ଅବକାରୀ ବିଭାଗର ବଡ଼ ସଫଳତା; ୪୦ ଲକ୍ଷ ଟଙ୍କାର ୪୦୦ କେଜି ଗଞ୍ଜେଇ ଜବତ, ଆନ୍ଧ୍ରପ୍ରଦେଶକୁ ଚୋରାଚାଲାଣ ଉଦ୍ୟମ ବିଫଳ
ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୩୦/୦୮/୨୬ମାଲକାନଗିରି ଜିଲ୍ଲାରେ ଚାଲୁଥିବା ବିଶେଷ ଅଭିଯାନ ଅବସରରେ ଅବକାରୀ ବିଭାଗକୁ ମିଳିଛି ଏକ ବଡ଼ ସଫଳତା । ଅବକାରୀ ଅଧୀକ୍ଷକ ଶ୍ରୀ ବିମ୍ବାଧର ପଣ୍ଡାଙ୍କ ନିର୍ଦ୍ଦେଶକ୍ରମେ ତା ଅବକାରୀ ଟିମ୍ ପକ୍ଷରୁ ପେପରମେଟଲା ଥାନା ଅଧୀନସ୍ଥ ଧୂଳିପୁଟ ଗ୍ରାମ ପଂଚାୟତର ସୁରୁବନ୍ଧ ଗ୍ରାମ ନିକଟସ୍ଥ ଜଙ୍ଗଲ ଅଞ୍ଚଳରେ ଚଢ଼ାଉ କରାଯାଇଥିଲା।ଚଢ଼ାଉ ସମୟରେ ଜଙ୍ଗଲ ମଧ୍ୟରେ ଲୁଚାଇ ରଖାଯାଇଥିବା ପ୍ରାୟ ୪୦୦ କେଜି ଗଞ୍ଜେଇ ବସ୍ତା ଜବତ କରାଯାଇଥିଲା। ଜବତ ଗଞ୍ଜେଇର…