ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ମାଲକାନଗିରି: ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଝରାପାଲି ରାଜସ୍ୱ ନିରକ୍ଷକ । – ସମୀକ୍ଷା ଖବର

ମାଲକାନଗିରି: ୮ ହଜାର ଟଙ୍କା ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଝରାପାଲି ରାଜସ୍ୱ ନିରକ୍ଷକ ।

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: କାଷ୍ଟ ସାର୍ଟିଫିକେଟ ପ୍ରଦାନ କରିବା ପାଇଁ ୮ ହଜାର ଟଙ୍କା ଲାଞ୍ଚ ନେବା ସମୟରେ ମାଲକାନଗିରି ଜିଲ୍ଲା ଝରାପାଲି ସର୍କଲର ରାଜସ୍ୱ ନିରୀକ୍ଷକ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି ।ମିଳିଥିବା ସୂଚନା ଅନୁଯାୟୀ, ମାଲକାନଗିରି ତହସିଲ ଅନ୍ତର୍ଗତ ଝରାପାଲି ସର୍କିଲ ର ରାଜସ୍ୱ ନିରୀକ୍ଷକ (ଆରଆଇ) ସୁରଜ ବାଲା ଙ୍କୁ ଓଡିଶା ଭିଜିଲାନ୍ସ ଏମ ଭି ୮୬ ଗ୍ରାମର ମିଥୁନ ସେନ ନାମକ ଆବେଦନକାରୀଙ୍କ ଠାରୁ ତାଙ୍କ…

Read More
ମାଲକାନଗିରି: ୪୪ କେଜି ଗଞ୍ଜେଇ ଜବତ ସହ ୨ ଅଭିଯୁକ୍ତ ଗିରଫ – ସମୀକ୍ଷା ଖବର

ମାଲକାନଗିରି: ୪୪ କେଜି ଗଞ୍ଜେଇ ଜବତ ସହ ୨ ଅଭିଯୁକ୍ତ ଗିରଫ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି: ବେଆଇନ ନିଶାଦ୍ରବ୍ୟ ଚାଲାଣ କୁ ବିରୋଧ କରି କାଲିମେଳା ଅବକାରୀ ଥାନା ପକ୍ଷରୁ ଚଢ଼ାଉ କରାଯାଇ ଦୁଇଟି NDPS ମାମଲାରେ ମୋଟ ୪୪ କେଜି ଗଞ୍ଜେଇ ଓ ଗୋଟିଏ ମୋଟରସାଇକେଲ ଜବତ କରାଯାଇଛି। ଜବତ ଗଞ୍ଜେଇ ଓ ମୋଟରସାଇକେଲର ଆନୁମାନିକ ମୂଲ୍ୟ ୫ ଲକ୍ଷ ୩୪ ହଜାର ଟଙ୍କା ବୋଲି ଜଣାପଡ଼ିଛି।ପ୍ରଥମ ମାମଲାରେ ଭେଜାଙ୍ଗିୱାଡ଼ା ନିକଟସ୍ଥ କେନାଲ ରୋଡ୍‌ରୁ ବାଦଲିଗୁଡ଼ା ଗ୍ରାମର ଗଙ୍ଗା ମାଢ଼ିଙ୍କ ନିକଟରୁ ୨୨ କେଜି…

Read More
ମାଲକାନଗିରି ଜିଲ୍ଲା କ୍ରୀଡ଼ା ହଷ୍ଟେଲରେ ନୂତନ କ୍ରୀଡ଼ାବିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା: ଯୋଗଦେଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲା କ୍ରୀଡ଼ା ହଷ୍ଟେଲରେ ନୂତନ କ୍ରୀଡ଼ାବିତଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା: ଯୋଗଦେଲେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୭/୦୮/୨୬: ମାଲକାନଗିରି ଜିଲ୍ଲା କ୍ରୀଡ଼ା ହଷ୍ଟେଲ ପରିସରରେ ନୂତନ ଭାବେ ଯୋଗ ଦେଇଥିବା କ୍ରୀଡ଼ା ଛାତ୍ରମାନଙ୍କ ପାଇଁ ଏକ ଭବ୍ୟ ସ୍ୱାଗତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଏବଂ ଆରକ୍ଷୀ ଅଧିକ୍ଷକ ବିନୋଦ ପାଟିଲ ମୁଖ୍ୟ ଅତିଥି ଭାବେ ଉପସ୍ଥିତ ରହି ନୂତନ ଛାତ୍ରମାନଙ୍କୁ ଉତ୍ସାହିତ କରିଥିଲେ।ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଆସିଥିବା ତୀରନ୍ଦାଜୀ, ଭଲିବଲ୍ ଏବଂ ଆଥଲେଟିକ୍ସ ବିଭାଗର ପ୍ରତିଭାବାନ…

Read More
ମାଟାପାକା ପଞ୍ଚାୟତରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ: ସମୁଦାୟ ୨୫ଟି ଅଭିଯୋଗ ପତ୍ର ଗୃହୀତ – ସମୀକ୍ଷା ଖବର

ମାଟାପାକା ପଞ୍ଚାୟତରେ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ: ସମୁଦାୟ ୨୫ଟି ଅଭିଯୋଗ ପତ୍ର ଗୃହୀତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୮/୦୮/୨୬: ମାଲକାନଗିରି ବ୍ଲକ ଅନ୍ତର୍ଗତ ମାଟାପାକା ଗ୍ରାମ ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ଏକ ଜିଲ୍ଲା ସ୍ତରୀୟ ମିଳିତ ଜନଶୁଣାଣି ଓ ଅଭିଯୋଗ ଶୁଣାଣି ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜସିର୍କେ, ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ ଏଚ୍., ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଦାଶରଥି ସରାବୁ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ ପ୍ରମୁଖ…

Read More
ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)ର ଦେଶବ୍ୟାପୀ ଆନ୍ଦୋଳନ: ମାଲକାନଗିରି ଜିଲ୍ଲାପାଳଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ – ସମୀକ୍ଷା ଖବର

ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍‌)ର ଦେଶବ୍ୟାପୀ ଆନ୍ଦୋଳନ: ମାଲକାନଗିରି ଜିଲ୍ଲାପାଳଙ୍କୁ ୧୧ ଦଫା ଦାବିପତ୍ର ପ୍ରଦାନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୭/୦୮/୨୬: ମାଲକାନଗିରି ଜିଲ୍ଲାରେ ଶ୍ରମିକ ଓ କର୍ମଚାରୀଙ୍କ ହକ୍ ପାଇଁ ଗର୍ଜିଛି ଭାରତୀୟ ମଜଦୁର ସଂଘ (ବିଏମ୍‌ଏସ୍)। ରାଞ୍ଚିଠାରେ ଆହୂତ କେନ୍ଦ୍ରୀୟ କାର୍ଯ୍ୟକାରିଣୀ ବୈଠକର ନିଷ୍ପତ୍ତି ଅନୁସାରେ ଦିଆଯାଇଥିବା ଦେଶବ୍ୟାପୀ ଆନ୍ଦୋଳନର ଆହ୍ୱାନ କ୍ରମେ ମାଲକାନାଗିରି ଜିଲ୍ଲା ଶାଖା ପକ୍ଷରୁ ଆଜି ହଜାର ହଜାର ଶ୍ରମିକ , ଅଙ୍ଗନାୱାଡ଼ି କର୍ମୀ ଓ ଆଶା କର୍ମୀ ରାଜରାସ୍ତାକୁ ଓହ୍ଲାଇ ସ୍ଥାନିୟ ବସ୍ ଷ୍ଟାଣ୍ଡ ଠାରୁ ବାହାରି ଏକ ରାଲି ମାଧ୍ୟମରେ…

Read More
ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ – ସମୀକ୍ଷା ଖବର

ମାଲକାନଗିରିରେ ମହାସମାରୋହରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୫/୦୮/୨୬: ମାଲକାନଗିରି ଡିଏନ୍‌କେ ପଡ଼ିଆଠାରେ ୮୦ ତମ ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ଏହି ସମାରୋହରେ ବିଦ୍ୟାଳୟ ଓ ଗଣଶିକ୍ଷା, ଅନୁସୂଚିତ ଜନଜାତି, ଅନୁସୂଚିତ ଜାତି ଉନ୍ନୟନ, ସଂଖ୍ୟାଲଘୁ ସମ୍ପ୍ରଦାୟ ଓ ପଛୁଆ ବର୍ଗ କଲ୍ୟାଣ, ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ପ୍ୟାରେଡ୍ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ…

Read More
ମାଲକାନଗିରି ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ବୈଷୟିକ ଶିକ୍ଷା ମନ୍ତ୍ରୀ  ସମ୍ପଦ ଚନ୍ଦ୍ର ସ୍ବାଇଁ – ସମୀକ୍ଷା ଖବର

ମାଲକାନଗିରି ମାଥିଲି ଆଇ.ଟି.ଆଇ.ରେ ଇ-ବାହନ ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ରଖିଲେ ବୈଷୟିକ ଶିକ୍ଷା ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୪/୦୮/୨୬: ମାଲକାନଗିରି ଜିଲ୍ଲାର ମାଥିଲି ସରକାରୀ ଆଇ.ଟି.ଆଇ.ରେ ୪.୮ କୋଟି ଟଙ୍କା ବ୍ୟୟବରାଦରେ ନିର୍ମିତ ହେବାକୁ ଥିବା ‘ଇଲେକ୍ଟ୍ରିକ୍ ଭେହିକିଲ୍ ଟେକ୍ନୋଲୋଜି’ ର ସେଣ୍ଟର ଅଫ୍ ଏକ୍ସିଲେନ୍ସର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମାନ୍ୟବର ଶିଳ୍ପ, ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ମନ୍ତ୍ରୀ ଶ୍ରୀଯୁକ୍ତ ସମ୍ପଦ ଚନ୍ଦ୍ର ସ୍ବାଇଁ। ଏହାସହ ଅନୁଷ୍ଠାନର ଶିକ୍ଷାଦାନ ଓ ଭିତ୍ତିଭୂମିକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ମାନ୍ୟବର ମନ୍ତ୍ରୀ ସେଠାରେ ଏକ ଇଞ୍ଜିନିୟରିଂ ଡ୍ରଇଂ…

Read More
ଗାଁରେ ପୋଖରୀରୁ ଉଦ୍ଧାର ହେଲା ୪ ଫୁଟ ଲମ୍ବର କୁମ୍ଭୀର – ସମୀକ୍ଷା ଖବର

ଗାଁରେ ପୋଖରୀରୁ ଉଦ୍ଧାର ହେଲା ୪ ଫୁଟ ଲମ୍ବର କୁମ୍ଭୀର

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୩/୦୬/୨୬: କିଛି ଦିନ ତଳେ ବାଲିମେଳା ବନ୍ୟାଞ୍ଚଳ ଅଧିନସ୍ଥ ଏମଭି -୧୦୪ ଗ୍ରାମର ମହାଦେବ ମଣ୍ଡଳଙ୍କ ପୋଖରୀରେ ଏକ ୪ ଫୁଟ ଲମ୍ବର କୁମ୍ଭୀର ପ୍ରବେଶ କରିଥିବା ଦେଖିବାକୁ ପାଇଥିଲେ। ସେ ଏ ସମ୍ପର୍କରେ ସ୍ଥାନୀୟ ବନ ବିଭାଗ ସୂଚନା ଦେବା ପରେ ବନକର୍ମଚାରୀମାନେ ଜାଲକୁ ନେଇ ପୋଖରୀ ମଧ୍ୟରେ ପହଞ୍ଚି ଥିଲେ କିନ୍ତୁ କୁମ୍ଭୀରକୁ ଉଦ୍ଧାର କରିବାରେ ସଫଳ ହୋଇ ପାରିନଥିଲେ । ଦୁଇ ଦିନର ଆକ୍ରାନ୍ତ…

Read More
ଚିତ୍ରକୋଣ୍ଡା ପୁଲିସ୍‌କୁ ମିଳିଛି ଏକ ବଡ଼ ସଫଳତା: ୧୨ ଟି ଚୋରି ବାଇକ୍ ଜବତ ସହ ୧୨ ଅଭିଯୁକ୍ତ ଗିରଫ – ସମୀକ୍ଷା ଖବର

ଚିତ୍ରକୋଣ୍ଡା ପୁଲିସ୍‌କୁ ମିଳିଛି ଏକ ବଡ଼ ସଫଳତା: ୧୨ ଟି ଚୋରି ବାଇକ୍ ଜବତ ସହ ୧୨ ଅଭିଯୁକ୍ତ ଗିରଫ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି, ୧୨/୦୮/୨୬: ଚୋରା ବାଇକ୍ କାରବାର ବିରୋଧରେ ଚିତ୍ରକୋଣ୍ଡା ପୁଲିସକୁ ବଡ଼ ସଫଳତା ମିଳିଛି। ୨୫ ଦିନ ମଧ୍ୟରେ ବାଇକ୍ ଚୋରି ସମ୍ପର୍କିତ ୭ଟି ମାମଲାର ତଦନ୍ତ କରି ପୁଲିସ ୧୨ଟି ବାଇକ୍ ଜବତ କରିଛି। ଏହି କାରବାରରେ ସମ୍ପୃକ୍ତ ୧୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରାଯାଇ ଆଜି କୋର୍ଟ ଚାଲାଣ କରାଯାଇଛି। ଜବତ ବାଇକ୍ ମଧ୍ୟରୁ ୬ଜଣ ପ୍ରକୃତମାଲିକଙ୍କୁ ଚିହ୍ନଟ କରାଯାଇ ହସ୍ତାନ୍ତର କରାଯାଇଥିବା ପ୍ରେସ ବିଜ୍ଞପ୍ତିରେ ଏସପି…

Read More
ମାଲକାନଗିରିରେ ଯୌତୁକ ପ୍ରଥା ନିଷେଧ ଆଇନ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ – ସମୀକ୍ଷା ଖବର

ମାଲକାନଗିରିରେ ଯୌତୁକ ପ୍ରଥା ନିଷେଧ ଆଇନ ଉପରେ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୨/୦୮/୨୬: ଜିଲ୍ଲା ସମାଜ କଲ୍ୟାଣ କାର୍ଯ୍ୟାଳୟ, ମାଲକାନଗିରି ଅନୁକୁଲ୍ୟରେ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଯୌତୁକ ପ୍ରଥା ନିଷେଧ ଆଇନ, ୧୯୬୧ ଉପରେ ଏକ ଜିଲ୍ଲାସ୍ତରୀୟ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ସଫଳତାର ସହ ସମ୍ପାଦିତ ହୋଇଯାଇଛି। ଯୌତୁକ ପ୍ରଥାର ନିରାକରଣ, ମହିଳାଙ୍କ ଅଧିକାର ଓ ସୁରକ୍ଷା ସମ୍ପର୍କରେ ସଚେତନତା ସୃଷ୍ଟି କରିବା ସହ ଆଇନଗତ ବ୍ୟବସ୍ଥା ସମ୍ପର୍କରେ ଜ୍ଞାନ ବୃଦ୍ଧି କରିବା ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦ୍ଦେଶ୍ୟ ଥିଲା।ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ…

Read More