ମୁଖ୍ୟ ବିଷୟକୁ ଯାଆନ୍ତୁ
ମଙ୍ଗଳବାର, ୨୦ ଅକ୍ଟୋବର ୨୦୨୬
ଚର୍ଚ୍ଚାରେ ମୟୂରଭଞ୍ଜ ବରଗଡ଼ ଜଗତସିଂହପୁର ରାୟଗଡ଼ା ମାଲକାନଗିରି ଗଞ୍ଜାମ କନ୍ଧମାଳ
ଲଗାଣ ବର୍ଷାରେ ବୁଡ଼ିଲା ବ୍ରିଜ, ଅତ୍ୟଧିକ ପାଣି ଯୋଗୁଁ ଫସଲ ନଷ୍ଟ ହେବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ – ସମୀକ୍ଷା ଖବର

ଲଗାଣ ବର୍ଷାରେ ବୁଡ଼ିଲା ବ୍ରିଜ, ଅତ୍ୟଧିକ ପାଣି ଯୋଗୁଁ ଫସଲ ନଷ୍ଟ ହେବା ଆଶଙ୍କାରେ ଚାଷୀମାନେ ଚିନ୍ତାରେ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୨/୦୯/୨୬ଲଗାଣ ବର୍ଷାରେ ମାଲକାନଗିରି ଜିଲ୍ଲାର ସ୍ଥିତି ବେହାଲ ହୋଇପଡ଼ିଛି। ଦିନକୁ ଦିନ ବର୍ଷାର ପରିମାଣ ବଢ଼ୁଥିବାରୁ ଜିଲ୍ଲାର ବିଭିନ୍ନ ତଳିଆ ଅଞ୍ଚଳରେ ଜଳସ୍ତର ବଢ଼ିବା ସହ ଚାଷଜମିରେ ପାଣି ଜମି ରହିଛି। ଏହାକୁ ନେଇ ଚାଷୀମାନଙ୍କ ମଧ୍ୟରେ ଚିନ୍ତା ବଢ଼ିଛି। ପ୍ରବଳ ବର୍ଷା ଯୋଗୁଁ ଜିଲ୍ଲାର ପାଙ୍ଗାମ୍, ପୋଟେରୁ, ଏମଭି – ୯୬ ପୋଲ ଉପରେ ପାଣି ପ୍ରବାହିତ ହେଉଛି।ଯାତାୟାତ ଠପ୍ ହୋଇଯାଇଛି। ପୋଲର ଦୁଇ ପଟେ ପୁଲିସ ଯାତ୍ରୀଙ୍କୁ…

Read More
ମାଲକାନଗିରିରେ ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମ: ମାତୃଭାଷା ଶିକ୍ଷଣ ସାମଗ୍ରୀର ସମୀକ୍ଷା ପାଇଁ ଜିଲ୍ଲା ସ୍ତରୀୟ ବିଶେଷଜ୍ଞ କମିଟି ବୈଠକ ଅନୁଷ୍ଠିତ – ସମୀକ୍ଷା ଖବର

ମାଲକାନଗିରିରେ ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମ: ମାତୃଭାଷା ଶିକ୍ଷଣ ସାମଗ୍ରୀର ସମୀକ୍ଷା ପାଇଁ ଜିଲ୍ଲା ସ୍ତରୀୟ ବିଶେଷଜ୍ଞ କମିଟି ବୈଠକ ଅନୁଷ୍ଠିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୧୨/୦୯/୨୬ଜିଲ୍ଲାପାଳ ଓ ଜିଲ୍ଲା ମାଜିଷ୍ଟ୍ରେଟ ପ୍ରଥମେଶ ଅରବିନ୍ଦ ରାଜଶିର୍କେଙ୍କ ଅଧ୍ୟକ୍ଷତାରେ ଆମେ ପଢ଼ିବା ଆମ ଭାଷାରେ କାର୍ଯ୍ୟକ୍ରମ ଅଧୀନରେ ଶିକ୍ଷଣ ଶିଖିବା ସାମଗ୍ରୀର ବିକାଶ ଓ ପୁଙ୍ଖାନୁପୁଙ୍ଖ ଯାଞ୍ଚ ନିମନ୍ତେ ଏକ ଜିଲ୍ଲା ସ୍ତରୀୟ ବିଶେଷଜ୍ଞ କମିଟି ବୈଠକ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଅନୁଷ୍ଠିତ ହୋଇଯାଇଛି।ବୈଠକ ପ୍ରାରମ୍ଭରେ ଜିଲ୍ଲା ସାମାଜିକ ମଙ୍ଗଳ ଅଧିକାରୀ ସୁଚିତା ପଣ୍ଡା କାର୍ଯ୍ୟକ୍ରମର ଲକ୍ଷ୍ୟ, ପ୍ରସ୍ତାବିତ ଶିକ୍ଷଣ ସାମଗ୍ରୀର ରୂପରେଖ ଓ ସଂଶୋଧନ ପ୍ରକ୍ରିୟା ସମ୍ପର୍କରେ…

Read More
ଲଘୁଚାପ ଜନିତ ଲଗାଣ ବର୍ଷା ରେ ବୁଡ଼ିଲା ପୋଲ ମାଲକାନଗିରି ଜିଲ୍ଲା ଠାରୁ ମୋଟୁ. କାଲିମେଳା ଠାରୁ ପଡିଆ ବ୍ଲକ ବିଛିନ୍ନ – ସମୀକ୍ଷା ଖବର

ଲଘୁଚାପ ଜନିତ ଲଗାଣ ବର୍ଷା ରେ ବୁଡ଼ିଲା ପୋଲ ମାଲକାନଗିରି ଜିଲ୍ଲା ଠାରୁ ମୋଟୁ. କାଲିମେଳା ଠାରୁ ପଡିଆ ବ୍ଲକ ବିଛିନ୍ନ

କୀର୍ତ୍ତି ଚନ୍ଦ୍ର ସାହୁ/ ରାଜ୍ୟ ପ୍ରତିନିଧି/ସମୀକ୍ଷା ନିଉଜ ଲଘୁଚାପ ଜନିତ ଲଗାଣ ବର୍ଷା ରେ ବୁଡ଼ିଲା ପୋଲ ମାଲକାନଗିରି ଜିଲ୍ଲା ଠାରୁ ମୋଟୁ. କାଲିମେଳା ବ୍ଲକ ଠାରୁ ପଡିଆ ବ୍ଲକ ଯୋଗା ଯୋଗ ସମ୍ପୂର୍ଣ ହେଲା ବିଛିନ୍ନ l ଲଘୁଚାପ ଜନିତ ବର୍ଷା ଗତ କାଲି ଅପରାହ୍ନ ଠାରୁ ଲଗାତାର ବର୍ଷା ଜିଲ୍ଲା ରେ ଲାଗି ରହିଛି ଯାହା ଫଳରେ ଆଜି ଅପରାହ୍ନ ରେ ମାଲକାନଗିରି ଜିଲ୍ଲା ଠାରୁ କାଲିମେଳା ବ୍ଲକ ଏବଂସୀମାନ୍ତ ମୋଟୁ କୁ ସଂଯୋଗ…

Read More
ମାଲକାନଗିରିର ଆଞ୍ଚଳିକ ବିକାଶ ଓ ଆଦର୍ଶ ଗ୍ରାମ ଯୋଜନାର ସମୀକ୍ଷା କଲେ ବିଧାୟକ ନରସିଂହ ମାଡ଼କାମୀ,ପ୍ରକଳ୍ପସମୂହର ଯଥାର୍ଥ ରୂପାୟନ ଏବଂ ସରକାରୀ ଅର୍ଥର ସ୍ୱଚ୍ଛ ବିନିଯୋଗକୁ ପ୍ରାଥମିକତା – ସମୀକ୍ଷା ଖବର

ମାଲକାନଗିରିର ଆଞ୍ଚଳିକ ବିକାଶ ଓ ଆଦର୍ଶ ଗ୍ରାମ ଯୋଜନାର ସମୀକ୍ଷା କଲେ ବିଧାୟକ ନରସିଂହ ମାଡ଼କାମୀ,ପ୍ରକଳ୍ପସମୂହର ଯଥାର୍ଥ ରୂପାୟନ ଏବଂ ସରକାରୀ ଅର୍ଥର ସ୍ୱଚ୍ଛ ବିନିଯୋଗକୁ ପ୍ରାଥମିକତା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:ମାଲକାନଗିରି ସଦର ମହକୁମାସ୍ଥିତ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ନିର୍ବାଚନମଣ୍ଡଳୀ ଉନ୍ନୟନ ଯୋଜନା, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ସହାୟତା ପାଣ୍ଠି ଏବଂ ଆଦର୍ଶ ଗ୍ରାମ କାର୍ଯ୍ୟକ୍ରମର ଅଗ୍ରଗତି ନେଇ ଏକ ଗୁରୁତ୍ୱପୂର୍ଣ୍ଣ ମାସିକ ସମୀକ୍ଷା ଅନୁଷ୍ଠିତ ହୋଇଯାଇଛି। ଏହି ଆଲୋଚନାସଭାରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମୀ ଅଧ୍ୟକ୍ଷତା କରି ଆଞ୍ଚଳିକ ବିକାଶମୂଳକ କାର୍ଯ୍ୟାବଳୀର ତଦାରଖ କରିଥିଲେ। ଉକ୍ତ ଆଲୋଚନାରେ ବିଶେଷ ଭାବେ ବିଧାୟକ ନିର୍ବାଚନ ମଣ୍ଡଳୀ ଉନ୍ନୟନ ପାଣ୍ଠି, ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର…

Read More
ମାଲକାନଗିରି:ପାଣ୍ଡ୍ରିପାଣି ଠାରେ ମଣ୍ଡଳ ସ୍ଥରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ – ସମୀକ୍ଷା ଖବର

ମାଲକାନଗିରି:ପାଣ୍ଡ୍ରିପାଣି ଠାରେ ମଣ୍ଡଳ ସ୍ଥରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଆୟୋଜିତ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୧/୦୯/୨୬ମାଲକାନଗିରି ଆଜି ଯଶସ୍ବୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଆଗାମୀ ଜନ୍ମଦିବସ ଅବସରରେ ପାଣ୍ଡ୍ରିପାଣି ମଣ୍ଡଳ ପକ୍ଷରୁ ମର୍କାପାଲି ଧାନ ମଣ୍ଡି ଠାରେ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମର ମଣ୍ଡଳ ସ୍ଥରୀୟ କର୍ମଶାଳା ଅନୁଷ୍ଠିତ ହୋଇ ଯାଇଛି । ମାଲକାନଗିରି ବିଧାୟକ ନରସିଂହ ମାଡକାମୀ ଅଧକ୍ଷତାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୋଦୀ ସରକାରଙ୍କ ସେବା, ସୁଶାସନ ଓ ଗରିବ କଲ୍ୟାଣ ପାଇଁ ଆରମ୍ଭ ଏହି ଦୀର୍ଘ ଯାତ୍ରାକୁ ଦଳ ପକ୍ଷରୁ…

Read More
ବାଲିମେଳା ଜଳଭଣ୍ଡାରରୁ ପାଇପ୍ ଯୋଗେ ମିଳିବ ପାନୀୟ ଜଳ: ସୁପରିଟେଣ୍ଡିଂ ଇଞ୍ଜିନିୟର ଓ ଆର.ଡବ୍ଲ୍ୟୁ.ଏସ.ଏସ. ନିର୍ବାହୀ ଯନ୍ତ୍ରୀଙ୍କ ମିଳିତ ସମୀକ୍ଷା – ସମୀକ୍ଷା ଖବର

ବାଲିମେଳା ଜଳଭଣ୍ଡାରରୁ ପାଇପ୍ ଯୋଗେ ମିଳିବ ପାନୀୟ ଜଳ: ସୁପରିଟେଣ୍ଡିଂ ଇଞ୍ଜିନିୟର ଓ ଆର.ଡବ୍ଲ୍ୟୁ.ଏସ.ଏସ. ନିର୍ବାହୀ ଯନ୍ତ୍ରୀଙ୍କ ମିଳିତ ସମୀକ୍ଷା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୧/୦୯/୨୬ଚିତ୍ରକୋଣ୍ଡା ଅଞ୍ଚଳରେ ପାନୀୟ ଜଳ ସମସ୍ୟାର ସ୍ଥାୟୀ ସମାଧାନ ଏବଂ ସ୍ଥାୟୀ ପାଇପ୍ ଜଳ ଯୋଗାଣ ପ୍ରକଳ୍ପକୁ ସଫଳ କରିବା ଦିଗରେ ଏକ ବଡ଼ ପଦକ୍ଷେପ ନିଆଯାଇଛି। ବିଷୋୟୀଗୁଡ଼ା ଗ୍ରାମ ନିକଟସ୍ଥ ବାଲିମେଳା ଜଳଭଣ୍ଡାରର ଜଳ ଉପଲବ୍ଧତା ଓ ସ୍ଥିରତା ମୂଲ୍ୟାଙ୍କନ କରିବା ପାଇଁ ଏକ ଉଚ୍ଚସ୍ତରୀୟ ଯୁଗ୍ମ କ୍ଷେତ୍ର ପରିଦର୍ଶନ ଅନୁଷ୍ଠିତ ହୋଇଯାଇଛି। ଏହି ବିଶେଷ ସମୀକ୍ଷା ଓ ଯାଞ୍ଚ ସମୟରେ ଚିତ୍ରକୋଣ୍ଡା ମାଟି ବନ୍ଧ ବିଭାଗର ସୁପରିଟେଣ୍ଡିଂ…

Read More
ମାଲକାନଗିରି:ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ ଓ ପି.ଏମ୍.ଜି. ପ୍ରଗତି ବୈଠକ ଅନୁଷ୍ଠିତ, ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କଡ଼ା ନିର୍ଦ୍ଦେଶ – ସମୀକ୍ଷା ଖବର

ମାଲକାନଗିରି:ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ମାସିକ ରାଜସ୍ୱ ଓ ପି.ଏମ୍.ଜି. ପ୍ରଗତି ବୈଠକ ଅନୁଷ୍ଠିତ, ପ୍ରକଳ୍ପ କାର୍ଯ୍ୟ ଶୀଘ୍ର ଶେଷ କରିବାକୁ କଡ଼ା ନିର୍ଦ୍ଦେଶ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୦/୦୯/୨୬ମାଲକାନଗିରି ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷଠାରେ ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେ ଙ୍କ ପୌରୋହିତ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ମାସିକ ରାଜସ୍ୱ ଏବଂ ପି.ଏମ୍.ଜି. ପ୍ରଗତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଉଚ୍ଚସ୍ତରୀୟ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ରାଜସ୍ଵ ବେଦବର ପ୍ରଧାନ, ବନଖଣ୍ଡ ଅଧିକାରୀ ସାଇ କିରଣ ଏବଂ ଉପ-ଜିଲ୍ଲାପାଳ ଦୁର୍ଯ୍ୟୋଧନ ଭୋଇ ଙ୍କ ସମେତ ଅନ୍ୟାନ୍ୟ ପ୍ରଶାସନିକ ଅଧିକାରୀମାନେ ଉପସ୍ଥିତ ଥିଲେ। ବୈଠକରେ ଜିଲ୍ଲାର ଚାଲୁ ରହିଥିବା ବିଭିନ୍ନ…

Read More
ମାଲକାନଗିରି:ଆପତ୍ତିକାଳୀନ ପରିସ୍ଥିତିରେ ମାନସିକ ସ୍ୱାସ୍ଥ୍ୟ ଓ ମନୋସାମାଜିକ ଯତ୍ନ ବୃଦ୍ଧି ପାଇଁ ଜିଲ୍ଲା ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆରମ୍ଭ – ସମୀକ୍ଷା ଖବର

ମାଲକାନଗିରି:ଆପତ୍ତିକାଳୀନ ପରିସ୍ଥିତିରେ ମାନସିକ ସ୍ୱାସ୍ଥ୍ୟ ଓ ମନୋସାମାଜିକ ଯତ୍ନ ବୃଦ୍ଧି ପାଇଁ ଜିଲ୍ଲା ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆରମ୍ଭ

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୦/୦୯/୨୬ମାଲକାନଗିରି ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ଉପସ୍ଥିତିରେ ଆପତ୍ତିକାଳୀନ ପରିସ୍ଥିତିରେ ମାନସିକ ସ୍ୱାସ୍ଥ୍ୟ ଏବଂ ମନୋସାମାଜିକ ଯତ୍ନ ବୃଦ୍ଧି ପାଇଁ ଏକ ଜିଲ୍ଲା ସ୍ତରୀୟ ତାଲିମ କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଓଡ଼ିଶା ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ଏବଂ ବାଙ୍ଗାଲୋରର ଜାତୀୟ ମାନସିକ ସ୍ୱାସ୍ଥ୍ୟ ଏବଂ ସ୍ନାୟୁବିଜ୍ଞାନ ପ୍ରତିଷ୍ଠାନର ମିଳିତ ଆନୁକୂଲ୍ୟରେ ଏହି କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି। ମାଲକାନଗିରିର ସମନ୍ୱିତ ଆଦିବାସୀ ଉନ୍ନୟନ ସଂସ୍ଥାର ସମ୍ମିଳନୀ କକ୍ଷରେ ଆରମ୍ଭ ହୋଇଥିବା…

Read More
ମାଲକାନଗିରିରେ ଦକ୍ଷତା ବିକାଶ ତାଲିମାର୍ଥୀଙ୍କୁ ପୋଷାକ ଓ ପାଠ୍ୟୋପକରଣ ବଣ୍ଟନ କଲେ ବିଧାୟକ ନରସିଂହ ମାଡ଼କାମି – ସମୀକ୍ଷା ଖବର

ମାଲକାନଗିରିରେ ଦକ୍ଷତା ବିକାଶ ତାଲିମାର୍ଥୀଙ୍କୁ ପୋଷାକ ଓ ପାଠ୍ୟୋପକରଣ ବଣ୍ଟନ କଲେ ବିଧାୟକ ନରସିଂହ ମାଡ଼କାମି

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି:୧୦/୦୯/୨୬ମାଲକାନଗିରି ଜିଲ୍ଲାର ଯୁବପିଢ଼ିଙ୍କୁ ରୋଜଗାରକ୍ଷମ ଏବଂ ସ୍ୱାବଲମ୍ବୀ କରିବା ଉଦ୍ଦେଶ୍ୟରେ ଆଜି ଏକ ସ୍ୱତନ୍ତ୍ର ପୋଷାକ ଓ ପାଠ୍ୟୋପକରଣ ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମାଲକାନଗିରି ବିଧାୟକ ନରସିଂହ ମାଡ଼କାମି ମୁଖ୍ୟ ଅତିଥି ଭାବେ ଯୋଗଦେଇ ବ୍ଲାକ୍ ପାନ୍ଥର ଦକ୍ଷତା ବିକାଶ ତାଲିମ କେନ୍ଦ୍ର ଏବଂ ଗ୍ରାମତରଙ୍ଗ ଦକ୍ଷତା ବିକାଶ ତାଲିମ କେନ୍ଦ୍ରର ଛାତ୍ରଛାତ୍ରୀମାନଙ୍କୁ ସାମଗ୍ରୀ ବଣ୍ଟନ କରିଛନ୍ତି। ବ୍ଲାକ୍ ପାନ୍ଥର ଦକ୍ଷତା ବିକାଶ ତାଲିମ କେନ୍ଦ୍ରରେ…

Read More
ମାଲକାନଗିରି: ବିଚାରାଧୀନ କଏଦୀଙ୍କ ମୃତ୍ୟୁ,ମେଡିକାଲ ସମ୍ମୁଖରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା – ସମୀକ୍ଷା ଖବର

ମାଲକାନଗିରି: ବିଚାରାଧୀନ କଏଦୀଙ୍କ ମୃତ୍ୟୁ,ମେଡିକାଲ ସମ୍ମୁଖରେ ମୃତଦେହ ରଖି ପରିବାର ଲୋକଙ୍କ ଧାରଣା

ଅପୂର୍ବ ଥଣ୍ଡର/ସ୍ୱତନ୍ତ୍ର ପ୍ରତିନିଧି / ସମୀକ୍ଷା ନିୟୁଜ/ମାଲକାନଗିରି,୦୯/୦୯/୨୬ମାଲକାନଗିରି ଜିଲ୍ଲା ସଦର ମହକୁମା ସ୍ଥିତ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗଞ୍ଜେଇ ଚୋରା ଚାଲାଣ ଅଭିଯୋଗରେ ଗିରଫ ହୋଇ ଜେଲ୍‌ରେ ଥିବା ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁକୁ ନେଇ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି। ମୃତ କଏଦୀଙ୍କ ପରିବାର ଲୋକେ ଚିକିତ୍ସାରେ ଅବହେଳାର ଅଭିଯୋଗ ଆଣି ମୃତଦେହ ସହ ମେଡିକାଲ ସମ୍ମୁଖରେ ଧାରଣା ଦେଇଛନ୍ତି। ସୂଚନା ମୁତାବକ, ଗଞ୍ଜାମ ଜିଲ୍ଲା…

Read More