ଖୋର୍ଦ୍ଧା ନୂଆ ବସ୍ଷ୍ଟାଣ୍ଡରୁ ଟିଏଲ୍ସି ରାସ୍ତାର ପୁନର୍ନିର୍ମାଣ ଦାବି
ଜିଲ୍ଲାପାଳଙ୍କୁ ପତ୍ର ଲେଖିଲେ ପ୍ରଦେଶ କଂଗ୍ରେସ କମିଟି ସାଧାରଣ ସମ୍ପାଦିକା ସୋନାଲି ସାହୁ; ଆମ୍ବୁଲାନ୍ସ ସମେତ ଦୈନିକ ଯାତାୟାତ କରୁଥିବା ଲୋକଙ୍କ ସୁରକ୍ଷା ନେଇ ଉଠାଇଲେ ପ୍ରଶ୍ନ ପ୍ରଭାତ କୁମାର ପାଇକରାୟ /ସ୍ୱତନ୍ତ୍ର ପ୍ରତିନିଧି / ଖୋରଧା/ ସମୀକ୍ଷା ନ୍ୟୁଜ: ଖୋର୍ଦ୍ଧା, ୧୯ା୯: ଖୋର୍ଦ୍ଧା ସହରର ନୂଆ ବସ୍ଷ୍ଟାଣ୍ଡ ଅଞ୍ଚଳରୁ ଟିଏଲ୍ସି ରାସ୍ତାର ଦୀର୍ଘଦିନର ଦୁରବସ୍ଥାକୁ ନେଇ ପ୍ରଦେଶ କଂଗ୍ରେସ କମିଟିର ସାଧାରଣ ସମ୍ପାଦିକା ସୋନାଲି ସାହୁ ଖୋର୍ଦ୍ଧା ଜିଲ୍ଲାପାଳଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ…