ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ଚିତ୍ରକୋଣ୍ଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର:ପ୍ରଶାସନ ନିକଟରେ ପହଞ୍ଚିଲା ୬୨ଟି ଗୁହାରି, ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ – ସମୀକ୍ଷା ଖବର

ଚିତ୍ରକୋଣ୍ଡାରେ ମିଳିତ ଅଭିଯୋଗ ଶୁଣାଣି ଶିବିର:ପ୍ରଶାସନ ନିକଟରେ ପହଞ୍ଚିଲା ୬୨ଟି ଗୁହାରି, ତ୍ୱରିତ ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ଜିଲ୍ଲା ପ୍ରଶାସନ ପକ୍ଷରୁ ସରକାରୀ ସେବାକୁ ଅଧିକ ଜନକଲ୍ୟାଣକାରୀ ଓ ସ୍ୱଚ୍ଛ କରିବା ଉଦ୍ଦେଶ୍ୟରେ ଚିତ୍ରକୋଣ୍ଡା ବ୍ଲକର ଟନେଲକ୍ୟାମ୍ପ ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ, ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ…

Read More
ମାଲକାନଗିରି:ପ୍ରଥମ ସାଧାରଣ ସଭାରେ ସମସ୍ୟା ସମୀକ୍ଷା ଓ ଏକ ମାସ ମଧ୍ୟରେ ସମାଧାନ ପାଇଁ ଦାବି – ସମୀକ୍ଷା ଖବର

ମାଲକାନଗିରି:ପ୍ରଥମ ସାଧାରଣ ସଭାରେ ସମସ୍ୟା ସମୀକ୍ଷା ଓ ଏକ ମାସ ମଧ୍ୟରେ ସମାଧାନ ପାଇଁ ଦାବି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ନିଖିଳ ଉତ୍କଳ କଲ୍ୟାଣ ଶିକ୍ଷକ ଓ ଶିକ୍ଷା ନିରୀକ୍ଷକ ସଂଘ, ମାଲକାନଗିରିର ପ୍ରଥମ ସାଧାରଣ ସଭା ଆଜି ମାଲ୍ୟବନ୍ତ ଛାତ୍ରାବାସ, ମାଲକାନଗିରିଠାରେ ଅନୁଷ୍ଠିତ ହୋଇଥିଲା। ସଭାରେ ସଂଘର ସଦସ୍ୟମାନଙ୍କ ବିଭିନ୍ନ ସମସ୍ୟା ଉପରେ ବିସ୍ତୃତ ଆଲୋଚନା ଓ ସମୀକ୍ଷା କରାଯାଇ, ସମସ୍ୟାଗୁଡ଼ିକୁ ପ୍ରାଥମିକତା ଭିତ୍ତିରେ ସମାଧାନ କରିବା ପାଇଁ ଠୋସ ପଦକ୍ଷେପ ନେବାକୁ ନିଷ୍ପତ୍ତି ହୋଇଥିଲା।ସଭାରେ ସଂଘର ସଭାପତି ଶ୍ରୀ ନିରଞ୍ଜନ ମହାପାତ୍ର, ଉପସଭାପତି ଶ୍ରୀ କ୍ଷୀରୋଦ ଚନ୍ଦ୍ର ମହାନ୍ତି,…

Read More
ମାଲକାନଗିରି କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ :ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା – ସମୀକ୍ଷା ଖବର

ମାଲକାନଗିରି କେନ୍ଦ୍ରୀୟ ବିଦ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ :ଶିକ୍ଷାର ଗୁଣାତ୍ମକ ମାନ ଓ ଭିତ୍ତିଭୂମି ବିକାଶ ଉପରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ସମୀକ୍ଷା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ପରିସରରେ ବିଦ୍ୟାଳୟ ପରିଚାଳନା କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ମାଲକାନଗିରି ଜିଲ୍ଲାପାଳ ତଥା ଜିଲ୍ଲା ମାଜିଷ୍ଟ୍ରେଟ୍ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ମୁଖ୍ୟ ଅଧ୍ୟକ୍ଷତା କରି ଶିକ୍ଷାର ଉନ୍ନତି ଏବଂ ସ୍କୁଲର ଭିତ୍ତିଭୂମି ବିକାଶ ପାଇଁ ଦୀର୍ଘମିଆଦୀ ରଣନୀତି ଉପରେ ଆଲୋଚନା କରିଛନ୍ତି।ବୈଠକରେ ଛାତ୍ରଛାତ୍ରୀମାନଙ୍କର ଶୈକ୍ଷିକ ଉତ୍କର୍ଷତା ବୃଦ୍ଧି କରିବା ସହ ବିଦ୍ୟାଳୟର ସାମଗ୍ରିକ ବିକାଶ ଉପରେ ସ୍ୱତନ୍ତ୍ର…

Read More
ଏବେ ବଦଳିବ ବଣ୍ଡା ଘାଟି ସୀତାକୁଣ୍ଡର ରୂପରେଖ: ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ – ସମୀକ୍ଷା ଖବର

ଏବେ ବଦଳିବ ବଣ୍ଡା ଘାଟି ସୀତାକୁଣ୍ଡର ରୂପରେଖ: ବିକାଶମୂଳକ କାର୍ଯ୍ୟର ସମୀକ୍ଷା କଲେ ଜିଲ୍ଲାପାଳ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୨/୦୮/୨୫: ମାଲକାନଗିରି ଜିଲ୍ଲାର ପ୍ରସିଦ୍ଧ ବଣ୍ଡା ଘାଟି ଅନ୍ତର୍ଗତ ମୁଦୁଲିପଡ଼ା ସ୍ଥିତ ସୀତାକୁଣ୍ଡର ସାମଗ୍ରିକ ବିକାଶ ଓ ପର୍ଯ୍ୟଟନର ଉନ୍ନତି ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏକ ବଡ଼ ପଦକ୍ଷେପ ଗ୍ରହଣ କରାଯାଇଛି। ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ସ୍ୱୟଂ ସୀତାକୁଣ୍ଡ ପରିଦର୍ଶନ କରି ଏହାର ପ୍ରାକୃତିକ ସୌନ୍ଦର୍ଯ୍ୟର ସୁରକ୍ଷା ଏବଂ ପର୍ଯ୍ୟଟନ ଭିତ୍ତିଭୂମିର ସୁଦୃଢ଼ୀକରଣ ପାଇଁ ସ୍ଥାନୀୟ ଅଧିକାରୀମାନଙ୍କ ସହ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା କରିଛନ୍ତି।…

Read More
ଅରୂପା ତରଫରୁ ମାଲକାନଗିରି ଠାରେ ପ୍ରଥମ ଥର ପାଇଁ ବାଣିଜ୍ୟ ମେଳା-୨୦୨୬ – ସମୀକ୍ଷା ଖବର

ଅରୂପା ତରଫରୁ ମାଲକାନଗିରି ଠାରେ ପ୍ରଥମ ଥର ପାଇଁ ବାଣିଜ୍ୟ ମେଳା-୨୦୨୬

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୨/୦୮/୨୬: ଓଡ଼ିଶାର ଗ୍ରାମାଞ୍ଚଳ ଓ ସହରାଞ୍ଚଳ ଉତ୍ପାଦକ ସଂଘ ‘ଅରୂପା’ ତରଫରୁ ପ୍ରଥମ ଥର ପାଇଁ ମାଲକାନଗିରିରେ ଏକ ବିଶାଳ ବାଣିଜ୍ୟ ମେଳା ଆୟୋଜିତ ହୋଇଯାଇଛି। ‘ଅରୂପା’ ହେଉଛି ଭୁବନେଶ୍ୱରସ୍ଥିତ ଏକ ପ୍ରମୁଖ ସଂସ୍ଥା, ଯାହା ୧୯୯୦ ମସିହାରୁ ଗ୍ରାମାଞ୍ଚଳ ଓ ସହରାଞ୍ଚଳର କାରିଗର,ବୁଣାକାର କୃଷକ ଏବଂ MSME ସେକ୍ଟରର ବିକାଶ ପାଇଁ ନିରନ୍ତର କାର୍ଯ୍ୟ କରିଆସୁଛି।​ବିଶେଷ କରି ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ହସ୍ତଶିଳ୍ପ ମେଳା ଆୟୋଜନ କରି…

Read More
ହଳଦୀ ଚାଷ ବଦଳାଉଛି ମାଓଗଡ଼ର ଚିତ୍ର : ବର୍ଷକୁ ଉତ୍ପାଦନ ୬ ମେଟ୍ରିକ୍ ଟନ୍, ୨୦ କୋଟିର ବ୍ୟବସାୟ ୬ରୁ ୨ ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପିତ – ସମୀକ୍ଷା ଖବର

ହଳଦୀ ଚାଷ ବଦଳାଉଛି ମାଓଗଡ଼ର ଚିତ୍ର : ବର୍ଷକୁ ଉତ୍ପାଦନ ୬ ମେଟ୍ରିକ୍ ଟନ୍, ୨୦ କୋଟିର ବ୍ୟବସାୟ ୬ରୁ ୨ ପ୍ରକ୍ରିୟାକରଣ ୟୁନିଟ୍ ସ୍ଥାପିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୧/୦୮/୨୬: ମାଓଗଡ଼ ଆତଙ୍କ ଓ ଗଞ୍ଜେଇ ଚାଷ ପାଇଁ ଖ୍ଯାତି ଅର୍ଜନ କରିଥିବା ଚିତ୍ରକୋଣ୍ଡା ବିଚ୍ଛିନ୍ନାଞ୍ଚଳର ଚିତ୍ର ଏବେଧୀରେ ଧିରେ ଧିରେ ବଦଳିବାରେ ଲାଗିଛି। ସ୍ବାଭିମାନ ଅଞ୍ଚଳରେ ପରିଣତ ହୋଇଥିବା ବିଚ୍ଛିନ୍ନାଞ୍ଚଳ ବିକାଶର ଧାରାରେ ଯୋଡ଼ି ହେଉଛି। ପାଇଛି ଏବେ ଏକ ନୂତନ ପରିଚୟ। ହଳଦୀ ଚାଷ କରି ଅଞ୍ଚଳର ଶତାଧିକ ପରିବାର ଏବେ ସ୍ବାବଲମ୍ବୀ ହୋଇଛନ୍ତି । ବର୍ଷକୁ ଉତ୍ପାଦନ ହେଉଛି ୬ ହଜାର ମେଟ୍ରିକ୍ ଟନ୍…

Read More
ଦୁଲିପଡ଼ାରେ ଆଦିମ ବଣ୍ଡା ଜନଜାତି ମହିଳାଙ୍କ ପାଇଁ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍‌ଘାଟିତ – ସମୀକ୍ଷା ଖବର

ଦୁଲିପଡ଼ାରେ ଆଦିମ ବଣ୍ଡା ଜନଜାତି ମହିଳାଙ୍କ ପାଇଁ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍‌ଘାଟିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୧/୦୮/୨୬: ମାଲକାନଗିରି ଜିଲ୍ଲାର ଦୁର୍ଗମ ଅଞ୍ଚଳର ବଣ୍ଡା ମହିଳାମାନଙ୍କୁ ଦକ୍ଷତା ବିକାଶ ମାଧ୍ୟମରେ ଆତ୍ମନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ଆଜି ମୁଦୁଲିପଡ଼ାସ୍ଥିତ ବଣ୍ଡା ଉନ୍ନୟନ ସଂସ୍ଥା କାର୍ଯ୍ୟାଳୟ ପରିସରରେ ଜନଜାତୀୟ ଦକ୍ଷତା କେନ୍ଦ୍ର ଉଦ୍‌ଘାଟିତ ହୋଇଛି। ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ୍ ରାଜଶିର୍କେଏହି ତାଲିମ କେନ୍ଦ୍ରର ଶୁଭ ଉଦ୍‌ଘାଟନ କରିଥିଲେ। ଏହି ଅବସରରେ ୨୦ ଜଣ ବଣ୍ଡା ମହିଳାଙ୍କୁ ନେଇ ମାଳି ଓ ଗହଣା ତିଆରି ଶିଳ୍ପୀ ବିଷୟରେ ଦକ୍ଷତା ବିକାଶ…

Read More
ମାଲକାନଗିରି ବିମାନବନ୍ଦରରୁ ଉଡ଼ିବ ବିମାନ: ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲା ପ୍ରଶାସନ – ସମୀକ୍ଷା ଖବର

ମାଲକାନଗିରି ବିମାନବନ୍ଦରରୁ ଉଡ଼ିବ ବିମାନ: ପ୍ରସ୍ତୁତି ସମୀକ୍ଷା କଲେ ଜିଲ୍ଲା ପ୍ରଶାସନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୨୦/୦୮/୨୬: ମାଲକାନଗିରି ବିମାନବନ୍ଦରରୁ ବାଣିଜ୍ୟିକ ବିମାନ ସେବାର ଶୁଭାରମ୍ଭ ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଦ୍ଵାରା ଏହି ସେବାର ଆନୁଷ୍ଠାନିକ ଉଦଘାଟନ ହେବାକୁ ଥିବାବେଳେ, ବାଣିଜ୍ୟ ଓ ପରିବହନ ବିଭାଗର ପ୍ରମୁଖ ସଚିବଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ଭର୍ଚୁଆଲ୍ ବୈଠକ ଅନୁଷ୍ଠିତ ହୋଇଯାଇଛି।ଏହି ପରିପ୍ରେକ୍ଷୀରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ଆନୁଷଙ୍ଗିକ ବ୍ୟବସ୍ଥାକୁ…

Read More
ମାଲକାନଗିରିରେ ୫୦ ଜଣ ସମ୍ବଳ ଶିକ୍ଷକଙ୍କ ଦିନିକିଆ କର୍ମଶାଳା ଅନୁଷ୍ଠିତ – ସମୀକ୍ଷା ଖବର

ମାଲକାନଗିରିରେ ୫୦ ଜଣ ସମ୍ବଳ ଶିକ୍ଷକଙ୍କ ଦିନିକିଆ କର୍ମଶାଳା ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୦/୦୮/୨୬: ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ, ମାଲକାନଗିରି ଦ୍ୱାରା ଆୟୋଜିତ ଦିନିକିଆ ଜିଲ୍ଲାସ୍ତରୀୟ କର୍ମଶାଳା ଆଜି ପିଏମ୍‌ଶ୍ରୀ ନୋଡାଲ୍ ଉଚ୍ଚ ବିଦ୍ୟାଳୟ, ମାଲକାନଗିରି ଠାରେ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ଚିତ୍ତରଞ୍ଜନ ପାଣିଗ୍ରାହୀ ଯୋଗଦେଇ କର୍ମଶାଳାକୁ ଉଦ୍‌ଘାଟନ କରିଥିଲେ। ସମ୍ବୋଧନ ପ୍ରସଙ୍ଗରେ ସେ କହିଥିଲେ ଯେ ଗୁଣାତ୍ମକ ଶିକ୍ଷାଦାନ ଏବଂ ସହ-ପାଠ୍ୟକ୍ରମ କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମ୍ବଳ…

Read More
ମାଲକାନଗିରିରେ ବନ୍ୟପ୍ରାଣୀ ଅପରାଧ: ଅଜଗର ଶବ ଓ ଶୁଖିଲା ମାଂସ ଜବତ, ଜଣେ ଗିରଫ – ସମୀକ୍ଷା ଖବର

ମାଲକାନଗିରିରେ ବନ୍ୟପ୍ରାଣୀ ଅପରାଧ: ଅଜଗର ଶବ ଓ ଶୁଖିଲା ମାଂସ ଜବତ, ଜଣେ ଗିରଫ

​ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୨୦/୦୮/୨୬: ମାଲକାନଗିରି ବନଖଣ୍ଡ ଅନ୍ତର୍ଗତ ସତୀଗୁଡ଼ା ଡ୍ୟାମ୍ ନିକଟରେ ଜଣେ ବ୍ୟକ୍ତି ଗୋଟିଏ ମୃତ ଭାରତୀୟ ଅଜଗର ସାପ ବୋହି ନେଉଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବା ପରେ, ବନ ବିଭାଗ ପକ୍ଷରୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।​ସୋସିଆଲ ମିଡିଆ ଭିଡିଓକୁ ଆଧାର କରି ମାଲକାନଗିରି ରେଞ୍ଜର ବନ ଓ କର୍ମଚାରୀମାନେ ତୁରନ୍ତ ତଦନ୍ତ ଆରମ୍ଭ କରିଥିଲେ। ତଦନ୍ତ ଆଧାରରେ ବୁଧବାର ସତୀଗୁଡ଼ା ଗ୍ରାମ ନିକଟରୁ ଜଣେ…

Read More