଲାର ନରଣଗଡ଼ଠାରେ ଆୟୋଜିତ ଜିଲ୍ଲାସ୍ତରୀୟ ଆଥଲେଟିକ୍‌ ମିଟ୍‌ରେ ଯୋଗଦେବାକୁ ଆସିଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ପୋଖରୀରେ ବୁଡ଼ି ମୃତ୍ୟୁ ଘଟଣାକୁ ନେଇ ଶୋକର ଛାୟା ଖେଳିଯାଇଛି। ମୃତ ଛାତ୍ର ହେଉଛନ୍ତି ବାଲିପାଟଣା ଆଦର୍ଶ ବିଦ୍ୟାଳୟର ଛାତ୍ର ଅର୍ଣ୍ଣବ ସାହୁ। ଛାତ୍ରଙ୍କ ମୃତ୍ୟୁକୁ ନେଇ ପରିବାରବର୍ଗ ଓ ସମ୍ପର୍କୀୟମାନେ ସ୍କୁଲ କର୍ତ୍ତୃପକ୍ଷଙ୍କ ତଦାରଖ ଏବଂ ଛାତ୍ରଙ୍କ ସୁରକ୍ଷା ବ୍ୟବସ୍ଥା…

Read More
ଶ୍ମଶାନ ଜମି ଚିହ୍ନଟରେ ବିଳମ୍ବ, ବଢ଼ୁଛି ଗ୍ରାମବାସୀଙ୍କ ଦୁର୍ଦ୍ଦଶା – ସମୀକ୍ଷା ଖବର

ଶ୍ମଶାନ ଜମି ଚିହ୍ନଟରେ ବିଳମ୍ବ, ବଢ଼ୁଛି ଗ୍ରାମବାସୀଙ୍କ ଦୁର୍ଦ୍ଦଶା

ସରକାରୀ ରେକର୍ଡରେ ୩ ଏକରରୁ ଊର୍ଦ୍ଧ୍ୱ ଜମି, ତଥାପି ଶବ ସତ୍କାର ପାଇଁ ନାନା ସମସ୍ୟା ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୨୯ ସେପ୍ଟେମ୍ବର: ସରକାରୀ ରାଜସ୍ୱ ରେକର୍ଡରେ ଶ୍ମଶାନ ପାଇଁ ଜମି ରହିଛି। ହେଲେ ଉକ୍ତ ଜମିର ସମ୍ପୂର୍ଣ୍ଣ ମାପଚୁପ ଓ ସୀମା ନିର୍ଦ୍ଧାରଣ ହୋଇପାରୁନାହିଁ। ଅନ୍ୟପକ୍ଷରେ ଶ୍ମଶାନକୁ ଯିବା ପାଇଁ ପକ୍କା ରାସ୍ତା ନାହିଁ କି ଶବ ସତ୍କାର ସମୟରେ ଆଶ୍ରୟ ନେବା ପାଇଁ ପ୍ରତୀକ୍ଷା…

Read More

ସମୀକ୍ଷା ପରିବାର ତରଫରୁ ଆପଣଙ୍କୁ କୃତଜ୍ଞତା

ଡ଼ ମହେଶ୍ୱର/ ସମ୍ପାଦକ/ ସମୀକ୍ଷା ନ୍ୟୁଜ: ଭୁବନେଶ୍ୱର, ତା ୨୯. ୦୯. ୨୦୨୬ ମାତ୍ର ଦୁଇ ମାସ ଭିତରେ samikshanews.com ଆରମ୍ଭ ହୋଇ ଆଜି ୧୦, ୦୦୦ visitors କ୍ଲବରେ ସାମିଲ ହୋଇଛି। ଏହି ସବୁର ଶ୍ରେୟ ଆପଣମାନେ। ଏଣୁ ଆପଣଙ୍କୁ ସମୀକ୍ଷା ପରିବାର ତରଫରୁ କୃତଜ୍ଞତା ଜ୍ଞାପନ କରୁଛୁ। ସମୀକ୍ଷାର ଯେଉଁ ସାମ୍ବାଦିକମାନେ ଲଗାତାର ନ୍ୟୁଜ ଦେବା ଏବଂ ଶେୟାର କରିବାରେ ଲାଗିଛନ୍ତି ମୁଁ ସେମାନଙ୍କ ନିକଟରେ କୃତଜ୍ଞ। ବର୍ତ୍ତମାନର ଦୁନିଆ ରିଲସ ଏବଂ ସଟ…

Read More
୧୨୫ ବର୍ଷର ଗୌରବମୟ ଯାତ୍ରା: ଐତିହ୍ୟର ସ୍ମୃତି ବହନ କରୁଛି ବିଜେବି ଉଚ୍ଚ ବିଦ୍ୟାଳୟ – ସମୀକ୍ଷା ଖବର

୧୨୫ ବର୍ଷର ଗୌରବମୟ ଯାତ୍ରା: ଐତିହ୍ୟର ସ୍ମୃତି ବହନ କରୁଛି ବିଜେବି ଉଚ୍ଚ ବିଦ୍ୟାଳୟ

ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ପୂର୍ତ୍ତି ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ଜୋରଦାର; ତିନି ବରପୁତ୍ରଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ ସହ ୧୦୨ ଫୁଟ ଉଚ୍ଚତାର ଜାତୀୟ ପତାକା ସ୍ଥାପନ ହେବ ଖୋର୍ଦ୍ଧା, ସେପ୍ଟେମ୍ବର ୨୮:ଶିକ୍ଷା କେବଳ ଜ୍ଞାନ ଆହରଣର ମାଧ୍ୟମ ନୁହେଁ, ଏହା ଏକ ଜାତିର ସାମାଜିକ, ସାଂସ୍କୃତିକ ଓ ବୌଦ୍ଧିକ ବିକାଶର ମୂଳଦୁଆ। ଏହି ମହତ୍ତ୍ୱପୂର୍ଣ୍ଣ ଆଦର୍ଶକୁ ପାଥେୟ କରି ଦୀର୍ଘ ବର୍ଷ ଧରି ଶିକ୍ଷାର ଆଲୋକ ବିତରଣ…

Read More
ବରିଷ୍ଠ ଶିକ୍ଷାବିତ୍ ଶ୍ରୀ ମାଧବାନନ୍ଦ ନାୟକଙ୍କ ପରଲୋକ – ସମୀକ୍ଷା ଖବର

ବରିଷ୍ଠ ଶିକ୍ଷାବିତ୍ ଶ୍ରୀ ମାଧବାନନ୍ଦ ନାୟକଙ୍କ ପରଲୋକ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର : ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅନ୍ତର୍ଗତ ଲିଙ୍ଗରାଜ ଥାନା କେଦାର ଲେନ୍‌ସ୍ଥିତ ତାଙ୍କ ବାସଭବନରେ ପରଲୋକ ଖବର ପାଇ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଓ କଲେଜ କର୍ମଚାରୀ ପହଞ୍ଚି ଶୋକସନ୍ତପ୍ତ ପରିବାରକୁ ସମବେଦନା ଜଣାଇଥିଲେ। ଶେଷ ଶଯ୍ୟା ନିକଟରେ ପୁଅ, ବୋହୂ, ନାତି, ନାତୁଣୀଙ୍କ ସମେତ ପରିବାରବର୍ଗ ଓ ଆତ୍ମୀୟସ୍ୱଜନ ଉପସ୍ଥିତ ଥିଲେ। ପୁରୀ ସ୍ୱର୍ଗଦ୍ୱାରରେ ତାଙ୍କର ଅନ୍ତେଷ୍ଟିକ୍ରିୟା ସମ୍ପନ୍ନ ହୋଇଥିବା ବେଳେ ବଡ଼ପୁଅ ମନ୍ମଥ କୁମାର ନାୟକ…

Read More
ଓଡ଼ିଶାରେ ₹୧,୦୦୦ କୋଟି ଟଙ୍କାର ଉଚ୍ଚ ପ୍ରଯୁକ୍ତିବିଦ୍ୟା ନିବେଶ ପାଇଁ ସିଲିକନ୍ ଭ୍ୟାଲି ସଂସ୍ଥା ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ – ସମୀକ୍ଷା ଖବର

ଓଡ଼ିଶାରେ ₹୧,୦୦୦ କୋଟି ଟଙ୍କାର ଉଚ୍ଚ ପ୍ରଯୁକ୍ତିବିଦ୍ୟା ନିବେଶ ପାଇଁ ସିଲିକନ୍ ଭ୍ୟାଲି ସଂସ୍ଥା ‘ଫାର୍ମଏକ୍ସ’ ପକ୍ଷରୁ ଉପମୁଖ୍ୟମନ୍ତ୍ରୀଙ୍କ ନିକଟରେ ପ୍ରସ୍ତାବ

ମନୋଜ କୁମାର ବାରିକ/ସ୍ୱତନ୍ତ୍ର ପ୍ରତିନିଧି/ସମୀକ୍ଷା ନ୍ୟୁଜ/ଭୁବନେଶ୍ୱର: ଓଡ଼ିଶାକୁ ସ୍ୱୟଂଚାଳିତ ଇଲେକ୍ଟ୍ରିକ୍ ଟ୍ରାକ୍ଟର, ଏଆଇ ସଫ୍ଟୱେର୍, ରୋବୋଟିକ୍ସ ଏବଂ ସ୍ମାର୍ଟ କୃଷି ପ୍ରଣାଳୀର ଏକ ଅତ୍ୟାଧୁନିକ ଉତ୍ପାଦନ ଓ ରପ୍ତାନି ହବ୍ ଭାବରେ ଗଢ଼ିତୋଳିବା ପାଇଁ ସିଲିକନ୍ ଭ୍ୟାଲିର ଉଚ୍ଚ-ପ୍ରଯୁକ୍ତିବିଦ୍ୟା ସଂସ୍ଥା ‘ଫାର୍ମଏକ୍ସ’ (FarmX) ରାଜ୍ୟ ସରକାରଙ୍କ ନିକଟରେ ₹୧,୦୦୦ କୋଟି ଟଙ୍କାର ନିବେଶ ପ୍ରସ୍ତାବ ଆଗତ କରିଛି। ଫାର୍ମଏକ୍ସର ମୁଖ୍ୟ ପରିଚାଳନା ଅଧିକାରୀ ଶ୍ରୀ ପ୍ରେମଲ ଅସର ଏବଂ ଏଆଇ ଓ ପ୍ରଡକ୍ଟ ଇଞ୍ଜିନିୟରିଂ ମୁଖ୍ୟ ଶ୍ରୀ…

Read More
ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ବାଇକରେ ପରିଦର୍ଶନ କଲେ ଆଇନ ମନ୍ତ୍ରୀ – ସମୀକ୍ଷା ଖବର

ଚିଲିକାର ବନ୍ୟା ପ୍ରଭାବିତ ଅଞ୍ଚଳ ବାଇକରେ ପରିଦର୍ଶନ କଲେ ଆଇନ ମନ୍ତ୍ରୀ

ତ୍ୱରିତ ପଦକ୍ଷେପ ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋରଧା, ୨୭/୯:- ଆଜି ଚିଲିକା ବିଧାୟକ ତଥା ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଖୋରଧା ଜିଲ୍ଲା ଚିଲିକା ନିର୍ବାଚନ ମଣ୍ଡଳୀ ଅଞ୍ଚଳରେ ଲଗାଣ ବର୍ଷା ଯୋଗୁଁ ପ୍ରଭାବିତ ହୋଇଥିବା ଚିଲିକା ଓ ବାଣପୁର ବ୍ଲକର ବିଭିନ୍ନ ଅଞ୍ଚଳ ବାଇକରେ ପରିଦର୍ଶନ କରି ସ୍ଥିତିର ଅନୁଧ୍ୟାନ କରିଛନ୍ତି। ଚିଲିକା ବ୍ଲକର ଜରିପଡ଼ା ଗ୍ରାମ ପଞ୍ଚାୟତ…

Read More