ମୁଖ୍ୟ ବିଷୟକୁ ଯାଆନ୍ତୁ
ସୋମବାର, ୧୯ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ଖୋର୍ଦ୍ଧା କେନ୍ଦୁଝର କନ୍ଧମାଳ ପୁରୀ
ମା’ ଦୁର୍ଗାଙ୍କ ଆରାଧନାରେ ଉତ୍ସବମୁଖର ମାଲକାନଗିରି ସହର: ଭିଡ଼ ନିୟନ୍ତ୍ରଣ ପାଇଁ ପୁଲିସର ଫ୍ଲାଗ୍ ମାର୍ଚ୍ଚ – ସମୀକ୍ଷା ଖବର

ମା’ ଦୁର୍ଗାଙ୍କ ଆରାଧନାରେ ଉତ୍ସବମୁଖର ମାଲକାନଗିରି ସହର: ଭିଡ଼ ନିୟନ୍ତ୍ରଣ ପାଇଁ ପୁଲିସର ଫ୍ଲାଗ୍ ମାର୍ଚ୍ଚ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୮/୧୦/୨୬ଜଗତଜନନୀ ମା’ ଦୁର୍ଗାଙ୍କ ଆଗମନରେ ଉତ୍ସବମୁଖର ହୋଇଉଠିଛି ମାଲକାନଗିରି ଜିଲ୍ଲା ସଦରମହକୁମା। ସହରର ପ୍ରାୟ ୮ଟି ସ୍ଥାନରେ ମା’ଙ୍କ ପୂଜାର୍ଚ୍ଚନା ଆୟୋଜିତ ହେଉଛି। ବିଭିନ୍ନ ପୂଜାମଣ୍ଡପରେ ଷଷ୍ଠୀଠାରୁ ପୂଜା ଆରମ୍ଭ ହୋଇ ୨୧ ତାରିଖ ପର୍ଯ୍ୟନ୍ତ ଉତ୍ସବ ଚାଲିବ। ଏହାକୁ ନେଇ ସହରରେ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ବେଶ୍ ଉତ୍ସାହ ପ୍ରକାଶ ପାଇଛି।ପୂଜା ଅବସରରେ ବିଭିନ୍ନ ଦୋକାନରେ ଆକର୍ଷଣୀୟ ରିହାତି ଓ ବିଶେଷ ଅଫର୍‌ରେ ସାମଗ୍ରୀ ବିକ୍ରି କରାଯାଉଛି।…

Read More
ମାଲକାନଗିରି ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମରେ ବିଶେଷ ସମ୍ମାନିତ ହେଲେ ୪ କୃତି କନ୍ୟା – ସମୀକ୍ଷା ଖବର

ମାଲକାନଗିରି ବେଟି ବଚାଓ ବେଟି ପଢ଼ାଓ କାର୍ଯ୍ୟକ୍ରମରେ ବିଶେଷ ସମ୍ମାନିତ ହେଲେ ୪ କୃତି କନ୍ୟା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ୧୬/୧୦/୨୬ଜିଲ୍ଲା ସମାଜ ମଙ୍ଗଳ ଓ ଜିଲ୍ଲା ଶିଶୁ ସୁରକ୍ଷା ବିଭାଗ ପକ୍ଷରୁ ଅନୁଷ୍ଠିତ ବେଟି ବଚାଓ ବେଟି ପଢ଼ାଓ ଜିଲ୍ଲାସ୍ତରୀୟ କାର୍ଯ୍ୟଶାଳାରେ ଜିଲ୍ଲାର ପ୍ରତିଭାବାନ୍ କନ୍ୟାମାନଙ୍କୁ ବିଶେଷ ଭାବେ ସମ୍ମାନିତ କରାଯାଇଛି। ନିଜ ନିଜ କ୍ଷେତ୍ରରେ ଅସାଧାରଣ ସଫଳତା ହାସଲ କରିଥିବା ଏହି କୃତି ପ୍ରତିଭାମାନେ କାର୍ଯ୍ୟକ୍ରମର ମୁଖ୍ୟ ଆକର୍ଷଣ ସାଜିଥିଲେ। ଏହି ଅବସରରେ ଦୁଇଟି ହାତ ନଥାଇ ମଧ୍ୟ ଗୋଡ଼ରେ ଲେଖି ଦଶମ ଶ୍ରେଣୀ ପରୀକ୍ଷାରେ ଉତ୍ତୀର୍ଣ୍ଣ…

Read More
ମାଲକାନଗିରି ଜିଲ୍ଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂଶୋଧିତ ପାଠ୍ୟପୁସ୍ତକ ବିତରଣ ଶୁଭାରମ୍ଭ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାର ସରକାରୀ ବିଦ୍ୟାଳୟଗୁଡ଼ିକରେ ସଂଶୋଧିତ ପାଠ୍ୟପୁସ୍ତକ ବିତରଣ ଶୁଭାରମ୍ଭ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୫/୧୦/୨୬ଓଡ଼ିଶା ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲାର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡ଼ିକରେ ସଂଶୋଧିତ ତଥା ତ୍ରୁଟିମୁକ୍ତ ନୂତନ ପାଠ୍ୟପୁସ୍ତକ ବଣ୍ଟନ ପ୍ରକ୍ରିୟା ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି। ରାଜ୍ୟ ପାଠ୍ୟପୁସ୍ତକ ମୁଦ୍ରଣ ଓ ବିତରଣ ନିର୍ଦ୍ଦେଶାଳୟରୁ ଜିଲ୍ଲାସ୍ତରୀୟ ଡିପୋକୁ ଆବଶ୍ୟକୀୟ ପାଠ୍ୟପୁସ୍ତକ ପହଞ୍ଚିବା ପରେ, ଜିଲ୍ଲା ପ୍ରକଳ୍ପ ସଂଯୋଜକ (ସମଗ୍ର ଶିକ୍ଷା) ତଥା ଜିଲ୍ଲା ଶିକ୍ଷା…

Read More
ପୁନର୍ବାସ ସହାୟତା ଯୋଜନାରେ ୭ ଜଣଙ୍କୁ ନିଯୁକ୍ତି ପ୍ରଦାନ: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା – ସମୀକ୍ଷା ଖବର

ପୁନର୍ବାସ ସହାୟତା ଯୋଜନାରେ ୭ ଜଣଙ୍କୁ ନିଯୁକ୍ତି ପ୍ରଦାନ: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସମ୍ବର୍ଦ୍ଧନା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୫/୧୦/୨୬ଜିଲ୍ଲା ଶିକ୍ଷା ପ୍ରଶାସନିକ ବ୍ୟବସ୍ଥାକୁ ଅଧିକ ସୁଦୃଢ଼ ଓ ଗତିଶୀଳ କରିବା ଉଦ୍ଦେଶ୍ୟରେ ଏକ ମହତ୍ତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରାଯାଇଛି। ସରକାରଙ୍କ ଜନକଲ୍ୟାଣକାରୀ ଅଭିମୁଖ୍ୟ ଅନୁଯାୟୀ, ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ପୁନର୍ବାସ ସହାୟତା ଯୋଜନା ଅଧୀନରେ ୭ ଜଣ ଯୋଗ୍ୟ ପ୍ରାର୍ଥୀଙ୍କୁ ଆନୁଷ୍ଠାନିକ ଭାବେ ନିଯୁକ୍ତି ପତ୍ର ପ୍ରଦାନ କରାଯାଇଛି। ଏହି ସାରସ୍ୱତ ତଥା ସରକାରୀ କାର୍ଯ୍ୟକ୍ରମରେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ଏବଂ ଅତିରିକ୍ତ…

Read More
ମାଲକାନଗିରିରେ ବେଟି ବଚାଓ ବେଟି ପଢ଼ାଓ ସମନ୍ୱୟ ସମିତି ବୈଠକ ଓ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ – ସମୀକ୍ଷା ଖବର

ମାଲକାନଗିରିରେ ବେଟି ବଚାଓ ବେଟି ପଢ଼ାଓ ସମନ୍ୱୟ ସମିତି ବୈଠକ ଓ ଜିଲ୍ଲା ସ୍ତରୀୟ କର୍ମଶାଳା ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୫/୧୦/୨୬ମାଲକାନଗିରି ଜିଲ୍ଲା ପ୍ରଶାସନ ଏବଂ ଜିଲ୍ଲା ସମାଜ ମଙ୍ଗଳ ବିଭାଗର ମିଳିତ ଆନୁକୂଲ୍ୟରେ ଏଫଏଲସି କକ୍ଷଠାରେ ବେଟି ବଚାଓ ବେଟି ପଢ଼ାଓ ସମ୍ପର୍କିତ ସମନ୍ୱୟ ସମିତି ବୈଠକ ଏବଂ ଡିଜିଟାଲ, ଆର୍ଥିକ, ସାମାଜିକ ଓ ଆଇନଗତ ସାକ୍ଷରତା ଉପରେ ଏକ ଜିଲ୍ଲା ସ୍ତରୀୟ କର୍ମଶାଳା ସଫଳତାର ସହ ସମ୍ପାଦିତ ହୋଇଯାଇଛି।ଏହି ସମ୍ମିଳନୀରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଚିତା ପଣ୍ଡା, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ନାରାୟଣ ଦାସ, ଜିଲ୍ଲା…

Read More
ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନ ୨୦୨୭: ମାଷ୍ଟର ଟ୍ରେନର ଓ ନିର୍ବାଚନୀ ଅଧିକାରୀଙ୍କ ତାଲିମ ଶିବିର ଅନୁଷ୍ଠିତ – ସମୀକ୍ଷା ଖବର

ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନ ୨୦୨୭: ମାଷ୍ଟର ଟ୍ରେନର ଓ ନିର୍ବାଚନୀ ଅଧିକାରୀଙ୍କ ତାଲିମ ଶିବିର ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ୧୪/୧୦/୨୬ ଆଗାମୀ ତ୍ରିସ୍ତରୀୟ ପଞ୍ଚାୟତ ଓ ପୌର ନିର୍ବାଚନ – ୨୦୨୭ ପାଇଁ ଭୋଟର ତାଲିକା ପ୍ରସ୍ତୁତି, ନିର୍ବାଚନୀ ମଣ୍ଡଳୀ ପୁନଃନିର୍ଦ୍ଧାରଣ ଏବଂ ସମଗ୍ର ପରିଚାଳନା ସମ୍ପର୍କିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ, ଜିଲ୍ଲା ପଞ୍ଚାୟତ ଅଫିସର ବିମଳ କୁମାର ଲେଙ୍କା, ସମସ୍ତ ନିର୍ବାହୀ ଅଧିକାରୀ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଏବଂ…

Read More
ଏମଭି-୬୮ ସ୍କୁଲରେ ମକ୍ ପାର୍ଲାମେଣ୍ଟ ଅନୁଷ୍ଠିତ – ସମୀକ୍ଷା ଖବର

ଏମଭି-୬୮ ସ୍କୁଲରେ ମକ୍ ପାର୍ଲାମେଣ୍ଟ ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି:୧୪/୧୦/୨୬ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ୍ ଏମଭି-୬୮ ପିଏମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟରେ ମକ୍ ପାର୍ଲାମେଣ୍ଟ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ଛାତ୍ରଛାତ୍ରୀଙ୍କ ମଧ୍ୟରେ ଗଣତନ୍ତ୍ରର ମୂଲ୍ୟବୋଧ ଓ ସଂସଦୀୟ ପ୍ରଣାଳୀ ସମ୍ପର୍କରେ ସଚେତନତା ସୃଷ୍ଟି ପାଇଁ ଏହି କାର୍ଯ୍ୟକ୍ରମ କରାଯାଇଥିଲା । ସମସ୍ତ ସଦନର ଛାତ୍ରଛାତ୍ରୀ ସଂସଦର ବାସ୍ତବ ରୂପାୟନ କରିଥିଲେ ।ଛାତ୍ରଛାତ୍ରୀମାନେ ଶାସକ ଦଳ, ବିରୋଧୀ ଦଳ, ବାଚସ୍ପତି ଓ ସାଂସଦ ଭୂମିକା ଗ୍ରହଣ କରିଥିଲେ…

Read More
ପୋଷଣ ସଚେତନତା ହିଁ ସୁସ୍ଥ ଭବିଷ୍ୟତର ମୂଳଦୁଆ:ମାଲକାନଗିରିରେ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳିତ – ସମୀକ୍ଷା ଖବର

ପୋଷଣ ସଚେତନତା ହିଁ ସୁସ୍ଥ ଭବିଷ୍ୟତର ମୂଳଦୁଆ:ମାଲକାନଗିରିରେ ଜିଲ୍ଲାସ୍ତରୀୟ ପୋଷଣ ମାସ ପାଳିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ମାଲକାନଗିରି ,୧୩/୧୦/୨୬ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାସ୍ତରୀୟ ନବମ ପୋଷଣ ମାସ ୨୦୨୬ ଅତ୍ୟନ୍ତ ଉତ୍ସାହ ଓ ଉଦ୍ଦୀପନାର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଭିନ୍ନ ପ୍ରତିଯୋଗିତା ଆୟୋଜନ କରାଯାଇ ସଚେତନତାର ବାର୍ତ୍ତା ପ୍ରସାର କରାଯାଇଥିଲା। କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନ, ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ସୁଚିତା ପଣ୍ଡା, ଅତିରିକ୍ତ ଜିଲ୍ଲା ସମାଜ…

Read More
ଚିତ୍ରକୋଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି: ୫୧ଟି ଅଭିଯୋଗ ମଧ୍ୟରୁ ୩ଟିର ସଦ୍ୟ ସମାଧାନ – ସମୀକ୍ଷା ଖବର

ଚିତ୍ରକୋଣ୍ଡା ବ୍ଲକରେ ମିଳିତ ଜନ ଅଭିଯୋଗ ଶୁଣାଣି: ୫୧ଟି ଅଭିଯୋଗ ମଧ୍ୟରୁ ୩ଟିର ସଦ୍ୟ ସମାଧାନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ /ମାଲକାନଗିରି: ୧୩/୧୦/୨୬ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଏକ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ପ୍ରଶାସନ ସୋମନାଥ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ମାଲକାନଗିରି ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ପ୍ରମୁଖ ଉପସ୍ଥିତ ରହି ଜନସାଧାରଣଙ୍କ ବିଭିନ୍ନ ସମସ୍ୟାର ଶୁଣାଣି କରିଥିଲେ। ଏହି…

Read More
କଲେଜ ନିର୍ବାଚନ ବିବାଦକୁ ନେଇ ବିଜେଡିର ଧାରଣା – ସମୀକ୍ଷା ଖବର

କଲେଜ ନିର୍ବାଚନ ବିବାଦକୁ ନେଇ ବିଜେଡିର ଧାରଣା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନ୍ୟୁଜ/ମାଲକାନଗିରି: ୧୨/୧୦/୨୬ମାଲକାନଗିରି ଜିଲ୍ଲା ଗୋବିନ୍ଦପାଲ୍ଲୀ ବିଜୁ ପଟ୍ଟନାୟକ ଡିଗ୍ରୀ କଲେଜରେ ଛାତ୍ର ସଂସଦ ନିର୍ବାଚନକୁ ନେଇ ଉପୁଜିଥିବା ବିବାଦ ଏବେ ତୀବ୍ର ରୂପ ନେଇଛି। ନିର୍ବାଚନ ପ୍ରକ୍ରିୟାରେ ପାତରଅନ୍ତର ଓ ଜଣେ ଆଶାୟୀ ପ୍ରାର୍ଥୀଙ୍କ ନାମ କଟାଯିବା ଓ ବିଳମ୍ବରେ ଲିଷ୍ଟ ବାହାରକରିବା ଅଭିଯୋଗକୁ ନେଇ ବିଜେଡି ପକ୍ଷରୁ ଗୋବିନ୍ଦପାଲ୍ଲୀ ରାଜରାସ୍ତାରେ ଧାରଣା ଦିଆଯାଇଛି। ଏହି ଧାରଣାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ, ବିଜେଡି ଜିଲ୍ଲା ଯୁବ ସଭାପତିଙ୍କ ସମେତ ବିଜେଡି…

Read More