ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା – ସମୀକ୍ଷା ଖବର

ମାଲକାନଗିରି:ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୨୨/୦୯/୨୬ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟ, ମାଲକାନଗିରି ପରିସରରେ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ଜିଲ୍ଲାସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା-୨୦୨୬ ଅନୁଷ୍ଠିତ ହୋଇଛି। ଜିଲ୍ଲାର ବିଭିନ୍ନ ବ୍ଲକରୁ ୧୦୮ ଜଣ ଛାତ୍ରଛାତ୍ରୀ ଏଥିରେ ଭାଗ ନେଇଥିଲେ।କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଭାଗିରଥି ବେହେରା ମୁଖ୍ୟ ଅତିଥି ଏବଂ ଜିଲ୍ଲା ବିଜ୍ଞାନ ନିରୀକ୍ଷକ ଜଗନ୍ନାଥ ପ୍ରସାଦ ବେହେରା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଅତିଥିମାନେ ବିଜ୍ଞାନକୁ ଦୈନନ୍ଦିନ ଜୀବନ ସହ ଯୋଡ଼ିବା…

Read More
ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ – ସମୀକ୍ଷା ଖବର

ମାଲକାନଗିରିରେ ଜିଲ୍ଲା ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର: ହିତାଧିକାରୀଙ୍କୁ ପ୍ରୋତ୍ସାହନ ରାଶି ଓ ଭତ୍ତା ବଣ୍ଟନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୨୨/୦୯/୨୬ଆଜି ମାଲକାନଗିରି ପଞ୍ଚାୟତ ସମିତି କାର୍ଯ୍ୟାଳୟ ସଭାଗୃହରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ତରୀୟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।ଏହି ଶିବିରରେ ଜିଲ୍ଲାପାଳଙ୍କ ସହ ଆରକ୍ଷୀ ଅଧୀକ୍ଷକ ବିନୋଦ ପାଟିଲ, ଉପ ଜିଲ୍ଲାପାଳ ଦୁର୍ଯ୍ୟଧନ ଭୋଇ, ମାଲକାନଗିରି ପଞ୍ଚାୟତ ସମିତି ଅଧ୍ୟକ୍ଷ, ମାଲକାନଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ଏବଂ ବିଭିନ୍ନ ବିଭାଗୀୟ ଜିଲ୍ଲା ସ୍ତରୀୟ ଅଧିକାରୀମାନେ ଉପସ୍ଥିତ ରହି ସାଧାରଣ ଲୋକଙ୍କର ବିଭିନ୍ନ ପ୍ରକାରର…

Read More
ପ୍ରକାଶ ପାଇଲା ମାଲକାନଗିରି ଜିଲ୍ଲାର ଏସଆଇଆର-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା, ମୋଟ ନିର୍ବାଚକ ୪,୧୫,୧୩୨ – ସମୀକ୍ଷା ଖବର

ପ୍ରକାଶ ପାଇଲା ମାଲକାନଗିରି ଜିଲ୍ଲାର ଏସଆଇଆର-୨୦୨୬ ଚୂଡ଼ାନ୍ତ ଭୋଟର ତାଲିକା, ମୋଟ ନିର୍ବାଚକ ୪,୧୫,୧୩୨

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୨୨/୦୯/୨୬ଭାରତ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲାରେ ପରିଚାଳିତ ସ୍ୱତନ୍ତ୍ର ସଘନ ସଂଶୋଧନ -୨୦୨୬ ପ୍ରକ୍ରିୟା ସଫଳତାର ସହ ଶେଷ ହେବା ପରେ ଆଜି ଚୂଡ଼ାନ୍ତ ଭୋଟର ତାଲିକା ଜିଲ୍ଲାପାଳ ଙ୍କ କାର୍ଯ୍ୟାଳୟ ସ୍ଥିତ ଏଫଏଲସାଇ ହଲ ଠାରେ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ପ୍ରକାଶିତ ଏହି ତାଲିକା ଅନୁଯାୟୀ ଜିଲ୍ଲାରେ ସମୁଦାୟ ୪,୧୫,୧୩୨ ଜଣ…

Read More
ମାଲକାନଗିରିରେ ସେବା ସଂକଳ୍ପ ଅଭିଯାନ ସମୀକ୍ଷା: ଜନଭାଗିଦାରୀ ଓ ଜନଜାତି ଶିକ୍ଷାର ବିକାଶ ଉପରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଗୁରୁତ୍ୱ, ଚିତ୍ରକୋଣ୍ଡାରେ ମାଛ ଚାଷ ଓ ଜିଲ୍ଲାରେ ଶିଳ୍ପଦ୍ୟୋଗୀ ସୃଷ୍ଟି ପାଇଁ ଆହ୍ୱାନ – ସମୀକ୍ଷା ଖବର

ମାଲକାନଗିରିରେ ସେବା ସଂକଳ୍ପ ଅଭିଯାନ ସମୀକ୍ଷା: ଜନଭାଗିଦାରୀ ଓ ଜନଜାତି ଶିକ୍ଷାର ବିକାଶ ଉପରେ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ଗୁରୁତ୍ୱ, ଚିତ୍ରକୋଣ୍ଡାରେ ମାଛ ଚାଷ ଓ ଜିଲ୍ଲାରେ ଶିଳ୍ପଦ୍ୟୋଗୀ ସୃଷ୍ଟି ପାଇଁ ଆହ୍ୱାନ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ସେବା ସଂକଳ୍ପ ଅଭିଯାନର ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଓଡ଼ିଶା ସରକାରଙ୍କ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ, ସୂକ୍ଷ୍ମ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଏହି ବୈଠକରେ ସଭାପତିତ୍ୱ କରି କାର୍ଯ୍ୟକ୍ରମର ସୂଚାରୁ ମାର୍ଗଦର୍ଶନ କରିଥିଲେ। ଗତ ୧୭ ସେପ୍ଟେମ୍ୱର ରୁ ଆରମ୍ଭ ହୋଇ ଆସନ୍ତା ୧୭ ଅକ୍ଟୋବର ୨୦୨୬ ପର୍ଯ୍ୟନ୍ତ ଚାଲିବାକୁ…

Read More
ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ପରୀକ୍ଷା ଆୟୋଜିତ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାରେ ଉଲ୍ଲାସ ପରୀକ୍ଷା ଆୟୋଜିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲ୍କାନଗିରି ଜିଲ୍ଲାରେ ଉଲ୍ଲାସ ପରୀକ୍ଷା ଆୟୋଜିତ ହୋଇଯାଇଛି । ଜିଲ୍ଲାର ପ୍ରାୟ ୧୧୩୯ କେନ୍ଦ୍ରରେ ଆଜି ଫାଉଣ୍ଡେସନାଲ ଲିଟ୍ରେସି ଏଣ୍ଡ ନ୍ୟୁମେରେସି ଆସେସମେଣ୍ଟ ଟେଷ୍ଟ (FLNAT) ପରୀକ୍ଷା ଅନୁଷ୍ଠିତ ହୋଇଯାଇଅଛି, ଯାହା ଉଲ୍ଲାସ (ULLAS) ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ଅନ୍ତର୍ଗତ କାର୍ଯ୍ୟକ୍ରମ । ଏହା କେନ୍ଦ୍ର ସରକାରଙ୍କ ଏକ ଫ୍ଲାଗସିପ ପ୍ରୋଗ୍ରାମ ଯାହାର ଲକ୍ଷ୍ୟ ହେଉଛି ୧୫ବର୍ଷ ବୟସରୁ ଉର୍ଦ୍ଧ୍ବ ଗୋଷ୍ଠିର ନିରକ୍ଷର ଙ୍କୁ ସାକ୍ଷର କରିବା ।ଜିଲ୍ଲା…

Read More
ମାଲକାନଗିରିରୁ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କଲେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ – ସମୀକ୍ଷା ଖବର

ମାଲକାନଗିରିରୁ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଶୁଭାରମ୍ଭ, ଆଭାସୀ ମାଧ୍ୟମରେ ଉଦ୍‌ଘାଟନ କଲେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ଓଡ଼ିଶା ସରକାରଙ୍କ ପର୍ଯ୍ୟଟନ ବିଭାଗ ଆନୁକୂଲ୍ୟରେ ଓ ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେ ଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେମାଲକାନଗିରି ଜିଲ୍ଲାରେ ଶ୍ରୀ ଜଗନ୍ନାଥ ଦର୍ଶନ ଯୋଜନାର ଆନୁଷ୍ଠାନିକ ଶୁଭାରମ୍ଭ ହୋଇଯାଇଛି। ରାଜ୍ୟର ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆଭାସୀ ମାଧ୍ୟମରେ ଏହି କାର୍ଯ୍ୟକ୍ରମର ଭବ୍ୟ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ସେ ମାଲକାନଗିରି ଜିଲ୍ଲାର ଦୁଇ ଜଣ ହିତାଧିକାରୀଙ୍କ ସହ ସିଧାସଳଖ ଆଲୋଚନା କରି ସମସ୍ତ ଶ୍ରଦ୍ଧାଳୁଙ୍କ ମଙ୍ଗଳମୟ ଜଗନ୍ନାଥ…

Read More
ମାଲକାନଗିରିରେ ଡି.ପି.ଆଇ.ଆଇ.ଟି. ଦ୍ୱାରା ତେଜସ କର୍ମଶାଳା ସଫଳତାର ସହ ଆୟୋଜିତ – ସମୀକ୍ଷା ଖବର

ମାଲକାନଗିରିରେ ଡି.ପି.ଆଇ.ଆଇ.ଟି. ଦ୍ୱାରା ତେଜସ କର୍ମଶାଳା ସଫଳତାର ସହ ଆୟୋଜିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ଭାରତ ସରକାରଙ୍କ ଶିଳ୍ପ ଓ ଆଭ୍ୟନ୍ତରୀଣ ବାଣିଜ୍ୟ ପ୍ରୋତ୍ସାହନ ବିଭାଗ (ଡି.ପି.ଆଇ.ଆଇ.ଟି.) ସୌଜନ୍ୟରୁ ମାଲକାନଗିରି ସ୍ଥିତ ସରକାରୀ ଆଇ.ଟି.ଆଇ. ଅଡିଟୋରିୟମଠାରେ ତେଜସ କର୍ମଶାଳା ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି। ଦେଶର ୧୩୨ଟି ଜିଲ୍ଲାରେ ଅଣ-ମେଟ୍ରୋ ଓ ଟାୟାର-୨/୩ ଅଞ୍ଚଳଗୁଡ଼ିକରେ ଉଦ୍ୟୋଗୀକରଣକୁ ପ୍ରୋତ୍ସାହିତ କରିବା ଏବଂ ତୃଣମୂଳ ସ୍ତରରେ ନବସୃଜନକୁ ସଶକ୍ତ କରିବା ଲକ୍ଷ୍ୟରେ ଏହି ଆଞ୍ଚଳିକ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ଷ୍ଟାର୍ଟଅପ୍ ଇଣ୍ଡିଆ, ଷ୍ଟାର୍ଟଅପ୍ ଓଡ଼ିଶା, ଜି.ଆଇ.ଇ.ଟି….

Read More
ଜିଲ୍ଲା ମଙ୍ଗଳ ବିଭାଗରେ ୧୧୯ ନୂତନ ଶିକ୍ଷକ ନିଯୁକ୍ତଓଏସ୍‌ଏସ୍‌ଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ; ୨୪ଟି ଉଚ୍ଚ ବିଦ୍ୟାଳୟରେ ମିଳିବ ନିଯୁକ୍ତି – ସମୀକ୍ଷା ଖବର

ଜିଲ୍ଲା ମଙ୍ଗଳ ବିଭାଗରେ ୧୧୯ ନୂତନ ଶିକ୍ଷକ ନିଯୁକ୍ତଓଏସ୍‌ଏସ୍‌ଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ; ୨୪ଟି ଉଚ୍ଚ ବିଦ୍ୟାଳୟରେ ମିଳିବ ନିଯୁକ୍ତି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ଜିଲ୍ଲା ମଙ୍ଗଳ ବିଭାଗରେ ୧୧୯ ଜଣ ନୂତନ ଶିକ୍ଷକ ନିଯୁକ୍ତି ପାଇଛନ୍ତି। ଓଏସ୍‌ଏସ୍‌ଏସ୍‌ସି ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଏହି ଶିକ୍ଷକମାନଙ୍କ ମଧ୍ୟରେ ମାଲକାନଗିରି ଜିଲ୍ଲାର ୩୨ ଜଣ ଥିବାବେଳେ ଅନ୍ୟ ୮୭ ଜଣ ମଧ୍ୟ ଆଜି ନୂତନ ଶିକ୍ଷକ ଭାବେ ନିଯୁକ୍ତି ପାଇଛନ୍ତି।ପୂର୍ବରୁ ମୋଟ ୧୨୩ ଜଣ ଶିକ୍ଷକଙ୍କ ନିଯୁକ୍ତି ପ୍ରକ୍ରିୟା ଥିଲା। ସେମାନଙ୍କ ମଧ୍ୟରୁ ଜଣେ ମୃତ୍ୟୁବରଣ କରିଥିବାବେଳେ ଅନ୍ୟ ୩ ଜଣ ଉଚ୍ଚ ପଦବୀରେ ନିଯୁକ୍ତି…

Read More
ବଣ୍ଡାଘାଟିରେ ମ୍ୟାଲେରିଆ ମୁକ୍ତ ଅଭିଯାନମୁଦୁଲିପଡ଼ା ପଞ୍ଚାୟତର ନେତୃତ୍ୱରେ ଜନସଚେତନତା; ମଶାରି ବ୍ୟବହାର ଓ ଜ୍ୱର ପରୀକ୍ଷା ଉପରେ ଗୁରୁତ୍ୱ – ସମୀକ୍ଷା ଖବର

ବଣ୍ଡାଘାଟିରେ ମ୍ୟାଲେରିଆ ମୁକ୍ତ ଅଭିଯାନମୁଦୁଲିପଡ଼ା ପଞ୍ଚାୟତର ନେତୃତ୍ୱରେ ଜନସଚେତନତା; ମଶାରି ବ୍ୟବହାର ଓ ଜ୍ୱର ପରୀକ୍ଷା ଉପରେ ଗୁରୁତ୍ୱ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ଜିଲ୍ଲା ଖଇରପୁଟ ବ୍ଲକ୍‌ ଅନ୍ତର୍ଗତ ବଣ୍ଡାଘାଟିର ମୁଦୁଲିପଡ଼ା ଗ୍ରାମ ପଞ୍ଚାୟତରେ ‘ମ୍ୟାଲେରିଆ ମୁକ୍ତ ଅଭିଯାନ’ର ଶୁଭାରମ୍ଭ ହୋଇଛି। ମ୍ୟାଲେରିଆ ନିରାକରଣକୁ ଜନଆନ୍ଦୋଳନରେ ପରିଣତ କରିବା ସହ ପ୍ରତ୍ୟେକ ପରିବାରକୁ ଏହି ରୋଗ ସମ୍ପର୍କରେ ସଚେତନ କରିବା ଅଭିଯାନର ମୁଖ୍ୟ ଲକ୍ଷ୍ୟ।ପିରାମଲ୍ ଫାଉଣ୍ଡେସନ୍‌, ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସ୍ୱାସ୍ଥ୍ୟ ସମିତିର ମିଳିତ ଅନୁକୂଲ୍ୟରେ ଏବଂ ମୁଦୁଲିପଡ଼ା ଗ୍ରାମ ପଞ୍ଚାୟତର ନେତୃତ୍ୱରେ ଏହି ଅଭିଯାନ ଆରମ୍ଭ ହୋଇଛି। ଅଭିଯାନରେ ସ୍ୱେଚ୍ଛାସେବୀମାନେ…

Read More
ମାଲକାନଗିରି ଜିଲ୍ଲାର ବିଦ୍ୟାଳୟଗୁଡ଼ିକରେ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ: ବିକଶିତ ଭାରତ ଓ ୨୫ ବର୍ଷର ସେବାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ – ସମୀକ୍ଷା ଖବର

ମାଲକାନଗିରି ଜିଲ୍ଲାର ବିଦ୍ୟାଳୟଗୁଡ଼ିକରେ ସେବା ସଂକଳ୍ପ ଅଭିଯାନ ଅନୁଷ୍ଠିତ: ବିକଶିତ ଭାରତ ଓ ୨୫ ବର୍ଷର ସେବାକୁ ନେଇ ଛାତ୍ରଛାତ୍ରୀଙ୍କ ମଧ୍ୟରେ ଅଭୂତପୂର୍ବ ଉତ୍ସାହ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୯/୦୯/୨୬ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶକ୍ରମେ ଜିଲ୍ଲାର ସମସ୍ତ ବିଦ୍ୟାଳୟଗୁଡ଼ିକରେ ସେବା ସଂକଳ୍ପ ଅଭିଯାନ ଅନ୍ତର୍ଗତ ବିଭିନ୍ନ ପ୍ରତିଯୋଗିତା ଓ ସଚେତନତା କାର୍ଯ୍ୟକ୍ରମ ବ୍ୟାପକ ଭାବେ ଆୟୋଜିତ ହୋଇଯାଇଛି। ବିକଶିତ ଭାରତର ସଂକଳ୍ପ ଏବଂ ୨୫ ବର୍ଷର ସେବା ମୂଲ୍ୟବୋଧକୁ ଆଧାର କରି ଛାତ୍ରଛାତ୍ରୀଙ୍କ ମଧ୍ୟରେ ସେବା ଭାବନା, ନାଗରିକ କର୍ତ୍ତବ୍ୟ ଓ ନେତୃତ୍ୱ ଗୁଣର ବିକାଶ ପାଇଁ ପ୍ରାଥମିକ, ଉଚ୍ଚ ପ୍ରାଥମିକ ଓ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକରେ…

Read More